ବରଗଡ଼

ଟୋଲ୍‌ପ୍ଲାଜା ବିରୋଧରେ ତାତିଲେ ଲୋକେ

ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ…

ପେଷି ହେଉଛନ୍ତି ଚାଷୀ

ବରଗଡ଼ ଅଫିସ୍‌,୨୭ା୪: ଓଡ଼ିଶାର ଚାଷୀମାନେ ଗତ ୧୦ବର୍ଷ ମଧ୍ୟରେ ଅଧିକରୁ ଅଧିକ ଧାନ ଉତ୍ପାଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର କ୍ରମାଗତ କୃଷି କର୍ମଣ ପୁରସ୍କାର ପାଇଛନ୍ତି। ମାତ୍ର ଧାନ ବିକ୍ରି ସମସ୍ୟାକୁ ନେଇ କେନ୍ଦ୍ର-ରାଜ୍ୟ ସରକାର ପରସ୍ପର ଦୋଷ ଲଦାଲଦି…

ଶୀତଳଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରପାଲି,୨୬।୪: ବରଗଡ଼ ଜିଲା ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ। ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ…

କେନ୍ଦ୍ର,ରାଜ୍ୟ ସରକାର ବିରୋଧରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୬।୪: ବରଗଡ଼ ଜିଲାରେ ଆସନ୍ତା ୫ ତାରିଖରୁ ରବିଧାନ କିଣାବିକା ଆରମ୍ଭ ହେବ। ତେବେ ବିଗତ ବର୍ଷର ଧାନ କିଣାବିକା ସମସ୍ୟାକୁ ଉପଲବ୍ଧି କରି ଏଥର ଯେଭଳି ପୂର୍ବବର୍ଷ ସମସ୍ୟାର ପୁନରାବୃତ୍ତି ନ ହୁଏ, ସେଥିପାଇଁ ଏବେଠାରୁ ଚାଷୀ ସଂଗଠନ…

ଲାଞ୍ଚ ନେଇ ଧରାପଡ଼ିଥିଲେ ଜନସ୍ବାସ୍ଥ୍ୟ ଅଧିକାରୀ: ଡାକ୍ତରଖାନାରୁ ବାହାରି ଜେଲ ହାଜତକୁ ଗଲେ

ବରଗଡ଼ ଅଫିସ,୨୪।୪- ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁଙ୍କୁ ଶନିବାର ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ…

କାର୍‌କୁ ମୁହାଁମୁହିଁ ପିଟିଲା ବସ୍‌; ଜଣେ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୪।୪- ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଏକ ଯାତ୍ରୀବାହୀ ବସ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ କାର୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ,…

ବାପ-ପୁଅଙ୍କୁ ହତ୍ୟା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଟାଉନ ଥାନା ଅଧୀନ ରୁହୁଣିଆ ଗ୍ରାମରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡରେ ବାପପୁଅଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବାପା ଦେବ ସିନ୍ଧ୍ରିଆ(୬୦) ଏବଂ ପୁଅ ରତନ ସିନ୍ଧ୍ରିଆ(୨୭) । ସେହିପରି ରତନଙ୍କ…

୧୪ ଘଣ୍ଟା ବିତିଲା: ହଟି ନାହିଁ ରାସ୍ତା ଅବରୋଧ, ମୃତଦେହ ରଖି ରାସ୍ତାରେ ଆନ୍ଦୋଳନକାରୀ

ବରଗଡ଼ ଅଫିସ,୨୧ା୪:ବରଗଡ଼ ସହରର ଭଟଲି ଛକ ନିକଟରେ ବୁଧବାର ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଟ୍ରକ ଚାପାରେ ଜଣେ ବାଇକ୍‌ ଆରୋହୀ ତଥା ସହର ଉପକଣ୍ଠ ଡାଙ୍ଗ ନଦୀପଡ଼ାର କିଶୋର କୁମାର ବେଲଘରିଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।…

ଲାଞ୍ଚ ନେବା ଘଟଣା: କୋର୍ଟ ଚାଲାଣବେଳେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୨୦ା୪: ଲାଞ୍ଚ ନେବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବୁଧବାର ପୂର୍ବାହ୍ନରେ ସମ୍ବଲପୁର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଚ୍ଚ ରକ୍ତଚାପ ଯୋଗୁ ଡା.…

ଭିଜିଲାନ୍ସ ଜାଲରେ ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୧୯।୪- ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ନୂତନ ହୋଟେଲ ପାଇଁ ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ସେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ…

ମା’ଙ୍କ ଗଳାକୁ ବ୍ଲେଡରେ କାଟି ମାରିଦେଲା ପୁଅ

ବରପାଲି,୧୯।୪(ଡିଏନଏ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମା’ଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରି ଅଖାରେ ଭର୍ତ୍ତି କରିଦେଇଥିଲେ ପୁଅ। ସୂଚନାଯୋଗ୍ୟ, କୁମ୍ଭାରୀ ଗ୍ରାମର ବନ୍ଧପଡ଼ା…

ପାଣିରେ ବୁଡ଼ି ଚାଲିଗଲା ଇସ୍ରୋ ବୈଜ୍ଞାନିକଙ୍କ ଜୀବନ

ବରଗଡ଼ ଅଫିସ,୧୮ା୪: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମରେ ଜନ୍ମଗ୍ରହଣ କରିଥିବା ଇସ୍ରୋ(ଭାରତୀୟ ଅନ୍ତରୀକ୍ଷ ବିଜ୍ଞାନ ଓ ପ୍ରାଦୌଗିକ ସଂସ୍ଥାନ)ରେ କାର୍ଯ୍ୟରତ ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ସୋମବାର ମୃତ୍ୟୁ ହୋଇଛି। ଗ୍ରାମର ଏକ ଜଳାଶୟରେ ଗାଧୋଉ ଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri