ବରଗଡ଼

ମହୁଲ ଗୋଟାଇବା ହେଲା କାଳ: ସ୍ତ୍ରୀ ସାମ୍ନାରେ ସ୍ବାମୀଙ୍କ ଜୀବନ ନେଲା ହାତୀ

ବରଗଡ଼ ଅଫିସ,୧୪।୪: ବରଗଡ଼ ଜିଲା ଘେଁସ ଫରେଷ୍ଟ ରେଞ୍ଜ ଅର୍ନ୍ତଗତ ଖଲିଆମୁଣ୍ଡା ଗ୍ରାମରେ ବୁଧବାର ସକାଳେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ହେଲେ ଉକ୍ତ ଗ୍ରାମର ଦେବେନ୍ଦ୍ର ବଢ଼େଇ(୫୫)। ବୋଲି ଜଣାପଡିଛି। ପ୍ରକାଶ ଯେ, ଦେବେନ୍ଦ୍ର ସ୍ତ୍ରୀଙ୍କ…

ବାସନ୍ତିକ ଦୁର୍ଗାପୂଜାରେ ଭକ୍ତଙ୍କୁ ମନ୍ଦିର ମନା

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ ରବିବାରଠାରୁ ଆରମ୍ଭ ହେଉଛି ବାସନ୍ତିକ ଦୁର୍ଗାପୂଜା (ଚୈତ୍ର ପର୍ବ)। ହେଲେ ଜିଲାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚୈତ୍ର ପର୍ବରେ ଭକ୍ତଙ୍କ ମନ୍ଦିର ପ୍ରବେଶକୁ ନେଇ କଟକଣା ଲାଗୁ ହୋଇଛି । ଶନିବାର ବରଗଡ଼ ଜିଲାପାଳଙ୍କ…

ନାମଯଜ୍ଞ ନେଇ କଟକଣା: ବିଜ୍ଞପ୍ତି ଜାରି କଲେ ବରଗଡ଼ ଜିଲାପାଳ

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ କରୋନା(କୋଭିଡ-୧୯) ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ପ୍ରତିହତ କରିବା ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ନାମଯଜ୍ଞ ପାଳନ ଉପରେ ରୋକ ଲଗାଯାଇଛି। ଏଭଳି ସ୍ଥିତିରେ ଜିଲାର…

ବରଗଡ଼ରେ ନାଇଟ୍‌ କର୍ଫ୍ୟୁ

ବରଗଡ଼ ଅଫିସ୍‌,୫।୪: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଗତ ମାର୍ଚ୍ଚ ପହିଲାରୁ ଏପର୍ଯ୍ୟନ୍ତ ଜିଲାରେ ୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସୋମବାର ରାତି ୧୦ଟାରୁ ବରଗଡ଼…

ମରାମତି ନାମରେ କାଟିଦେଲେ ଶତାଧିକ ଗଛ

ସରଣ୍ଡା,୨୮।୩: ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖାଇରପାଲି ରେଳଲାଇନପଡ଼ା। ଏହି ପଡାରେ ୫୦ ପରିବାରର ରହୁଛନ୍ତି। କାମଧନ୍ଦା କରି ସେମାନେ ଚଳନ୍ତି। ପଡ଼ାବାସୀଙ୍କ ସମ୍ମୁଖରେ ଖାଇରପାଲି-ସରଣ୍ଡା କେନାଲ ଯାଇଛି। ପଡାବାସୀ ଖରାରୁ ରକ୍ଷା ପାଇଁ କେଲାନ ହୁଡାରେ ଶାଗୁଆନ, ଡୁମ୍ବେର,…

କୋଭିଡ୍‌ କଟକଣା ଉଲ୍ଲଂଘନ: ୩୦ ହଜାର ଟଙ୍କା ଗଣିଲା ମନ୍ଦିର କମିଟି

ବରଗଡ଼ ଅଫିସ୍‌,୨୬।୩: ବରଗଡ଼ ଜିଲା ଭଟଲିସ୍ଥିତ ଶ୍ୟାମ ବିହାରୀ ମନ୍ଦିରରେ ଗୁରୁବାର ଫାଲଗୁନ ମେଳା ପାଳନ କରିବା ମନ୍ଦିର କମିଟିକୁ ମହଙ୍ଗା ପଡ଼ିଛି । କୋଭିଡ୍‌ କଟକଣା ଉଲ୍ଲଂଘନ କରିଥିବା ଅଭିଯୋଗରେ ପ୍ରଶାସନ ପକ୍ଷରୁ ମନ୍ଦିର କମିଟିକୁ ୩୦ହଜାର ଟଙ୍କା ଜୋରିମାନା…

କୃଷି ଆଇନକୁ ବିରୋଧ: ଭାରତ ବନ୍ଦକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ

ବରଗଡ଼ ଅଫିସ,୨୬।୩: ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ବାନକ୍ରମେ କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନ ବିରୋଧରେ ଶୁକ୍ରବାର ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଥିବା ବେଳେ ବରଗଡ଼ ଗାନ୍ଧୀଛକ…

ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ ନାହିଁ ଏବଂ ବିନା ପରୀକ୍ଷାରେ ସମ୍ପୃକ୍ତ ଶ୍ରେଣୀର ଛାତ୍ରୀଛାତ୍ର ପରବର୍ତ୍ତୀ…

ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା କଲେ ଲୁଟେରା

ଝାରବନ୍ଧ,୨୫।୩: ବରଗଡ଼ ଜିଲା ଝାରବନ୍ଧ ଥାନା ଅଧୀନ ଅମଠି ଗ୍ରାମରେ ଲୁଟେରାଙ୍କ ଆକ୍ରମଣରେ ଗୁରୁତର ଥିବା ମାଇକ୍ରୋ ଫାଇନାନ୍ସ କର୍ମଚାରୀ ବିଶ୍ୱଜିତ ରାଜହଂସଙ୍କ ବୁଧବାର ମୃତ୍ୟୁ ଘଟିଛି। ଏନେଇ ଝାରବନ୍ଧ ଥାନାରେ ଏକ ହତ୍ୟା ମାମଲା (ନଂ.୩୩/୨୧) ରୁଜୁ ହୋଇଛି ।…

ତହସିଲ ଅଫିସରୁ କର୍ମଚାରୀଙ୍କୁ ତଡିଦେଲେ ଚାଷୀ

ବରଗଡ଼ ଅଫିସ୍‌,୨୫।୩।: ବରଗଡ଼ ଜିଲାରେ ଚାଷୀ ସମସ୍ୟା ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରିକୁ ନେଇ ସରକାରୀ କଳ ପକ୍ଷରୁ କରାଯାଉଥିବା ବିଭିନ୍ନ କଟକଣାକୁ ନେଇ ଚାଷୀକୁଳ ବହୁବିଧ ସମସ୍ୟାରେ ଛନ୍ଦି ହୋଇପଡ଼ିଛନ୍ତି । ଟୋକନ କଟକଣା ଯୋଗୁ ଜିଲାର…

ଖେଳୁ ଖେଳୁ ଚାଳିଗଲା ଶିଶୁକନ୍ୟାର ଜୀବନ

ଝାରବନ୍ଧ,୨୫।୩: ବରଗଡ଼ ଜିଲା ଜଗଦଲପୁର ଥାନା ଧୁମାଭଟା ଗ୍ରାମରେ ଗୁରୁବାର ଏକ ବୋଲେରୋ ଧକ୍କାରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି। ମୃତ ଶିଶୁକନ୍ୟା ହେଲେ ଉକ୍ତ ଗ୍ରାମର ଜିତେନ୍ଦ୍ର ସାହୁଙ୍କ ଝିଅ ଲକି(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

ଚାଷୀ ପଞ୍ଜିକରଣ, ନବୀକରଣ ସମସ୍ୟା: ଜିଲାପାଳ ଅଫିସ ସମ୍ମୁଖରେ ଧାରଣା

ବରଗଡ଼ ଅଫିସ,୨୩।୩: ରବି ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଆରମ୍ଭ ହୋଇଛି। ମାତ୍ର କିଛି ଅବ୍ୟବସ୍ଥା ଯୋଗୁ ଚାଷୀଙ୍କୁ ବହୁବିଧ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏହାର ପ୍ରତିବାଦରେ ମଙ୍ଗଳବାର ବରଗଡ଼ ବ୍ଲକ ତୋରା ପଞ୍ଚାୟତର ଚାଷୀମାନେ ବିକ୍ଷୋଭ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri