ବରଗଡ଼

ଯାଞ୍ଚ କଡ଼ାକଡ଼ି: ଅମାନିଆ ଗଣିଲେ ତଣ୍ଡ

ପଦ୍ମପୁର,୧୩।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଆଦର୍ଶ ଥାନା ପୋଲିସ ପକ୍ଷରୁ ପଦ୍ମପୁର ଭେଉରିଆ ଛକଠାରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅମାନିଆଙ୍କଠାରୁ ୧୧ହଜାର ୯୦୦ ଟଙ୍କା ଆଦାୟ କରାଯିବା ସହିତ ଅନେକ ଅମାନିଆଙ୍କ ବାଇକ୍‌ ଥାନାରେ ରଖାଯାଇଛି।…

ଅନ୍ୟର ତ୍ରୁଟି ୨ଜଣଙ୍କୁ କାଳ ହେଲା

ବରଗଡ଼ ଅଫିସ୍‌/ବରପାଲି,୧୨।୫: ବରଗଡ଼ ଜିଲା ବରପାଲି ଥାନା ମହଦା କେନାଲ ଛକ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଆସୁଥିବା ବେଳେ ଗଛଡ଼ାଳ ଭାଙ୍ଗି ୨ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରପାଲି ଥାନା ବିଶିପାଲି ଗ୍ରାମର…

ପୋଲିସରେ ବଡ଼ ଧରଣର ବଦଳି: ୨୬ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ

ବରଗଡ ଅଫିସ,୧୧।୫- ବରଗଡ ଜିଲା ପୋଲିସରେ ବଡ଼ ଧରଣର ବଦଳି ହୋଇଛି। ଜିଲାରେ କାର୍ଯ୍ୟରତ ୨୬ଜଣ ପୋଲିସ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୭ଜଣ ଇନ୍ସପେକ୍ଟର, ୧୧ଜଣ ସବ ଇନ୍ସପେକ୍ଟର ଏବଂ ୮ଜଣ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ଅଛନ୍ତି।…

ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ଗୁରୁତର

ବରଗଡ଼ ଅଫିସ୍‌/ବିଜେପୁର,୯।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ଜାରିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଜଣେ ବିବାହିତା ମହିଳାଙ୍କୁ ନିଆଁରେ ପୋଡ଼ି ମାରି ଦେଇଥିବା କନ୍ୟାପକ୍ଷ ଅଭିଯୋଗ କରିଛନ୍ତି ।…

ବରଗଡ଼ରେ କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା: ଅତିଶୀଘ୍ର ଖୋଲିବ ଆର୍ଟିପିସିଆର ଟେଷ୍ଟ ପରୀକ୍ଷାଗାର

ବରଗଡ଼ ଅଫିସ,୯।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଏହାର ମୁକାବିଲା କରିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓ ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ବରଗଡ଼ ଗସ୍ତରେ ଆସି ଏହାର ସମୀକ୍ଷା…

ଆକ୍ରାନ୍ତ ବୃଦ୍ଧଙ୍କ ଆତ୍ମହତ୍ୟା ପରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ସ୍ତ୍ରୀ

ବିଜେପୁର,୭।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାତବନ୍ଧ ଗ୍ରାମରେ ଶୁକ୍ରବାର କରୋନା ଆକ୍ରାନ୍ତ ଜଣେ ବୃଦ୍ଧ ମାନସିକ ଭାରସାମ୍ୟ ହରାଇ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଅର୍ଜୁନ ମେହେର (୬୫)। ମିଳିଥିବା ସୂଚନା ମୁତାବକ ସାତବନ୍ଧ ଗ୍ରାମର…

ଭେଣ୍ଟିଲେଟର ପାଇଁ ୧ ଟଙ୍କା

ବରଗଡ଼ ଅଫିସ୍‌,୭।୫: ବରଗଡ଼ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଭେଣ୍ଟିଲେଟର ସମେତ ଆଇସିୟୁ ଶଯ୍ୟାର ଶୁଭାରମ୍ଭ କରିଛନ୍ତି । ଉଦ୍‌ଘାଟନୀ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଗରିବ ଲୋକଙ୍କୁ ଶସ୍ତାରେ ଚିକିତ୍ସା ସେବା ଯୋଗାଇ ଦେବାକୁ…

ବରଗଡ଼ରେ ଅଣାୟତ୍ତ କରୋନା, ଦୈନିକ ସଂକ୍ରମଣ ୫ଶହ ଟପିଲା

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ କରୋନା(କୋଭିଡ୍‌-୧୯) ସଂକ୍ରମଣର ଦ୍ୱିତୀୟ ଲହର ପ୍ରଥମ ଲହର ଅପେକ୍ଷା ଅଧିକ ଘାତକ ହୋଇ ପଡ଼ିଛି । ଜିଲାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ଢ଼େର ଗୁଣରେ ବଢ଼ି ଚାଲିଛି। ଶନିବାର ଦୈନିକ ସଂକ୍ରମଣ ୫୧୧କୁ ଛୁଇଁଛି, ଯାହାକି…

ଶଟ୍‌ ଡାଉନରେ ବରଗଡ଼ ଶୂନଶାନ୍‌

ବରଗଡ଼ ଅଫିସ୍‌,୧।୫: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲାର ସହରାଞ୍ଚଳ ଗୁଡ଼ିକରେ ପ୍ରତି ସପ୍ତାହର ଶନିବାର, ରବିବାର ଦୁଇଦିନ ସପ୍ତାହାନ୍ତ ଶଟ୍‌ ଡାଉନ କଟକଣା ଲାଗୁ ହୋଇଛି । ସପ୍ତାହାନ୍ତ ଶଟ୍‌ ଡାଉନରେ ଶନିବାର ଜିଲାର ସମସ୍ତ ସହରାଞ୍ଚଳ…

କଟକଣାକୁ ଫୁ: ଲୋକେ ଉତ୍ସାହିତ ହୋଇ ସ୍ବାଗତ କଲେ ବୋଲି କହିଲେ ବିଧାୟିକା

ବରଗଡ଼ ଅଫିସ,୨୪।୪: କରୋନା ମୁକାବିଲା ପାଇଁ କଟକଣାକୁ କଡାକଡି କରାଯାଇଛି। ହେଲେ ବରଗଡ଼ ଜିଲା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଅତାବିରା ନିର୍ବାଚନ ମଣ୍ଡଳୀ ଅଧୀନ ଭେଡ଼େନ ବ୍ଲକର ଥୁଆପାଲି ଏବଂ ଗୁରୁପାଲି ଗ୍ରାମରେ…

ମାତିଛି ନରହନ୍ତା ହାତୀ: ଦିନକରେ ନେଲା ୩ ଜୀବନ

ବରଗଡ଼ ଅଫିସ,୨୧।୪: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅଞ୍ଚଳରେ ନରହନ୍ତା ହାତୀ ମାତି ଉଠିଛି। ବୁଧବାର ସକାଳୁ ଏହି ହାତୀ ୩ ଜଣଙ୍କ ଜୀବନ ନେଇଛି। ମୃତକମାନେ ହେଲେ, ୍ବ୍ଲକ ଅନ୍ତର୍ଗତ ରାଇସଲପଦର ପଞ୍ଚାୟତ ଅଧୀନ ଉମରାଡ ଗ୍ରାମର ବିରଞ୍ଚି କୁମ୍ଭାର…

ଟାଲ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ସରପଞ୍ଚ

ବରଗଡ଼ ଅଫିସ,୨୦।୪: ବରଗଡ଼ ଜିଲା ରାଜୋରାସମ୍ବର ବ୍ଲକ ଅନ୍ତର୍ଗତ ଟାଲ ଗ୍ରାମକୁ ମଙ୍ଗଳବାରରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସ୍ଥାନୀୟ ସରପଞ୍ଚ ସୌକିଲାଲ ସେଠ୍‌ ଏକ ବିଜ୍ଞପ୍ତିରେ ଏ ନେଇ ସୂଚନା ଦେଇଛନ୍ତି । ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଆସନ୍ତା ୨୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri