ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ
ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ ନାହିଁ ବୋଲି କୃଷି ବିଭାଗ କହୁଛି। କିନ୍ତୁ ଡିଏପି ଏବଂ ୟୁରିଆ ସାର…
ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍, ଜଣେ ଆହତ ବାଳକଙ୍କୁ…
ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍ ଦିଆଯାଇଥିବା ଅଭିଯୋଗ ହୋଇଛି । ଏଠାକୁ ଆସିଥିବା ଜଣେ ଆହତ ବାଳକଙ୍କୁ ସେଭଳି ମେଡିସିନ୍ ଦିଆଯିବା…
ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ
ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଚାଷ ପାଇଁ ଆବଶ୍ୟକ ମଜୁରି, ସାର, କୀଟନାଶକ, ଡିଜେଲ ଓ ଟ୍ରାକ୍ଟର ଭଡ଼ାରେ…
ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ
ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅନ୍ୟ ଜିଲାଠାରୁ ଅଧିକ। ଧାନ ବିକ୍ରି, ସାର ଓ କୀଟନାଶକ…
ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ
ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ ସେମାନଙ୍କୁ ମିଳୁଥିବା ଭତ୍ତା ରାଶି ଜମା ହୋଇ ନଥିବା କୁହାଯାଉ ଥିବାବେଳେ ଆଉ…
ମଦ ଦୋକାନର ହବ୍ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ
ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି । ହେଲେ ଏଥିରେ ଏପର୍ଯ୍ୟନ୍ତ ଅଙ୍କୁଶ ଲାଗି ପାରି ନାହିଁ। ଅନ୍ୟପଟେ ସହର…
ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…
ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ, ଶନିବାର ବିରାଟ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ…
ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ
ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। କିନ୍ତୁ ବରଗଡ଼ର କୋଶଲ ସଂଗ୍ରାମୀ ସୁଶାନ୍ତ…
ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ ସଂଘ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଏଥିରେ ହସ୍ତକ୍ଷେପ କରି ବିହିତ ପଦକ୍ଷେପ…
ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା
ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ଗ୍ରାମ ବ୍ୟାପକ ପ୍ରଭାବିତ ହୋଇଛି। ଗ୍ରାମର ପ୍ରାୟ ୩୦୦ ଘର…
ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ ଜଣେ ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,…
ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ଏମପି ପ୍ରଦୀପ ପୁରୋହିତ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ…

