ବରଗଡ଼

ଖାତା ବୋଝେଇ ଗାଡ଼ିରେ ନିଶା ସାମଗ୍ରୀ, ୩ ଗିରଫ

ପଦ୍ମପୁର,୧୪।୩(ଡି.ଏନ.ଏ.): ଏକ ଖାତା ବୋଝେଇ ବୋଲେରୋ (ନଂ. ଓଡି୧୭ଭି/୮୬୮୭) ଯୋଗେ କଟକରୁ ବରଗଡ଼କୁ ବ୍ୟାପକ କଫ୍‌ ସିରପ୍‌ ଓ ନିଶା ଇଞ୍ଜେକସନ ଚୋରା ଚାଲାଣ ବେଳେ ପଦ୍ମପୁର ପୋଲିସ ଚଢାଉ କରିଛି। ଚଢାଉ ବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

ଅଙ୍ଗନୱାଡି କର୍ମୀଙ୍କୁ ଢାଲ କରି ସାଇବର ଠକେଇ

ବରଗଡ଼ ଅଫିସ୍‌,୧୪।୩: ବରଗଡ଼ ଜିଲାରେ ଅଙ୍ଗନୱାଡ଼ି କର୍ମୀଙ୍କୁ ଢ଼ାଲ କରି ଜଣେ ହିତାଧିକାରୀଙ୍କଠାରୁ ୪୫୦୦ ଟଙ୍କା ଠକେଇ ହୋଇଛି। ଏ ନେଇ ସୋମବାର ବରଗଡ଼ ବ୍ଲକ ତୋରା ପଞ୍ଚାୟତ ଧାନ ମିଲ୍‌ପଡ଼ା ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ବିଦ୍ୟୁତଲତା ଭୋଇ ସ୍ଥାନୀୟ ଟାଉନ…

ଗୁଳି, ଭୁଜାଲି ମାଡ଼ ମାମଲା: ପୁଣି ଗିରଫ ହେଲେ ୬ ଅଭିଯୁକ୍ତ

ବରଗଡ଼ ଅଫିସ,୧୨।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗୁରୁବାର ସଂଘଟିତ ଗୁଳି ଏବଂ ଭୁଜାଲି ମାଡ଼ ଘଟଣାରେ ପୋଲିସ ଗତ ୧୦ ତାରିଖ ୨ଜଣ ଅଭିଯୁକ୍ତ ପ୍ରମୋଦ ମଲ୍ଲିକ ଏବଂ ବିଷ୍ଣୁ ମହାପାତ୍ରଙ୍କୁ ଗିରଫ କରିଥିଲା। ଏହି ଘଟଣାରେ…

ଓଡ଼ିଶା ଡ୍ରାଇଭର ମହାସଂଘ-ମୋଟର ଚାଳକ ସଂଘ ମୁହାଁମୁହିଁ

ବରଗଡ଼ ଅଫିସ,୧୨ା୩: ଡ୍ରାଇଭରମାନଙ୍କ ସମ୍ମାନ, ସୁରକ୍ଷା ଏବଂ ଅଧିକାର ଦାବି ନେଇ ଓ ଡ୍ରାଇଭର ମହାସଂଘ ଆସନ୍ତା ୧୫ରୁ ରାଜ୍ୟବ୍ୟାପୀ ଧର୍ମଘଟ ଏବଂ ଅଖଚକ ବନ୍ଦ ଡାକରା ଦେଇଛି। ଡ୍ରାଇଭରଙ୍କ ଦାବି ସମୂହକୁ ସରକାର ବାରମ୍ବାର ଅଣଦେଖା କରୁଥିବା ଅଭିଯୋଗ କରି…

ଉପଯୁକ୍ତ ପ୍ରାର୍ଥୀ ଚୟନରେ ଦ୍ୱନ୍ଦ୍ୱ

ସରଣ୍ଡା,୧୨।୩(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଉଭୟ ସରକାରୀ କଳ ଓ ରାଜନୈତିକ ଦଳ ଚଳଚଞ୍ଚଳ ହୋଇପଡିଛନ୍ତି। ମୁକ୍ତ ଓ ଅବାଧ ନିର୍ବାଚନ ପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଚାଲିଛି। ବିଭିନ୍ନ ରାଜନୈତିକ…

ଆହାର କେନ୍ଦ୍ରରେ ଦିଆଯାଉଛି ନିମ୍ନମାନର ଖାଦ୍ୟ, ପ୍ରତିବାଦ କଲେ ମାଡ଼ ମାରୁଛନ୍ତି କର୍ମଚାରୀ

ବରଗଡ଼ ଅଫିସ, ୧୧।୩: କମ୍‌ ଦାମରେ ସୁଷମ ଖାଦ୍ୟ ଯୋଗାଣ ପାଇଁ ସରକାର ଆହାର ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି କ୍ରମରେ ବରଗଡ଼ ସହରରେ ଆହାର କେନ୍ଦ୍ର ଖୋଲାଯାଇଛି। ତେବେ ଏଠାରେ ସୁଷମ ଖାଦ୍ୟ ବଦଳରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ…

ଗୁଳି, ଭୁଜାଲି ମାଡ଼ ଘଟଣା:୨ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୦।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସଷ୍ଟାଣ୍ଡ ନିକଟରେ ଗୁରୁବାର ଘଟିଥିବା ଗୁଳି ଓ ଭୁଜାଲି ମାଡ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ପ୍ରମୋଦ ମଲ୍ଲିକ ଏବଂ ବିଷ୍ଣୁ ମହାପାତ୍ର। ଅନ୍ୟ ଅଭିଯୁକ୍ତମାନେ…

କେନାଲ କୂଳ ଜମିକୁ ମାଡୁନି ପାଣି

ବରଗଡ଼ ଅଫିସ୍‌,୧୦।୩: ଚଳିତ ରବିଧାନ ଫସଲରେ ବରଗଡ଼ ଜିଲା ହୀରାକୁଦ ଜଳସେଚିତ ଅଞ୍ଚଳର ଚାଷୀମାନେ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି। କେନାଲ ବିଭାଗର ଦୂରଦୃଷ୍ଟିହୀନତା ଯୋଗୁ ଏହି ସ୍ଥିତି ଉପୁଜିଛି। ବରଗଡ଼ ମୁଖ୍ୟ କେନାଲର କଟାପାଲି ଏବଂ କମଗାଁ ମଝି ଜିରା…

ବରଗଡ଼ରେ ଗୁଳିମାଡ଼, ଯୁବକ ଗୁରୁତର

ବରଗଡ଼ ଅଫିସ,୯।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗରୁବାର ରାତିରେ ଗୁଳି ଏବଂ ଭୁଜାଲି ମାଡ଼ ହୋଇଛି। ଏଥିରେ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ…

କମୁଛନ୍ତି ମାଟ୍ରିକ୍‌ ପରୀକ୍ଷାର୍ଥୀ

ବରଗଡ଼ ଅଫିସ୍‌,୭।୩: ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା (ଏଚ୍‌ଏସ୍‌ସି) ତଥା ମାଟ୍ରିକ ପରୀକ୍ଷା ଆସନ୍ତା ୧୦ତାରିଖରୁ ଆରମ୍ଭ ହେବ। ଏହା ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ବରଗଡ଼ ଜିଲାରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର…

ଡିଜେ ବଜାଇ ଶତାୟୁଙ୍କ ଅନ୍ତିମ ସତ୍କାର

ବରଗଡ଼ ଅଫିସ୍‌,୫।୩: ଜନ୍ମ ପରେ ଦିନେ ମୃତ୍ୟୁ ନିଶ୍ଚିତ। କିନ୍ତୁ ଶତାୟୁ ସଭିଙ୍କ ଭାଗ୍ୟରେ ନ ଥାଏ । ସେହିପରି ମୃତ୍ୟୁ ପରେ ଶବ ସତ୍କାର କରାଯାଏ। ଗାଁ, ପରିବାରରେ ଗଭୀର ଶୋକ ପ୍ରକାଶ ପାଇଥାଏ । ତେବେ ବରଗଡ଼ ଜିଲା…

‘ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ଓ୍ବେ’

ବରଗଡ଼ ଅଫିସ/ସୋହେଲା,୫ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ସୋହେଲା ଗସ୍ତରେ ଆସି ରବିବାର ବିଜୁ ଏକ୍ସପ୍ରେସ ଓ୍ବେ ଲୋକାର୍ପିତ କରିଛନ୍ତି। ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନରେ ଓଡ଼ିଶାବାସୀଙ୍କ ସେବାରେ ଏହାକୁ ଉତ୍ସର୍ଗୀକୃତ କରି ସେ ଖୁସି ବ୍ୟକ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?