ବରଗଡ଼

ଆର୍‌ଡି ରାସ୍ତାରୁ ହଟିବ ଟୋଲଗେଟ୍‌

ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍‌ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍‌କୁ ହଟା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ…

ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ ମର୍ଜିରେ ଚାଲିଛି। କଟ୍‌ନିଛଟ୍‌ନି ନ ହେଲେ ଧାନ ଉଠାଇବାକୁ ସିଧାସଳଖ ମିଲର୍ସଙ୍କ ଏଜେଣ୍ଟମାନେ…

ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ

ସୋହେଲା,୨୭ା୫(ଡି.ଏନ୍‌.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ବରଗଡ଼…

ମାଛ ଧରିବା ବେଳେ ମିଳିଲା ନରକଙ୍କାଳ

ସୋହେଲା,୨୪।୫ (ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସୋହେଲା ଥାନା ପୋଲିସକୁ ଖବର ଦେଇଥିଲେ। ଏହାପରେ…

କାର୍‌-ବାଇକ୍‌ ମୁହାଁମୁହିଁ: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ,୨୩ା୫: ବରଗଡ଼ ଜିଲା ବରପାଲି ନିକଟସ୍ଥ ସରଣ୍ଡାପାଲିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ହୋଇଛି। ପ୍ରକାଶ ଯେ, ସୋମବାର ସକାଳୁ ବିଜେପୁର ନିକଟ କେଶେଇପାଲି ଗ୍ରାମର ଗଣେଶ ରାମ ସାହୁ ଓ ତାଙ୍କ ସ୍ତ୍ରୀ ସନ୍ତୋଷିନୀ …

ଚାଷୀଙ୍କ ଚିନ୍ତା ବଢାଇଲା ଝଡ଼ବର୍ଷା, ଅନ୍ଧାରରେ ବରଗଡ଼

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲାରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ଅନୁଭୂତ ହୋଇଛି। ଜିଲାର ଅତାବିରା, ବରଗଡ଼, ବରପାଲି ଆଦି ଅଞ୍ଚଳରେ ଝଡ଼ବର୍ଷା ହୋଇଛି। ଝଡବର୍ଷା ଯୋଗୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ସରବରାହ ବ୍ୟାହତ…

ଗୁଜରାଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ମା’

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲା ବରପାଲିରୁ ଗୁଜରାଟ ରାଜକୋଟକୁ ସ୍ବାମୀଙ୍କ ସହିତ କାମ ଅନ୍ବେଷଣରେ ଯାଇଥିବା ଜଣେ ମହିଳା ଶ୍ରମିକଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ, ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଲିମପଡ଼ା ନିବାସୀ ସୁଶାନ୍ତ…

ପଦ୍ମପୁର ସେବା ସମବାୟ ସମିତି: ୧୧୪୧ ସଭ୍ୟଙ୍କ ମଧ୍ୟରୁ ୧୬୯ ଭୋଟ ଦେଇପାରିବେ

ପଦ୍ମପୁର,୨୧।୫(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଜୁନ ୧୯ ଓ ୨୬ ତାରିଖରେ ରାଜ୍ୟରେ ସମବାୟ ସମିତି ନିର୍ବାଚନ ହେବ। ଏହି କ୍ରମରେ ଜୁନ୍‌ ୨୬ରେ ପଦ୍ମପୁର ସେବା ସମବାୟ ସମିତିର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଭୋଟର ତାଲିକା ପ୍ରକାଶ ପାଇଛି।…

ଥାନାରେ ବିବାହ କଲେ ପ୍ରେମୀଯୁଗଳ

ବରଗଡ଼ ଅଫିସ୍‌,୨୦।୫: ବରଗଡ଼ ସଦର ଥାନାରେ ଗୁରୁବାର ଏକ ପ୍ରେମ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ବ୍ଲକ ଅଧୀନ ରୁହୁନିଆଁ ଗ୍ରାମର ହରିହର ଭୋଇ ଏବଂ ଖୁଣ୍ଟପାଲି ଗ୍ରାମର ଉର୍ମିତା ପ୍ରଧାନ ଫୁଲମାଳ ଦେଇ ପରସ୍ପରକୁ ଜୀବନ ସାଥୀ ଭାବେ ବାଛି…

କୁଆପଥର ମାଡ଼ରେ ଧାନ ନଷ୍ଟ, ଅନ୍ଧାରରେ ଝାରବନ୍ଧ

ଝାରବନ୍ଧ,୧୫।୫(ଡି.ଏନ୍‌.ଏ): କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏହାର ପ୍ରଭାବରେ ଚାଷୀଙ୍କ ଅମଳକ୍ଷମ ଧାନ ନଷ୍ଟ ହୋଇଛି । ସେହିପରି ବିଭିନ୍ନ ସ୍ଥାନରେ ଗଛ, ଡ଼ାଳ, ବିଦ୍ୟୁତ୍‌…

ବରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ, ଉଠାଜଳସେଚନ ପ୍ରକଳ୍ପ କଲେ ତଦାରଖ

ବରଗଡ଼ ଅଫିସ,୧୫।୫: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରବିବାର ବରଗଡ଼ ଗସ୍ତରେ ଆସିଛନ୍ତି । ସେ ଏଠାକୁ ଆସିବା ବାଟରେ ହୀରକୁଦ ଜଳଭଣ୍ଡାର ଜିରୋ ପଏଣ୍ଟକୁ ଯାଇ ଗଙ୍ଗାଧର ମେହେର ମେଗା ଉଠା ଜଳସେଚନ ପ୍ରକଳ୍ପର…

ଝିଅ ବାହାଘର ଚାଲିଥିବା ବେଳେ ମା’ଙ୍କୁ ହତ୍ୟା

ବରଗଡ଼ ଅଫିସ,୧୩ା୫: ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବାହାଘର ଚାଲିଥିବା ସମୟରେ ମା’ଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ଆଶାକର୍ମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri