ବରଗଡ଼

ସ୍କୁଟି ଉପରେ ଚଢ଼ିଗଲା ଟ୍ରକ୍‌, ବର୍ତ୍ତିଲେ ଆରୋହୀ

ବରଗଡ଼ ଅଫିସ୍‌,୨୬।୫: ବରଗଡ଼-ସୋହେଲା ରାସ୍ତାର ପଥର୍ଲା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏକ ସ୍କୁଟି(ଓଡ଼ି୧୭ଜି ୭୬୨୧)ରେ ଜଣେ ଯୁବକ ସେଠାରେ ରାସ୍ତା ଅତିକ୍ରମ କରୁଥିବାବେଳେ ଅନ୍ୟଏକ ଟ୍ରକ(ନଂ- ଡବ୍ଲୁଏଚ୍‌ ୨୬ବିଇ ୯୩୮୭) ସ୍କୁଟି ଉପରେ ଚଢ଼ି...

କଟ୍‌ନୀ ହେଲେ କାର୍ଯ୍ୟାନୁଷ୍ଠାନ

ପଦ୍ମପୁର, ୨୬ା୫(ଡି.ଏନ.ଏ.): ରବିରତୁରେ ବରଗଡ଼ ଜିଲା ପଦ୍ମପୁର ଆରଏମସି ତତ୍ତ୍ୱାବଧାନରେ ୬ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମେ ୧୨ରୁ ମଣ୍ଡି ଖୋଲି ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ହୋଇ ସାରିଲାଣି। ପୂର୍ବ ବର୍ଷ ପରି...

ଦୈନିକ ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

ବରଗଡ଼ ଅଫିସ,୨୬ା୫: ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ଦୈନିକ ବଜାର(ହାଟପଦା)ରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିପୋଡ଼ି ଛାରଖାର ହୋଇଯାଇଛି। କ୍ଷତିଗ୍ରସ୍ତ ଦୋକାନଗୁଡ଼ିକ ମଧ୍ୟରେ ପରିବା ଦୋକାନ, ଲୁଗା ଦୋକାନ, ମସଲା ଦୋକାନ...

ସାମାଜିକ ବାସନ୍ଦ ଅଭିଯୋଗ

ବରଗଡ଼ ଅଫିସ୍‌,୨୫।୫: ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁ ଗ୍ରାମର ରୋହିଦାସ ପଡ଼ା(ଚମାର ପଡ଼ା)ବାସୀଙ୍କୁ ଗ୍ରାମରେ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ପଡ଼ାବାସୀ ଶୁକ୍ରବାର ଏସ୍‌ପି ପି.ଏସ୍‌.ମୀନାଙ୍କୁ ଫେରାଦ ହୋଇଥିଲେ। ଏସ୍‌ପିଙ୍କୁ ଏକ...

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୋଲିସ ଏଏସ୍‌ଆଇ

ଭେଡ଼େନ,୨୫ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଧୁବେନପାଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ଏଏସ୍‌ଆଇ ରାମଚନ୍ଦ୍ର ଦାଶ ଆକ୍ରମଣର ଶିକାର ହୋଇଛନ୍ତି। ଅଭିଯୁକ୍ତଙ୍କ କଟୁରୀ ଚୋଟରେ ତାଙ୍କର ମୁଣ୍ଡ ଓ ହାତରେ...

ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ, ଗ୍ରାମର ଗୁରୁଦେବ ବାଗ(୫୫)...

ସୁଶାନ୍ତଙ୍କୁ ଅବହେଳା କଲେ ଦଳ କ୍ଷତି ସହିବ: ପ୍ରଦ୍ୟୁମ୍ନ

ବରଗଡ଼ ଅଫିସ୍‌,୨୩।୫: ରାଜ୍ୟ ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ବରଗଡ଼ ଜିଲା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀପଦ ନ ମିଳିବାରୁ ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ...

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ...

ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌

ସରଣ୍ଡା,୨୧ା୫(ଡି.ଏନ୍‌.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌ ପହଞ୍ଚିଛନ୍ତି। ଏହି ଟିମ୍‌ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍‌ରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଛନ୍ତି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି...

ବିଦ୍ୟୁତ୍‌ ସେବା ଅପହଞ୍ଚ: ମୋବାଇଲ ଆଲୁଅରେ ରୋଗୀଙ୍କୁ ଇଞ୍ଜେକ୍‌ଶନ

ବରଗଡ଼ ଅଫିସ୍‌,୨୧ା୫: ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅନେକ ସମୟରେ ବିଦ୍ୟୁତ ସେବା ଅପହଞ୍ଚ ହୋଇ ପଡୁଛି। ଫଳରେ ଅନ୍ଧାରରେ ମୋବାଇଲ ଟର୍ଚ୍ଚ ବ୍ୟବହାର କରି ରୋଗୀସେବା କରାଯିବା ଭଳି ଘଟଣା ସାମ୍‌ନାକୁ ଆସିଛି। ଶୁକ୍ରବାର ରାତିରେ ବିଦ୍ୟୁତ କାଟ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କୁ ମିଳୁନି ପ୍ରାପ୍ୟ

ବରଗଡ଼ ଅଫିସ୍‌,୨୦।୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମଣ୍ଡି ଗୁଡ଼ିକରେ ଧାନ ସଂଗ୍ରହ କରାଯାଉଛି। ହେଲେ ମଣ୍ଡିରୁ ଆଶାନୁରୂପ ଧାନ ଉଠୁ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ମଣ୍ଡିରୁ ଯେଉଁ ଚାଷୀଙ୍କ ଧାନ ବିକ୍ରି ହୋଇ...

ପରିବାଚାଷ ନିଶାରେ ଚିତ୍ରସେନ

ପଦ୍ମପୁର,୧୯।୫(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଖୁଜେନ ଗ୍ରାମର ଚିତ୍ରସେନ ସ୍ବାଇଁ ନିକଟସ୍ଥ ଜମଲା ପାକ୍ସରେ ସହକାରୀ ସମ୍ପାଦକ ଭାବେ କାର୍ଯ୍ୟରତ ଅଛନ୍ତି। ସେ ସରକାରୀ ଚାକିରୀ କରିଥିଲେ ମଧ୍ୟ ଚାଷ ପ୍ରତି ତାଙ୍କର ବିଶେଷ ଆଗ୍ରହ ଅନ୍ୟମାନଙ୍କ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri