ବରଗଡ଼

ସମୂହ ଛୁଟିରେ ଅମଲା, ସରକାରୀ କାର୍ଯ୍ୟ ଠପ୍‌

ବରଗଡ଼ ଅଫିସ,୧ା୬: ଶିକ୍ଷାଗତ ଯୋଗ୍ୟତା ଭିତ୍ତିକ ମୂଳ ଦରମା ୪୨୦୦ ଗ୍ରେଡ୍‌ ପେ’ ଦାବିରେ ରାଜ୍ୟ ଅମଲା ମିଳିତ ମଞ୍ଚର ଆନ୍ଦୋଳନ ଚରମସୀମାରେ ପହଞ୍ଚିଛି। ଏହି ଦାବି ପୂରଣ ନେଇ ଅମଲାମାନେ ସ୍ମାରକପତ୍ର ପ୍ରଦାନ, ଧାରଣା, ବିକ୍ଷୋଭ ପ୍ରଦର୍ଶନ, କଳାବ୍ୟାଜ୍‌ ପରିଧାନ…

ମହିଳାଙ୍କୁ ଫାଇନାନ୍ସ କର୍ମଚାରୀଙ୍କ ମାଡ଼, ଥାନାରେ ଏତଲା

ବରଗଡ଼ ଅଫିସ୍‌,୨୮ା୫: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ନଦୀପଡା (ଡାଙ୍ଗ)ରେ ଶନିବାର ଜଣେ ମହିଳାଙ୍କୁ ଏକ ମାଇକ୍ରୋ ଫାଇନାନ୍ସ କମ୍ପାନୀର କର୍ମଚାରୀ ମାଡ଼ ମାରିଛନ୍ତି। ଏ ନେଇ ମହିଳା ଜଣକ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି । ପୋଲିସ ଘଟଣାର…

ଅସ୍ତିତ୍ୱ ହରାଉଛି ଜଳାଶୟ

ବରଗଡ଼ ଅଫିସ୍‌,୨୮ା୫: ଗାଁ ହେଉ କି ସହର, ଖରାଦିନେ ସବୁଠି ଜଳାଭାବ ପ୍ରମୁଖ ସମସ୍ୟା ପାଲଟିଥାଏ। ତେବେ ବହୁପୂର୍ବରୁ ଗାଁ ଏବଂ ସହରରେ ରହିଥିବା ଜଳାଶୟ ଗୁଡ଼ିକ ଯୋଗୁ ସେଭଳି ସମସ୍ୟାରୁ ମୁକ୍ତି ମିଳୁଥିଲା। ମାତ୍ର ଏବେ ବରଗଡ଼ ଜିଲାର ସବୁଆଡ଼େ…

ପ୍ରତ୍ୟାରୋପଣ ପାଇଁ ଅର୍ଥ ବାଧକ

ବରଗଡ଼ ଅଫିସ,୨୭ା୫: ମୋ ଝିଅକୁ ବଞ୍ଚେଇ ଦିଅ। ଆପଣଙ୍କ ସାମାନ୍ୟ ସହାୟତା ମୋ ଝିଅର ଜୀବନକୁ ବଞ୍ଚେଇ ଦେଇପାରେ। ଏପରି କହି ଝିଅର ଲିଭର ପ୍ରତ୍ୟାରୋପଣ ପାଇଁ ସହାୟତା ଦେବାକୁ ନିବେଦନ କରିଛନ୍ତି ବରଗଡ଼ ପୋର ପରିଷଦ ଅଧୀନ ୱାର୍ଡ ନଂ-୧…

ସ୍କୁଟି ଉପରେ ଚଢ଼ିଗଲା ଟ୍ରକ୍‌, ବର୍ତ୍ତିଲେ ଆରୋହୀ

ବରଗଡ଼ ଅଫିସ୍‌,୨୬।୫: ବରଗଡ଼-ସୋହେଲା ରାସ୍ତାର ପଥର୍ଲା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏକ ସ୍କୁଟି(ଓଡ଼ି୧୭ଜି ୭୬୨୧)ରେ ଜଣେ ଯୁବକ ସେଠାରେ ରାସ୍ତା ଅତିକ୍ରମ କରୁଥିବାବେଳେ ଅନ୍ୟଏକ ଟ୍ରକ(ନଂ- ଡବ୍ଲୁଏଚ୍‌ ୨୬ବିଇ ୯୩୮୭) ସ୍କୁଟି ଉପରେ ଚଢ଼ି ଯାଇଥିଲା।…

କଟ୍‌ନୀ ହେଲେ କାର୍ଯ୍ୟାନୁଷ୍ଠାନ

ପଦ୍ମପୁର, ୨୬ା୫(ଡି.ଏନ.ଏ.): ରବିରତୁରେ ବରଗଡ଼ ଜିଲା ପଦ୍ମପୁର ଆରଏମସି ତତ୍ତ୍ୱାବଧାନରେ ୬ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମେ ୧୨ରୁ ମଣ୍ଡି ଖୋଲି ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ହୋଇ ସାରିଲାଣି। ପୂର୍ବ ବର୍ଷ ପରି ବସ୍ତା…

ଦୈନିକ ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

ବରଗଡ଼ ଅଫିସ,୨୬ା୫: ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ଦୈନିକ ବଜାର(ହାଟପଦା)ରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିପୋଡ଼ି ଛାରଖାର ହୋଇଯାଇଛି। କ୍ଷତିଗ୍ରସ୍ତ ଦୋକାନଗୁଡ଼ିକ ମଧ୍ୟରେ ପରିବା ଦୋକାନ, ଲୁଗା ଦୋକାନ, ମସଲା ଦୋକାନ ଆଦି…

ସାମାଜିକ ବାସନ୍ଦ ଅଭିଯୋଗ

ବରଗଡ଼ ଅଫିସ୍‌,୨୫।୫: ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁ ଗ୍ରାମର ରୋହିଦାସ ପଡ଼ା(ଚମାର ପଡ଼ା)ବାସୀଙ୍କୁ ଗ୍ରାମରେ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ପଡ଼ାବାସୀ ଶୁକ୍ରବାର ଏସ୍‌ପି ପି.ଏସ୍‌.ମୀନାଙ୍କୁ ଫେରାଦ ହୋଇଥିଲେ। ଏସ୍‌ପିଙ୍କୁ ଏକ ଅଭିଯୋଗ…

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୋଲିସ ଏଏସ୍‌ଆଇ

ଭେଡ଼େନ,୨୫ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଧୁବେନପାଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ଏଏସ୍‌ଆଇ ରାମଚନ୍ଦ୍ର ଦାଶ ଆକ୍ରମଣର ଶିକାର ହୋଇଛନ୍ତି। ଅଭିଯୁକ୍ତଙ୍କ କଟୁରୀ ଚୋଟରେ ତାଙ୍କର ମୁଣ୍ଡ ଓ ହାତରେ ଗଭୀର…

ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ, ଗ୍ରାମର ଗୁରୁଦେବ ବାଗ(୫୫) ଏବଂ…

ସୁଶାନ୍ତଙ୍କୁ ଅବହେଳା କଲେ ଦଳ କ୍ଷତି ସହିବ: ପ୍ରଦ୍ୟୁମ୍ନ

ବରଗଡ଼ ଅଫିସ୍‌,୨୩।୫: ରାଜ୍ୟ ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ବରଗଡ଼ ଜିଲା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀପଦ ନ ମିଳିବାରୁ ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ନିଜ…

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?