ଟେନ୍ସନ୍ରେ ଚାଷୀ: ଟୋକନ ଅବଧି ସରିଯିବାର ଆଶଙ୍କା
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ ଶୁକ୍ରବାରରୁ ପୁଣି ଧାନ ଉଠାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ଏବେ ମଧ୍ୟ ମଣ୍ଡିରୁ ଧାନ ଉଠାଣରେ ଆଶାନୁରୂପ ତପତ୍ରତା ପରିଲକ୍ଷିତ ହୋଇ ନାହିଁ।…
ଦେଢ ମାସ ତଳେ ଚୋରି କରିଥିଲେ ଗହଣା: ପୋଲିସ ଧରିବା ପରେ…
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସଦର ଥାନା ଅନ୍ତର୍ଗତ ଶ୍ରୀହରି ନଗରରୁ ଗତବର୍ଷ ନଭେମ୍ବରରେ ହୋଇଥିବା ସୁନା ଗହଣା ଚୋରି ଘଟଣାରେ ଗୁରୁବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଶ୍ରୀହରି ନଗର ନିବାସୀ ଅଳଙ୍ଗ ଓରଫ୍ ଅଲଙ୍କାର…
ସରିଲା ଧନୁଯାତ୍ରା ମହୋତ୍ସବ, ବଢ଼ିଲା ପ୍ରଦୂଷଣ ଚିନ୍ତା
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଗତ ୩ତାରିଖ ଶେଷ ହୋଇଛି। ଇତିମଧ୍ୟରେ ଉଦ୍ଯାପନୀକୁ ୪ଦିନ ବିତି ଯାଇଛି। ମହୋତ୍ସବ ସରିଛି ସତ, ହେଲେ ଗତ ଧନୁଯାତ୍ରାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଥମି ନାହିଁ। ଚା ଖଟିଠାରୁ…
ସରକାରଙ୍କ କଟକଣା ଯୋଗୁ ହଟହଟା ଚାଷୀ, ହୋଇପାରୁନି ଧାନ ବିକ୍ରି, ବିଳମ୍ବ ହେଉଛି ରବି ଚାଷ
ବରଗଡ଼,୮।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଏଠାରେ ସର୍ବାଧିକ ଧାନ ଉପତ୍ାଦନ ହେଉଥିବାରୁ ଜିଲାର ଏଭଳି ପରିଚୟ ରହିଛି। ମାତ୍ର ଜିଲାର ଚାଷୀଙ୍କ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଅଦିନିଆ ବର୍ଷା ତ ଆଉ କେବେ ରୋଗପୋକ ଉପଦ୍ରବ…
ନାବାଳିକାଙ୍କୁ ମାଛ ଧରିଯିବା କହି ବଳାତ୍କାର ପରେ ହତ୍ୟା: ଆସିଲା ବଡ଼ ରାୟ , ଭୟରେ ଥରିବ ଅଭିଯୁକ୍ତଙ୍କ…
ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରର ସଂଘଟିତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ସୂଚନା…
ଧାନ ଉଠେଇଲେନି ମିଲର୍ସ: ଦାବି ପୂରଣ ନ ହେବାରୁ…
ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ଆଉ ୨ସପ୍ତାହ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିବ। ହେଲେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟାକୁ ନେଇ ଚାଷୀମାନେ ମଣ୍ଡିକୁ ଧାନ ଆଣିପାରୁ ନଥିବାବେଳେ ମଣ୍ଡିକୁ ଆସିଥିବା…
ମିଲର୍ସଙ୍କ ଆନ୍ଦୋଳନ ପରେ ବଢ଼ିଲା ଧାନ ବିକ୍ରି ଜଟିଳତା
ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ଜିଲାରେ ମଣ୍ଡି ଖୋଲିବାର ମାସାଧିକ କାଳ ବିତିଯାଜଛି। ଧାନ କିଣାବିକା ବ୍ୟବସ୍ଥା ଠିକ୍ ଭାବରେ ଚାଲିଥିବା ନେଇ ରାଜ୍ୟ ସରକାର ଦାବି କରି ଆସୁଛନ୍ତି। ହେଲେ ଆଜି ପର୍ଯ୍ୟନ୍ତ…
ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା
ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି ନୂଆ ବାଘ ଅଣାଯିବ। ସୋମବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ…
ଧନୁଯାତ୍ରା କଥା, ବ୍ୟଥା: କାଳ ହେଲା କଂସ, ମଥୁରା ଛାଡ଼ିଲା ହସ୍ତୀ
ବରଗଡ଼,୫ା୧(ପ୍ରେମାନନ୍ଦ ଖମାରୀ):ନୂଆ ସରକାର ଆସିବା ପରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ନୂଆଁ ପରିକଳ୍ପନା କରାଯାଇଥିଲା। ବିଗତ ବର୍ଷ ତୁଳନାରେ ସାଜସଜ୍ଜା ବହୁଗୁଣିତ ହୋଇଥିଲା। ଧନୁଯାତ୍ରା ମହୋତ୍ସବ ଦେଖିବା ପାଇଁ କ୍ରମାଗତ ୨ବର୍ଷ ଧରି ମୁଖ୍ୟମନ୍ତ୍ରୀ ମଥୁରାନଗରୀକୁ ପହଞ୍ଚିବା…
ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ
ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ରବିବାର ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩…
ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କଲେ କଂସ ମହାରାଜ, ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି…
ପୁରୀ/ବରଗଡ଼,୪ା୧(ଅଜିତ କୁମାର ମହାନ୍ତି/ପ୍ରେମାନନ୍ଦ ଖମାରୀ): ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହର। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସରିବା ପରେ ସୁଶୀଲ ପୁରୀ ଆସି ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା…
ଧନୁମେଳା ମଞ୍ଚରେ ସମ୍ବଲପୁରୀ ଫ୍ୟାଶନ ଶୋ
ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଚାଲୁଥିବା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବର ପଲ୍ଲିଶ୍ରୀ ମେଳାସ୍ଥିତ ଧନୁମେଳା ମଞ୍ଚରେ ଶୁକ୍ରବାର ସମ୍ବଲପୁରୀ ଫ୍ୟାଶନ ଶୋ ଅନୁଷ୍ଠିତ ହୋଇଛି। ରାଜବୋଡାସମ୍ବର(ପଦ୍ମପୁର) ଅଞ୍ଚଳର ପ୍ରସିଦ୍ଧ ‘ରେନବୋ ଫ୍ୟାଶନ ଗ୍ରୁପ’ ତାଙ୍କ ଆକର୍ଷଣୀୟ ଫ୍ୟାଶନ ଶୋ ସମ୍ବଲପୁରୀ ପରିଧାନ…
Archives


