ବରଗଡ଼

ବିରୋଧ କରି ମାଡ ଖାଇଲେ କଂଗ୍ରେସ କର୍ମୀ

ବରଗଡ ଅଫିସ,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ ଜିଲା ଗସ୍ତରେ ଆସୁଛନ୍ତି। ବିଜେପୁରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଏଠାରେ ପହଞ୍ଚିବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି…

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ଼ ଜିଲା ଗସ୍ତରେ ଆସୁଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ନବୀନ ନିବାସ ଛାଡ଼ି ୧୦ଟା ୨୦ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ଯିବେ। ସେ…

କଂଗ୍ରେସର ଧର୍ମଘଟ: ଟାୟାର ଜାଳି ରାସ୍ତା ଅବରୋଧ

ବରଗଡ଼ ଅଫିସ,୧୨ା୧୧: କଂଗ୍ରେସ ପକ୍ଷରୁ ଶୁକ୍ରବାର ଦିଆଯାଇଥିବା ୬ ଘଣ୍ଟିଆ ଧର୍ମଘଟର ପ୍ରଭାବ ବରଗଡ଼ ଜିଲାରେ ପରିଲକ୍ଷିତ ହୋଇଛି। ସକାଳ ୬ଟାରୁ ବରଗଡ଼ ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ଦୋକାନ ବଜାର ସ୍ବତଃସ୍ଫୁର୍ତ୍ତ ବନ୍ଦ ରହିଛି। ଅପରପକ୍ଷରେ ବରଗଡ଼ ଗାନ୍ଧୀଛକରେ…

ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ

ବରଗଡ଼ ଅଫିସ୍‌,୯।୧୧: ବରଗଡ଼ ସଦର ଥାନା ଅଧୀନ ବିରମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ବଚସା ଏବଂ କଥା କଟାକଟିରୁ ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ସ୍ବାମୀ ନିଆଁ ଲଗାଇ ଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର…

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା କ୍ରାଇମବ୍ରାଞ୍ଚ

ବରଗଡ ଅଫିସ,୪।୧୧: ବନ ବିଭାଗର କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଗୁରୁବାର ସକାଳୁ ବରଗଡ ଜିଲା ଘେଁସ ଫରେଷ୍ଟ ରେଞ୍ଜ ଅର୍ନ୍ତଗତ ଜାମପାଲି ଗ୍ରାମରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିଛି । ଏହି ଘଟଣାରେ ମୁକୁନ୍ଦ ବରିହା ନାମକ ଜଣେ ଲୋକଙ୍କୁ ଘେଁସ…

୮ ଘଣ୍ଟା ବନ୍ଦ ରହିଲା ବରଗଡ଼

ବରଗଡ଼ ଅଫିସ୍‌,୧।୧୧: ବରଗଡ଼ ସହର ଉପକଣ୍ଠ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ପୋଲିସ ହେପାଜତରେ ମୃତ୍ୟୁ ଏବଂ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ସୋମବାର…

ପୋଲିସ ଜାଲରେ ପଡ଼ିଲେ ମିଛ ଆର୍‌ଟିଓ ଅଧିକାରୀ

ବରଗଡ଼ଅଫିସ,୨୫।୧୦: ଆର୍‌ଟିଓ ଅଧିକାରୀ ସାଜି ଗାଡ଼ିଗୁଡିକରୁ ଟଙ୍କା ଅସୁଲି କରୁଥିଲେ। ସୋମବାର ରାତିରେ ବରଗଡ଼ ସହର ଉପକଣ୍ଠ ଫୋରଲେନ୍‌ ରାସ୍ତାର ଟୋଲ୍‌ପ୍ଲାଜା ନିକଟରୁ ଧରାପଡିଛନ୍ତି ମିଛ ଆରଟିଓ ଅଧିକାରୀ। ସମ୍ପୃକ୍ତ ଯୁବକ ଜଣକ ବରଗଡ଼ ସହରରେ ଏକ ଘରେ ଭଡା ନେଇ…

ସ୍ଲଟ୍‌ ବୁକିଂ କଲେ ବରଗଡ଼ର ଯୁବତୀ, ଟିକା ନେଲେ ଉତ୍ତରପ୍ରଦେଶ ଲୋକ

ବରଗଡ଼ ଅଫିସ୍‌,୨୩।୧୦: ଦେଶରେ ଶହେ କୋଟି କୋଭିଡ୍‌ ଟିକାକରଣ ନେଇ ସରକାର ଡିଣ୍ଡିମ ପିଟୁଛନ୍ତି । ହେଲେ କୋଭିଡ୍‌ ଟିକା ନେଇ ନ ଥିବା ଲୋକଙ୍କୁ ମିଳିଛି ଭୁଲ ଟିକାକରଣ ପ୍ରମାଣପତ୍ର। ଏଭଳି ଘଟଣା ଘଟିଛି ବରଗଡ଼ର ଯୁବତୀ ଯଶୋବନ୍ତୀ ସାହୁଙ୍କ…

ବିବାହରେ ବିଫଳ ହେବାରୁ ଜୀବନ ହାରିଲେ ନାବାଳିକା

ପଦ୍ମପୁର,୨୩।୧୦(ଡି.ଏନ.ଏ): ପ୍ରେମରେ ବିଫଳ ହେବା ପରେ ପ୍ରେମୀ ଯୁଗଳ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏଥିରେ ପ୍ରେମିକାଙ୍କ ମୃତ୍ୟୁ ଘଟିଛି। ମାତ୍ର ପ୍ରେମିକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପରେ ସେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏଭଳି ଏକ…

ସ୍ବାମୀଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କଲେ ସ୍ତ୍ରୀ

ଝାରବନ୍ଧ,୧୮ା୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ କୁସୁମଦର୍ହା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ସମାରୀ ବରିହା(୩୨) ଘରେ ସ୍ବାମୀ ସଦାଶିବଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ବଚସାରୁ ଯୁବକଙ୍କୁ କରିଥିଲେ ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

ବରଗଡ଼ ଅଫିସ୍‌,୧୬।୧୦: ବରଗଡ଼ ସହରର ୱାର୍ଡ଼ ନଂ-୫ ବିଚ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତ୍ରିରେ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ବରଗଡ଼ କେଶବ…

ବରଗଡ଼ରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ହତ୍ୟା

ବରଗଡ଼ ଅଫିସ,୧୫।୧୦: ବରଗଡ଼ ସହର ବିଚ ରାସ୍ତା ଉପରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ପାରିପାଶର୍‌ବିକ ସ୍ଥିତିରୁ ଅନୁମାନ କରାଯାଉଛି। ତେବେ ମୃତ ଯୁବକଙ୍କ ପରିଚୟ ମିଳି ପାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri