ଚକାଜାମ କଲେ ଚାଷୀ: ବରଗଡ଼ର ୮ଟି ସ୍ଥାନରେ ଚାଲିଛି ଆନ୍ଦୋଳନ
ବରଗଡ଼ ଅଫିସ,୬।୨: ଅଖିଳ ଭାରତୀୟ କିଷାନ ସଂଘର୍ଷ ସମନ୍ବୟ ସମିତି ଆହ୍ବାନ କ୍ରମେ ଶନିବାର ବରଗଡ଼ ଜିଲାରେ ଏକାଧିକ ଚାଷୀ ସଂଗଠନ ନେତୃତ୍ୱରେ ସ୍ବତଃସ୍ଫୁର୍ତ୍ତଭାବେ ଚାଷୀମାନେ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବି ତଥା…
ବରଗଡ଼ ଜିଲାପାଳ, ଏସ୍ପି ନେଲେ କୋଭିଡ ଟିକା
ବରଗଡ଼ ଅଫିସ,୬।୨: ବରଗଡ଼ ଜିଲାରେ ଶନିବାର କୋଭିଡ ଟିକାକରଣ ଚାଲିଛି। ଜିଲାପାଳଙ୍କ ଅଫିସ ପରିସରରେ ଅନୁଷ୍ଠିତ ଏହି ଟିକାକରଣ କାର୍ଯ୍ୟକ୍ରମରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରଥମେ ଟିକା ନେଇଥିଲେ। ସେହିପରି ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଏସ୍ପି ପଦ୍ମିନୀ…
ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ଗୁପ୍ତ ଏଜେଣ୍ଡା ସରକାର ପ୍ରକାଶ କରନ୍ତୁ: ପ୍ରଦୀପ ପୁରୋହିତ
ବରଗଡ଼ ଅଫିସ,୪।୨: ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ବୁଧବାର ତୋଫାନୀ ଗସ୍ତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର ପରିଦର୍ଶନରେ ଆସିଥିଲେ। ଏହି ଗସ୍ତର କିଛି ଗୁପ୍ତ ଏଜେଣ୍ତା ରହିଛି କି ବୋଲି…
‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’
ବରଗଡ଼ ଅଫିସ୍/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ୫-ଟି ସଚିବ ଭି.କେ.ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣା ବୁଧବାର ବରଗଡ଼…
ବରଗଡ଼ ଗସ୍ତରେ ୫-ଟି ସଚିବ, ମୁଖ୍ୟ ଶାସନ ସଚିବ; ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ପାଇକମାଳ,୩।୨(ଡି.ଏନ୍.ଏ.) : ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ ବୁଧବାର ନୃସିଂହନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ସହିତ ସେ ମନ୍ଦିର ପାଶର୍ବବର୍ତ୍ତୀ ଅଞ୍ଚଳ ବୁଲି ଦେଖିଥିଲେ। ଏମାନଙ୍କ…
ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ପ୍ୟାକ୍ସ ସମ୍ପାଦକ
ବରଗଡ଼ ଅଫିସ,୧।୨: ବରଗଡ଼ ଛିଲାର ୧୦ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ୨୦୧୮-୧୯ ରବି ଧାନ କିଣାବିକାରେ ହୋଇଥିବା ଅନିୟମିତତା ତଥା ରାଜ୍ୟସ୍ତରୀୟ ଏକ ସ୍କ୍ବାଡର ରିପୋର୍ଟ ଆଧାରରେ ସେମାନଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ହୋଇଛି…
ମଣ୍ଡିରୁ ଉଠୁନି ଧାନ, ଅନଶନରେ ବସିଲେ ଜିଲା ପରିଷଦ ଅଧ୍ୟକ୍ଷା
ବରଗଡ଼ ଅଫିସ,୧।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ତିନିମାସ ପୂରିବ। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି…
ରାଇସ୍ ମିଲ୍ କରୁଛି ପ୍ରଦୂଷଣ: ମିଲ୍ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍
ବରଗଡ଼ ଅଫିସ୍,୩୧।୧: ବରଗଡ଼ ଜିଲାରେ ଛତୁ ଫୁଟିଲା ଭଳି ରାଇସ୍ ମିଲ୍ ଗଢ଼ି ଉଠୁଛି। କେତେକ ରାଇସ୍ ମିଲ୍ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଗାଇଡଲାଇନ୍ ମାନୁ ନ ଥିବା ଯୋଗୁ ପ୍ରଦୂଷଣ ବଢ଼ି ଚାଲିଛି। ଅନ୍ୟପଟେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଲୋକଦେଖାଣିଆ…
ପୋଲିଓ ବୁନ୍ଦା ଖାଇଲେ ୧.୭ଲକ୍ଷ ଶିଶୁ
ବରଗଡ଼ ଅଫିସ୍,୩୧।୧: ବରଗଡ଼ ଜିଲାରେ ରବିବାର ପୋଲିଓ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏହାର ଶୁଭାରମ୍ଭ କରିଥିଲେ। ମଙ୍ଗଳବାର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ପ୍ରଥମ ଦିବସରେ ୧ଲକ୍ଷ ୭ହଜାର ୧୦୫ ଜଣଙ୍କୁ (୯୪.୧ ପ୍ରତିଶତ) ପୋଲିଓ…
କୋଭିଡ୍ ପରିଚାଳନାରେ ଓଡ଼ିଶା ପୋଲିସକୁ ପ୍ରଶଂସା
ବରଗଡ଼ ଅଫିସ୍,୩୧।୧: କୋଭିଡ୍ ପରିଚାଳନାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସକୁ ପ୍ରଶଂସା କରିଛି । ରବିବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଜାତୀୟ ମହିଳା କମିଶନର ୨୯ତମ ପ୍ରତିଷ୍ଠା ଦିବସରେ ଅନୁଷ୍ଠିତ ସମାରୋହରେ ଓଡ଼ିଶା ପୋଲିସକୁ ସମ୍ବର୍ଦ୍ଧିତ କରାଯାଇଛି ।…
ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ
ବରଗଡ଼ ଅଫିସ୍,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ସମବାୟ ଉପନିବନ୍ଧକ (ଡିଆର୍ସିଏସ୍)…
ଦେଶ ସୀମା ଜଗିବେ ଭଉଣୀ ଭାଇ
ବରଗଡ଼ ଅଫିସ,୩୧।୧: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଟିହିକିପାଲି ଗ୍ରାମର ରାତ୍ର ବାରିକଙ୍କ ସାନ ଝିଅ ରଶ୍ମିତା ଓ ପୁଅ ପ୍ରଭାତ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ରେ ଯୋଗ ଦେବାକୁ ମନୋନିତ ହୋଇଛନ୍ତି। ସଦ୍ୟ ପ୍ରକାଶିତ ପରୀକ୍ଷାଫଳରେ ଉଭୟ ଏହି…
Archives


