ବରଗଡ଼

ଆଖି ବୁଜିଲେ ପେଟ ବାହାରେ ପାକସ୍ଥଳୀ ଥିବା ଶିଶୁ

ବରଗଡ଼ ଅଫିସ,୨୦।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପେଟ ବାହାରେ ପାକସ୍ଥଳୀ ରହିଥିବା ଅବସ୍ଥାରେ ଜନ୍ମ ନେଇଥିବା ନବଜାତ ଶିଶୁପୁତ୍ରଙ୍କ ଶନିବାର ସକାଳୁ କଟକ ଶିଶୁଭବନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ପରିବାର ଲୋକେ ମୃତ ଶିଶୁପୁତ୍ରକୁ ଧରି…

ଧାନ ଉଠାଣ ଦାବିରେ ତାତିଲେ ଚାଷୀ

ପଦ୍ମପୁର,୨୦।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତି ଯାଇଛି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ…

ନବଜାତ ଶିଶୁର ପେଟ ବାହାରେ ପାକସ୍ଥଳୀ

ବରଗଡ଼ ଅଫିସ,୧୯।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଏକ ଅଦ୍ଭୁତ ଶିଶୁପୁତ୍ର ଜନ୍ମ ନେଇଛି। ଶିଶୁପୁତ୍ରର ପେଟ ବାହାରେ ପାକସ୍ଥଳୀ ରହିଥିବା ଜଣାପଡ଼ିଛି। ଶିଶୁକୁ ପ୍ରଥମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ଏବଂ ପରେ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର…

ଷ୍ଟେଟବ୍ୟାଙ୍କ ଲକରରୁ କିପରି ଗାଏବ ହେଲା ଅଳଙ୍କାର

ବରଗଡ଼ ଅଫିସ୍‌,୧୮।୨: ବରଗଡ଼ ସହରରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖାରୁ ଜଣେ ଗ୍ରାହକଙ୍କ ଲକରରୁ ୩୩ ଲକ୍ଷ ୩୭ ହଜାର ଟଙ୍କାର ସୁନା, ରୂପା ଅଳଙ୍କାର ଗାଏବ ହୋଇଥିଲା। ଏ ନେଇ ବରଗଡ଼ ମହାନ୍ତିପଡ଼ାର ସ୍ନିଗ୍ଧା ତ୍ରିପାଠୀ ବରଗଡ଼ ଟାଉନ ଥାନାରେ…

ଧାନ ନ ଉଠିଲେ ଅଫିସରଙ୍କୁ ଛାଡିବୁ ନାହିଁ

ପଦ୍ମପୁର,୧୮।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ବିତିଯାଇଛି। ଅନ୍ୟପକ୍ଷେ ଧାନବିକ୍ରି ସରି ନ ଥିବାବେଳେ ଜିଲାର ଅନେକ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ସେହିପରି ଖୋଲାଥିବା ଅନ୍ୟ ସମସ୍ତ ମଣ୍ଡିକୁ ବନ୍ଦ କରିବା ପାଇଁ ମଧ୍ୟ ଯୋଗାଣ…

ଶବଦାହ ପାଇଁ ମିଳୁନି କାଠ

ବରଗଡ଼ ଅଫିସ,୧୮।୨- ବରଗଡ ସହରର ଶବଦାହ ପାଇଁ ଏବେ କାଠର ଅଭାବ ଦେଖିବାକୁ ମିଳିଛି । ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଫଳରେ ବରଗଡ଼ରେ ଏକ ସ୍ଥାୟୀ ବିଦ୍ୟୁତ ଶବଦାହ ଚୁହ୍ଲା ଖୋଲିବାକୁ ଆମ ଆଦମୀ ପାର୍ଟି…

ବ୍ୟାଙ୍କ ଲକରରୁ ୩୩ ଲକ୍ଷ ଟଙ୍କାର ଅଳଙ୍କାର ଗାଏବ

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ସହରର ଏକ ବ୍ୟାଙ୍କ ଲକର୍‌ରୁ ଗ୍ରାହକଙ୍କ ୩୩ଲକ୍ଷ ୩୭ହଜାର ଟଙ୍କାର ସୂନା, ରୁପା ଅଳଙ୍କାର ଗାଏବ ହୋଇଯାଇଛି। ଏ ନେଇ ଗ୍ରାହକଙ୍କ ପକ୍ଷରୁ ବୁଧବାର ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗକୁ ଭତ୍ତି…

ବରଯାତ୍ରୀଙ୍କ ଖୁସି ଛଡାଇନେଲା…

ବିଜେପୁର, ୧୭।୨: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସରଣ୍ଡାପାଲି ନିକଟ ରାଞ୍ଜ ନଦୀ ବ୍ରିଜ୍‌ ତଳକୁ ଏକ ବରଯାତ୍ରୀ ଅଟୋ ଖସିପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି । ମୃତକ…

ଦିବସଙ୍କୁ ଗୁଡ୍‌ ସାମାରିଟାନ ପୁରସ୍କାର

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଶିକ୍ଷକ ତଥା ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କୁ ବୁଧବାର ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ମାସର ଉଦ୍‌ଯାପନୀ ସମାରୋହରେ ଗୁଡ୍‌ ସାମାରିଟାନ ଭାବେ ପୁରସ୍କୃତ…

ଅସୁରକ୍ଷିତ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ : ପ୍ଲାଟିନମ ଜୁବୁଲି ଗେଟ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ବଲାଙ୍ଗୀର ଅଫିସ, ୧୭।୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବୁଲି ଗେ୍‌ଟ ଓ ପାଚେରିରେ ଲଗାଯାଇଥିବା ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମାଷ୍ଟର ପ୍ଲାନକୁ ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଭାଙ୍ଗି ଦେଇଛନ୍ତି। ବୁଧବାର ସକାଳେ ବିଶ୍ବବିଦ୍ୟାଳୟକୁ ଛାତ୍ରୀଛାତ୍ରମାନେ ଆସିବା ପରେ ଏହା ଦେଖିବାକୁ…

ପୋଲ ତଳକୁ ଖସିଲା ବରଯାତ୍ରୀ ଅଟୋ: ୨ ମୃତ

ବରଗଡ଼ ଅଫିସ,୧୭।୨: ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍‌ରେ ବୁଧବାର ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ ରୁହୁଣିଆଁକୁ ଫେରୁଥିବା ଏକ ବରଯାତ୍ରୀ ଗାଡ଼ି(ଅଟୋ) ସର୍ଣ୍ଣାପାଲି ପୋଲ ତଳକୁ ଖସି ପଡିବାରୁ ୨…

ଫାସ୍‌ଟାଗ୍‌ ଲାଗୁ ହେଲେ ମଧ୍ୟରାତ୍ରରୁ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୫।୨: ସୋମବାର ମଧ୍ୟରାତିରୁ ସମସ୍ତ ଟୋଲପ୍ଲାଜା (ଟୋଲଗେଟ୍‌)ରେ ଫାସ୍‌ଟାଗ୍‌ ଲଗୁ କରିବାକୁ ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା (ଏନ୍‌ଏଚ୍‌ଆଇ) ନିଷ୍ପତ୍ତି ନେଇଛି । ତେବେ ବରଗଡ଼ ନ୍ୟାଶନାଲ ହାଇୱେ ୟୁଜର୍ସ ସଂଘ ଏନ୍‌ଏଚ୍‌ଏଆଇର ଏଭଳି ନିଷ୍ପତ୍ତିକୁ ବିରୋଧ କରିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri