ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ
ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା…
ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍ ଦିଅନ୍ତୁ: ନଡ୍ଡା
ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍ ଦିଅନ୍ତୁ। ଓଡ଼ିଶା ଉପରେ ବହୁତ ଅତ୍ୟାଚାର…
ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଏବଂ…
ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ
ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ…
ଭାତହାଣ୍ଡି ଖାଲି କରିଦେଇଛି ବିଜେଡି: ମୋଦି
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)ପ୍ରକୃତି ସବୁକିଛି ଦେଇଛି। ଏଠାରେ ଅପାର ଧନସମ୍ପଦ, ପ୍ରାକୃତିକ ସମ୍ପଦ ଭରି ରହିଛି। ତଥାପି ବିଜେଡି ସରକାର ରାଜ୍ୟରେ ଦାରିଦ୍ର୍ୟକୁ ହଟାଇ ପାରିନାହିଁ ଏବଂ ରାଜ୍ୟର ଭାତହାଣ୍ଡିକୁ ଖାଲି କରି ଦେଇଛି ବୋଲି ଶନିବାର ବରଗଡ଼ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ…
ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…
ବିଜେଡି ଛାଡ଼ିଲେ ସାଧୁ ନେପାକ
ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ତଥା ସାଧୁ ନେପାକ ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ତାଙ୍କୁ…
ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…
ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ ହେଲିପ୍ୟାଡ୍ରେ…
ଭାରତମାତା, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି
ବରଗଡ଼,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଶନିବାର ଅପରାହ୍ନରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବରଗଡ଼ରେ ପହଞ୍ଚିଛନ୍ତି। ମୋଦି ବରଗଡ଼ରେ ପହଞ୍ଚିବା ପରେ ମୋଦି ଜୀ ମୋଦି ଜୀ ନାରାରେ କମ୍ପି ଉଠିଥିଲା ସଭାସ୍ଥଳ। ପ୍ରଧାନମନ୍ତ୍ରୀ…
ନାଁ ନ ନେଇ ଟାର୍ଗେଟ କଲେ ମୋଦି, ସିଏମ ନୁହେଁ ସରକାର ଚଳାଉଛନ୍ତି…
ବରଗଡ଼, ୧୧।୫: କନ୍ଧମାଳ, ବଲାଙ୍ଗୀର ପରେ ବରଗଡ଼ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରଗଡ଼ରେ ଜନସଭା ଆରମ୍ଭରୁ ବିଜେଡି ସରକାରଙ୍କୁ ସିଧା ହମଲା କରିଛନ୍ତି ମୋଦି। ସେ କହିଛନ୍ତି, ୨୫ ବର୍ଷ ଭିତରେ ବିଜେଡି ସରକାର ଗରିବୀରୁ ବାହାରକୁ ଆଣିପାରିନି। ସାରା…
ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି ମଧ୍ୟାହ୍ନ ୧୨ଟାରେ ପହଞ୍ଚି ତାଙ୍କ ଏହି ଗସ୍ତରେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲଗେଟ୍…
୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ…

