ବରଗଡ଼

ପୋଲିସ ହେପାଜାତରେ ଯୁବକଙ୍କ ମୃତ୍ୟୁ ଘଟଣା: ବହୁଜନ ମିଳିତ ମଞ୍ଚର ବିକ୍ଷୋଭ

ବରଗଡ଼ ଅଫିସ,୮।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡ଼ାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କର ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଅଭିଯୁକ୍ତ…

ଗହଣା ଦୋକାନରେ ଜିଏସ୍‌ଟି ଚଢାଉ

ବରଗଡ଼ ଅଫିସ,୪।୧୦: ବରଗଡ଼ ସହରରେ ରହିଥିବା ଏକ ସୁନା ଗହଣା ଦୋକାନ ହରି ଜୁଏଲର୍ସରେ ସୋମବାର ଜିଏସ୍‌ଟି ଚଢାଉ ଚାଲିଛି। ଜିଏସ୍‌ଟିର ଏକ ୫ଜଣିଆ ଟିମ୍‌ ଏହି ଚଢାଉରେ ନିୟୋଜିତ ରହିଛନ୍ତି। ଚଢାଉ ଜାରି ରହିଥିବା ଯୋଗୁ ସେମାନେ ବର୍ତ୍ତମାନ କିଛି…

ଚାଷ ଜମିକୁ ଯାଇ ଫେରିଲେନି ନବବିବାହିତ

ବରଗଡ଼ ଅଫିସ୍‌,୨।୧୦: ବଜ୍ରପାତ ଯୋଗୁ ଶନିବାର ବରଗଡ଼ ବ୍ଲକ କଲାପାଣି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ଏଗାର ଓରଫ ଗୌର ଭୁଏ(୪୦)। ସୂଚନା ମୁତାବକ, ଗୌର ଜମିକୁ କାମ କରିବାକୁ ଯାଇଥିଲେ। କାମ ସାରି…

ପୋଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଘଟଣା: ବରଗଡ଼ରେ ଏଚ୍‌ଆର୍‌ପିସି ଟିମ୍‌

ବରଗଡ଼ ଅଫିସ,୧।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ମୃତଦେହ ରଖି…

ବରଗଡ଼ରେ ଚାଞ୍ଚଲ୍ୟ: ଯୁବକଙ୍କ ଗଳା କାଟି ହତ୍ୟା

ବରଗଡ଼ ଅଫିସ,୨୯।୯: ବରଗଡ଼ ସହର ଉପକଣ୍ଠ ଅମ୍ବାପାଲି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ଅତାବିରାର ଏମ୍‌ଡି କଶିମ(୨୫)…

କୃଷି ଆଇନକୁ ବିରୋଧ

ବରଗଡ଼ ଅଫିସ,୨୭ା୯: ସଂଯୁକ୍ତ  କୃଷକ ମୋର୍ଚ୍ଚା ଆହ୍ବାନକ୍ରମେ କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନ ବିରୋଧରେ ସୋମବାର ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ବରଗଡ଼ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଥିବା ବେଳେ ବରଗଡ଼ ଗାନ୍ଧୀଛକ…

ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ ନେଇ ଉତ୍ତେଜନା

ବରଗଡ଼ ଅଫିସ,୨୫ା୯(.): ପୋଲିସ ଉଠାଇ ନେଇଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ ତାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ମୃତଦେହ ଧରି ଏସ୍‌ପି ଅଫିସ ଆସୁଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି…

ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା

ଅତାବିରା\ସରଣ୍ଡା,୨୨।୯(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ହିର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରଟିକ୍ରା ଗ୍ରାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ପୁଣି ଆଲୋଡ଼ନ ସୃଷ୍ଟି କରିଛି। ଗତ ରବିଋତୁର ଫସଲହାନୀ ଏବଂ ଋଣ ପରିଶୋଧ ଚିନ୍ତାରେ ଚାଷୀ ବୃନ୍ଦାବନ ଭୁଏ(୬୨)  କୀଟନାଶକ ପିଇ ଆତ୍ମହତ୍ୟା…

ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ

ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା। ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ ସୁନାପୁଅ ପ୍ରମୋଦଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ଚିକିତ୍ସା ନ କରି ବୃଦ୍ଧାଙ୍କୁ ଜଙ୍ଗଲରେ ଛାଡ଼ି ଦେଲେ

ବରଗଡ଼ ଅଫିସ୍‌,୧୯।୯: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ଖରମୁଣ୍ଡା ପଞ୍ଚାୟତ ଘନଘଟି ଗ୍ରାମର ଜଣେ ବୃଦ୍ଧାଙ୍କୁ ଚିକିତ୍ସା ନ କରି ପରିବାର ଲୋକେ ଜଙ୍ଗଲରେ ଛାଡ଼ିଦେବା ଘଟଣା ଶନିବାର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ବୃଦ୍ଧା ଜଣକ ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ…

ଗାଁରେ ପଶିଲା ହୀରାକୁଦ ଜଳଭଣ୍ଡାର ପଛୁଆ ପାଣି: ବନ୍ୟା ଘେରରେ ଗ୍ରାମବାସୀ

ବରଗଡ଼ ଅଫିସ/ଅମ୍ବାଭୋନା,୧୬ା୯(ଡି.ଏନ୍‌.ଏ.): ଛତିଶଗଡ଼ ଅଞ୍ଚଳରେ ପ୍ରବଳ ବର୍ଷା ହେବା ଯୋଗୁ ଗୁରୁବାର ସୀମାନ୍ତ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି, ଅନ୍ତରାଡ଼ି, ବେନିଆଁପାଲି ଏବଂ ଘୁଘୁରାପାଲି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ହୀରାକୁଦ ଜଳଭଣ୍ଡାରର ପଛୁଆ ପାଣି ପଶିବାରୁ ବନ୍ୟାଜଳ…

ମା’ଙ୍କ ଶବଦାହ ପାଇଁ ମନା କରିଦେଲା ପୁଅ

ବରଗଡ଼ ଅଫିସ୍‌,୧୧।୯: ନୂଆଁଖାଇରେ ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇପଡ଼ି ଥିବାବେଳେ ବରଗଡ଼ ସହର ପୁରୁଣା ବସ୍‌ଷ୍ଟାଣ୍ଡ ପଛପଟେ ଥିବା ଝୁମ୍ପୁଡ଼ିପଡ଼ାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା । ସତ୍କାର ପାଇଁ କେହି ଆତ୍ମୀୟ ସ୍ବଜନ ନ ପହଞ୍ଚିବାରୁ ଏଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri