ଯାତ୍ରା ଦେଖିବାକୁ ଆସି ଯୁବକଙ୍କ ପ୍ରାଣ ଗଲା
ଅତାବିରା,୧୬ା୪(ଡି.ଏନ୍.ଏ.): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରୀଡ଼ା ବିନ୍ଧ୍ୟବାସିନୀ ପାହାଡ଼ରେ ହେଉଥିବା ଯାତ୍ରା ଦେଖିବାକୁ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ଡାଲବୀ ଗ୍ରାମର କାହ୍ନା ମିଶ୍ର(୩୧) ବୋଲି ଜଣାପଡ଼ିଛି। ଭୀମସାର୍, ବୁର୍ଲାରେ ଚିକିତ୍ସାଧୀନ…
ବଜରଙ୍ଗ-ଭୀମ ଆର୍ମି କର୍ମୀ ହାତାହାତି
ସରଣ୍ଡା/ଅତାବିରା,୧୪।୪(ଡି.ଏନ୍.ଏ): ଗୁରୁବାର ସବୁଠି ହନୁମାନ ଜୟନ୍ତୀ ଏବଂ ଆମ୍ବେଡ଼କର ଜୟନ୍ତୀ ଉତ୍ସାହ ଉଦ୍ଦୀପନା ସହ ପାଳନ କରାଯାଇଛି । ହେଲେ ବରଗଡ଼ ଜିଲା ଗୋଡ଼ଭଗା, ଅତାବିରାରେ ବଜରଙ୍ଗ ଦଳ ଏବଂ ଭୀମଆର୍ମି ଦଳର କର୍ମୀମାନେ ମୁହାଁମୁହିଁ ହୋଇଛନ୍ତି । ବାଇକ୍ ଭଙ୍ଗାରୁଜା…
ମିଳିଲା ଶତାଧିକ ଚୋରି ମୋବାଇଲ
ବରଗଡ଼ ଅଫିସ,୧୩ା୪: ବରଗଡ଼ ଜିଲା ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର୍ ସେଲର ସହାୟତା ନେଇ ପୋଲିସ ୧୦୧ଟି ମୋବାଇଲ ଜବତ କରିଛି। ଜବତ ମୋବାଇଲର ସମୁଦାୟ ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଆକଳନ କରାଯାଇଛି। ବୁଧବାର…
ଧାନବିଲକୁ ପଶିଗଲା ଯାତ୍ରୀବାହୀ ବସ୍
ଅତାବିରା,୧୨।୪(ଡି.ଏନ୍.ଏ.): ସୋନପୁର-ଗୋଡ଼ଭଗା ୫୪ ନମ୍ବର ରାଜ୍ୟ ରାଜପଥର ଅତାବିରା ବ୍ଳକ ଦୁଲମପୁର ସାଇ ମନ୍ଦିର ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଗୋଡଭଗା ପଟକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍ ରାସ୍ତା ପାଶର୍ବ ଧାନବିଲକୁ ପଶି…
ଓଲଟିଲା ପିକ୍ଅପ୍, ୧୫ ଶ୍ରମିକ ଆହତ
ବରଗଡ଼ ଅଫିସ,୧୦ା୪: ବରଗଡ଼-ବଲାଙ୍ଗୀର ରାସ୍ତାର ବରପାଲି ବ୍ଲକ ଧାଙ୍ଗେରପାଲି ବୁଲାଣିରେ ରବିବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ପିକଅପ୍ ଭ୍ୟାନ( ନଂ-ଓଆର୍୧୦୩୭) ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ସେଥିରେ ବସିଥିବା ୧୫ ଶ୍ରମିକ ଆହତ ହୋଇଛନ୍ତି। ପିକ୍ଅପ୍ଟି ବରପାଲିରୁ ସୁବର୍ଣ୍ଣପୁର…
ଯୌତୁକ ଜୁଇରେ ହେମବନ୍ତୀ
ସରଣ୍ଡା,୯ା୪(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ଥାନା ଲୁରୁପାଲି ଗ୍ରାମରେ ଶନିବାର ହେମବନ୍ତୀ ମହାପାତ୍ର ନାମକ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସ୍ବାମୀ ରତ୍ନାକରଙ୍କ ଯୌତୁକ ନିର୍ଯାତନା ସହି ନ ପାରି ସେ ବିଷ ପିଇ ଦେଇଥିବା ହେମବନ୍ତୀଙ୍କ ଭାଇ…
ରାମନବମୀ ପୂର୍ବରୁ ରାମମନ୍ଦିରରୁ ଚୋରି କଲେ ଦୁର୍ବୃତ୍ତ
ବରଗଡ଼ ଅଫିସ,୯ା୪: ବରଗଡ଼ ସହର ବ୍ରହ୍ମବିହାରସ୍ଥିତ ଶ୍ରୀରାମ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ମନ୍ଦିର ମଧ୍ୟରେ ଥିବା ଦାନବାକ୍ସ, ମହାପ୍ରଭୁଙ୍କ ଦରବାର, ପିତ୍ତଳ ନିର୍ମିତ ରାମ, ଲକ୍ଷ୍ମଣ ସୀତାଙ୍କ ମୂର୍ତ୍ତି ଆଦି ଚୋରି କରି ନେଇଛନ୍ତି। ମନ୍ଦିର…
୬ରୁ ରବିଧାନ ସଂଗ୍ରହ: ବିକ୍ରି ପରିମାଣ ଅସ୍ପଷ୍ଟ
ବରଗଡ଼ ଅଫିସ୍,୮।୪: ବରଗଡ଼ ଜିଲାରେ ଆସନ୍ତା ମେ ୬ରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍ସି) ଅଧୀନ ମଣ୍ଡି ଗୁଡ଼ିକରୁ ଏହା ଆରମ୍ଭ କରାଯିବ। ସେହିପରି ବରଗଡ଼ ଆରଏମସି ଅଧୀନ ମଣ୍ଡି ଗୁଡ଼ିକରୁ ମେ…
ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍ ତାର
ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମଙ୍ଗଳାବର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲାପାଣି ଛକରେ ରହୁଥିବା…
ବରଗଡ଼ ଏସ୍ପିଙ୍କୁ ଡିଜିପି ଆୱାର୍ଡ
ବରଗଡ଼ ଅଫିସ୍,୨୯।୩: ବରଗଡ଼ ଏସ୍ପି ରାହୁଲ ଜୈନ ଡିଜିପି ଆୱାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି। ଏହା ସହିତ ବରଗଡ଼ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଧୀର ଭୋଇଙ୍କୁ ମଧ୍ୟ ଡିଜିପି ଆୱାର୍ଡ ପ୍ରଦାନ କରାଯିବ। ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ…
ପରପାରିରେ ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍
ବରଗଡ଼ ଅଫିସ,୨୭।୩: ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ…
ପଦ୍ମପୁରରେ ସାବିତ୍ରୀ ବାଗ୍ ପୌରାଧ୍ୟକ୍ଷା
ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ପଦ୍ମପୁର ଏନ୍ଏସିରେ ବିଜେଡିର ସାବିତ୍ରୀ ବାଗ ପୌରାଧ୍ୟକ୍ଷ ନିର୍ବାଚିତ ହୋଇଛିନ୍ତି। ସେ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ରଞ୍ଜୁ ସେଠୀଙ୍କୁ ୬୬୨ ଖଣ୍ଡ ଭୋଟରେ ହରାଇଛନ୍ତି। ସାବିତ୍ରୀଙ୍କୁ ୪୭୩୭ ଭୋଟ ମିଳିଥିବାବେଳେ ରଞ୍ଜୁଙ୍କୁ ୪୦୭୫ ଖଣ୍ଡ ଭୋଟ…
Archives


