ବରଗଡ଼

ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଭେଡେନ,୨୨।୪(ସୁଦନ ମହାକୁର): ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକର ଡାଙ୍ଗପାଲିଠାରେ ସୋମବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ପପଙ୍ଗା ମଣ୍ଡଳ ସଭାପତି ଧନେଶ୍ୱର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌ ଯୋଗେ…

ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର ବହୁସଂଖ୍ୟକ…

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’ ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ ବର୍ଗର ଗରିବ ଲୋକେ ମହୁଲ ସଂଗ୍ରହକୁ ସେମାନଙ୍କ ଏକ ଜୀବିକାଭାବେ ଗ୍ରହଣ କରି ଆସିଛନ୍ତି।…

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ ୧ଲକ୍ଷ ୫୦୦ ଟଙ୍କା ଜବତ ହୋଇଛି। ପିକ୍‌ଅପରେ ଥିବା ପଦ୍ମପୁର ନିବାସୀ ଶେଖ ରଫିକଙ୍କୁ…

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ପ୍ରକାଶ ଥାଉକି, ଗତ ୧୭ ତାରିଖରେ ଭୁବନେଶ୍ୱରପୁର ବଜାରରେ ମୃତ ପୂର୍ଣ୍ଣଚନ୍ଦ୍ର…

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା ଜବତ କରିଛି। ସମ୍ପୃକ୍ତ ଯୁବକଦ୍ୱୟ ହେଲେ ବରଗଡ଼ ଜିଲା ଝାରବନ୍ଧ ଥାନା ବଲାଙ୍ଗୀର ଗ୍ରାମରର…

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି । ଏହା ସହିତ ବ୍ୟବହୃତ ପିକଅପ୍‌ ଭ୍ୟାନ ସହିତ ସମ୍ପୃକ୍ତ ଡ୍ରାଇଭରଙ୍କୁ ଟାଉନ ଥାନାରେ ଅଟକ…

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ ୯ ଲକ୍ଷ ୨୬ ହଜାର ଟଙ୍କା ଲୁଟି ଫେରାର ହୋଇଯାଇଥିବା ଜଣାପଡିଛି। ମିଳିଥିବା ସୂଚନା…

କଳ୍ପନାଜଳ୍ପନାର ଅନ୍ତ: ବର୍ଷାଙ୍କୁ ପୁଣି ଭରସା କଲା ବିଜେଡ଼ି

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ଆସନ୍ତା ନିର୍ବାଚନ ପାଇଁ ବିଜେଡି ବରଗଡ଼ ଜିଲାର ୫ ବିଧାନସଭା ନିର୍ବାଚନ ଣ୍ଡଳୀ ମଧ୍ୟରୁ ପଦ୍ମପୁର ଆସନକୁ ପ୍ରାର୍ଥୀ ଘୋଷଣାର ଚତୁର୍ଥ ପର୍ଯ୍ୟାୟ ପର୍ଯ୍ୟନ୍ତ ଝୁଲାଇ ରଖିଥିଲା। ତେବେ ବୁଧବାର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ…

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?