ବରଗଡ଼

ଟ୍ରକ୍‌ ଦୁର୍ଘଟଣାରେ ୨ ବୀମା କମ୍ପାନୀ କର୍ମଚାରୀଙ୍କ ଜୀବନ ଗଲା

ଅତାବିରା,୧୩ା୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୋଇଲା ବୋଝେଇ ଟ୍ରକ୍‌ ଚାପାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସମ୍ବଲପୁର ସଦର ଥାନା…

ମଣ୍ଡି ଖୋଲିନି, ମିଲ୍‌କୁ ଯାଉଛି ଧାନ

ଭେଡ଼େନ,୧୨।୧୧(ସୁଦନ ମହାକୁର)ବରଗଡ଼ ଜିଲାରେ ଆସନ୍ତା ୨୧ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରାଯିବ। ଉକ୍ତ ଦିନ ସମସ୍ତ ମଣ୍ଡି ଖୋଲାଯିବାକୁ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ଏହି କ୍ରମରେ ଅତାବିରା ଆର୍‌ଏମ୍‌ସି ଅନ୍ତର୍ଗତ ଭେଡ଼େନ…

କେନାଲରେ ପାଣି ନାହିଁ, ଶୁଖିଲା ପଡ଼ିଛି ଜମି

ପଦ୍ମପୁର,୧୦।୧୧(ପ୍ରଦୀପ୍ତ ଦାଶ): ଆଉ ଦିନ କେଇଟା ପରେ ଧାନ ଅମଳ ହେବ। ଏଭଳି ସମୟରେ ଫସଲକୁ ପାଣି ଆବଶ୍ୟକତା ଥିବାବେଳେ କେନାଲରେ ପାଣି ଆସୁନାହିଁ। ଫଳରେ ଚାଷଜମି ଫାଟି ଆଁ କରିବା ସହ ଧାନ ଗଛ ଶୁଖିବା ଅବସ୍ଥାକୁ ଆସିଲାଣି। କିଛି…

ଛତିଶଗଡ଼ ନିର୍ବାଚନ ପାଇଁ ବରଗଡ଼ରେ ବନ୍ଦ ହେବ ମଦ ଦୋକାନ

ବରଗଡ଼,୮ା୧୧(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ ତାରିଖ ଛତିଶଗଡ଼ ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ଅନୁଯାୟୀ, ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଆସନ୍ତା ୧୫ ତାରିଖ ସନ୍ଧ୍ୟା ୫ଟାରୁ ୧୭ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼ ସୀମାନ୍ତ…

ଅମ୍ବାଭୋନା ଥାନା ଭଙ୍ଗାରୁଜା: ୧୦୦ରୁ ଊର୍ଦ୍ଧ୍ୱଙ୍କ ନାଁରେ ମାମଲା

ବରଗଡ଼,୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଛି। ଏହି ଘଟଣାରେ ପୋଲିସ ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅଭିଯୁକ୍ତ ଦର୍ଶାଇଥିବା ବେଳେ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଅମ୍ବାଭୋନା ଥାନା ବଡ଼ଦର୍ଲିପାଲି…

ବ୍ୟାଙ୍କରୁ ଋଣ ଟଙ୍କା ଉଠାଇ ଫେରୁଥିଲେ: ବାଟରୁ ଛଡାଇ ନେଲେ…

ପାଇକମାଲ,୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମର ମା’ ଦୁର୍ଗା ସ୍ବୟଂ ସହାୟିକା ମହିଳା ଗ୍ରୁପ୍‌ର ସଦସ୍ୟାମାନେ ପାଇକମାଲ ଷ୍ଟେଟ ବ୍ୟାଙ୍କରୁ ସୋମବାର ୯୯ ହଜାର ଋଣ ବାବଦ ଟଙ୍କା ଉଠାଇ ଗାଁକୁ ଆସୁଥିଲେ। ହେଲେ ବ୍ୟାଙ୍କଠାରୁ ମାତ୍ର…

ପୋଲିସ ଆଗରେ ଥାନା ଭଙ୍ଗାରୁଜା କଲେ ଯୁବଗୋଷ୍ଠୀ

ବରଗଡ଼,୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନାରେ ରବିବାର ତୁମୁଳକାଣ୍ଡ ଘଟିଛି। ଶତାଧିକ ଲୋକେ ଅତର୍କିତ ଭାବେ ଥାନା ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଫଳରେ ଥାନାରେ ରହିଥିବା କମ୍ପୁଟର, ଚୌକି, ଟେବୁଲ ଆଦି ଭାଙ୍ଗି ଚୂରମାର୍‌ ହୋଇଯାଇଥିବା ସୂଚନା…

ପୁନରୁଦ୍ଧାର ହେଲାନି, ବନ୍ଦ କରିଦେଲେ

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସମବାୟ ଚିନିକଳ ଜିଲାର ଆଖୁଚାଷୀଙ୍କ ଜୀବନରେଖା ଥିଲା। ସହର ଉପକଣ୍ଠ ତୋରାଠାରେ ନିର୍ମିତ ଏହି ଚିନିକଳକୁ ୧୯୭୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଉଦ୍‌ଘାଟନ କରିଥିଲେ। ଦୀର୍ଘବର୍ଷ ଧରି ଚିନିକଳ ଠିକ୍‌ ଭବେ ଚାଲୁଥିଲା ଏବଂ ଜିଲା…

ମାଡ଼ିଚାଲିଛି ଚକଡ଼ା, ଗଣ୍ଠି ପୋକ: କୀଟନାଶକ ସିଞ୍ଚନ ପରେ ବି ହେଉନି ଫସଲ ନିୟନ୍ତ୍ରଣ

ଭେଡ଼େନ,୨୯।୧୦(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକର ଚାଷୀ ଓ ଚାଷକୁ ପ୍ରାକୃତିକ ବିପର୍ଯ୍ୟୟ ପିଛା ଛାଡୁନାହିଁ। କେତେବେଳେ ବର୍ଷା ଅଭାବ ତ’ ବିଦ୍ୟୁତ୍‌ ବିଭ୍ରାଟ ସାଙ୍ଗକୁ ରୋଗପୋକ ଦାଉରୁ ଫସଲ ବଞ୍ଚାଇବା ପାଇଁ ଚାଷୀ ସଂଘର୍ଷ ଜାରି ରଖିଛି ।…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ବିବାହିତ ଯୁବକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼,୨୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ବଳାତ୍କାର ଅଭିଯୁକ୍ତ ଜଣେ ବିବାହିତ ଯୁବକ ଏବଂ ତାଙ୍କ ଏକ ପୁତ୍ର ସନ୍ତାନ ରହିଥିବା ସାଧାରଣରେ ଆଲୋଚିତ ହେଉଛି। ଏନେଇ…

ମା’ଙ୍କୁ ରୁପାଖଣ୍ଡା ଦାନକଲେ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ୱାର୍ଡ ନଂ-୧ ନିଗମାନନ୍ଦ ବିହାରଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଶୁକ୍ରବାର ବିଲ୍ବବରଣ ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ନିଗମାନନ୍ଦ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ତରଣୀସେନ ଦେବତା କର୍ତ୍ତା ଦାୟିତ୍ୱ ସମ୍ପାଦନ କରିଥିଲେ। ଏହି…

ଏହି ସବୁ କାରଣ ପାଇଁ ଚିନିକଳ ବନ୍ଦ କରିବାକୁ ହୋଇଛି ନିଷ୍ପତ୍ତି

ବରଗଡ଼,୨୦।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ଉଦ୍ଧବ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ନିର୍ଦ୍ଦେଶନାମା ନଂ-୧୮୨୭୩ ତା-୧୬।୧୦।୨୦୨୩ରିଖରେ ବିଭିନ୍ନ କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?