ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍: ଆଉ ତା’ପରେ…
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ ଛାତ୍ର ଜଣକ ହେଲେ, ବରଗଡ଼ ସୁବାଷ ନଗର ନିବାସୀ ରାଜବିନ ଝାଙ୍କ ପୁଅ…
ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ ଲୋକଙ୍କ ଘରକୁ ମଧ୍ୟ ମଇଲା, ଆବର୍ଜନା ସହିତ ବର୍ଷାପାଣି ପଶିଥିଲା। ବାନ୍ଦୁଟିକ୍ରା, ଖଜୁରଟିକ୍ରା,…
ଜୀରାନଦୀରେ ରିଂ ରୋଡ୍ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି
ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା, ଯାତାୟାତ ସୁବିଧା, ନଦୀତଟ ସୌନ୍ଦର୍ଯ୍ୟକରଣ, ସହର ବିକାଶ ଆଦି ଲକ୍ଷ୍ୟ ନେଇ ବିଜେଡ଼ି…
ମଦ ଦୋକାନକୁ ନେଇ ଅସନ୍ତୋଷ: ବିରୋଧ, ରାସ୍ତାରୋକୋ
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହାକୁ ବିରୋଧ କରି ମଙ୍ଗଳବାର ସ୍ଥାନୀୟ ଲୋକେ ପୂର୍ବାହ୍ନ ପ୍ରାୟ ୧୧ଟାରୁ ରାସ୍ତାକୁ…
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ଶେଷ ନ ହେଉଣୁ, ଗତ କିଛି ଦିନର…
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିରେ ଏଣିକି ଏହାକୁ ‘ଶହୀଦ ମାଧୋ ସିଂହ କଲେଜ’ ନାମରେ…
ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ
ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା ଏହି ରିଂ ରୋଡ଼ର ନିର୍ମାଣ କାର୍ଯ୍ୟ ବିଜେଡି ଶାସନରୁ ଆରମ୍ଭ ହୋଇଛି ।…
ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ
ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବିନା ଅନୁମତିରେ ସେଗୁଡିକ ଚଲାଇ ଆସୁଥିବା ଜଣାପଡିଛି। ଏହା ଜାଣିବା ପରେ ଗତମାସ…
ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି
ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି। ଏପରିକି କେତେକ ପୋଲ ଉପରେ ମଧ୍ୟ ବର୍ଷାଜଳ ପ୍ରବାହିତ ହୋଇଛି। ଭେଡେନ ବ୍ଲକ…
ଜିଲାପାଳଙ୍କ କାର୍ଯ୍ୟାଳୟ ରାସ୍ତାରେ ସନ୍ତରଣ କଲେ ଛାତ୍ର କଂଗ୍ରେସ: ବଢୁଛି ଚର୍ଚ୍ଚା
ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ଫଳରେ ଥିଲା, ଆବର୍ଜନା ସହିତ ବର୍ଷାଜଳ ବିଭିନ୍ନ ସ୍ଥାନରେ ଘରକୁ ପଶୁଛି। ରାସ୍ତାଘାଟ, ବସଷ୍ଟାଣ୍ଡ ସମେତ ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଜଳମଗ୍ନ ହୋଇ ଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର…
ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ
ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ କେଉଁଠାରେ ତାହା ଅଧା ପନ୍ତରିଆଭାବେ ପଡ଼ି ରହିଛି। ଅନ୍ୟପଟେ ଦୂରଦୃଷ୍ଟିର ଅଭାବ ତଥା…
ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି
ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଏବଂ ଜିଲାକୁ ରେଡ୍ ଜୋନ୍ରେ ରଖାଯାଇଛି। ଏହି କ୍ରମରେ ବରଗଡ଼ ଜିଲାପାଳ…

