ବରଗଡ଼

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା

ବରଗଡ଼ ଅଫିସ,୨୯।୧: ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଢେଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି।…

ସ୍ବାଧୀନତା ସଂଗ୍ରାମୀଙ୍କୁ ଭେଟିଲେ ପ୍ରଶାସନିକ ଅଧିକାରୀ

ବରଗଡ଼ ଅଫିସ୍‌,୨୬।୧: ଦେଶବ୍ୟାପୀ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳନ କରାଯାଉଛି। ଏହି ଅବସରରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସଂଗ୍ରାମୀ ପୀଠ ପାଣିମୋରା ଗ୍ରାମରୁ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରାଯାଇଥିଲା। ବରଗଡ଼ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୬।୧: ବରଗଡ଼ରେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଜିଲାପାଳ…

ପିଇଓଙ୍କ ସମ୍ପତ୍ତି ୧କୋଟିରୁ ଊର୍ଦ୍ଧ୍ୱ

ବରଗଡ଼ ଅଫିସ୍‌,୨୫।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ଓ କେଶେଇପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ସେଠଙ୍କ…

ଧାନ ବୋଝେଇ ଟ୍ରାକ୍ଟର ରଖି ରାସ୍ତା ଅବରୋଧ କଲେ ବରଗଡ଼ ଚାଷୀ

ପଦ୍ମପୁର,୨୫।୧(ଡି.ଏନ୍‌.ଏ.)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଢେଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡି ଗୁଡିକୁ ବନ୍ଦ କରି…

ଭିଜିଲାନ୍ସ ଜାଲରେ କେଲେଙ୍ଗାପାଲି ପିଇଓ

ବରଗଡ଼ ଅଫିସ,୨୫।୧- ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଙ୍ଗାପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ…

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା ଯୁଗରେ ଆଧୁନିକ ପିଢ଼ି ଏଭଳି ଏକ ଲୋକକଳା ଉପରେ ସେତେ ଅବଗତ ନୁହଁନ୍ତି ।…

କୃଷି ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୩।୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀରେ ଅଖିଳ ଭାରତୀୟ କିସାନ ସଂଘର୍ଷ ସମନ୍ବୟ ସମିତି ନେତୃତ୍ୱରେ ଦୁର୍ବାର ଆନ୍ଦୋଳନ ଚାଲିଛି।…

ଦୁର୍ଘଟଣାରେ ଚାଲିଗଲା ମା’, ଝିଅଙ୍କ ଜୀବନ; ବାପା ଗୁରୁତର

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲା ଭେଡେନ ବ୍ଲକ ବୁର୍ଦ୍ଦା ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ ମୁହାମୁହିଁ ଧକ୍କା ହେବାରୁ ବାଇକ୍‌ରେ ବସିଥିବା ୩ ଜଣଙ୍କ ମଧ୍ୟରୁ ମା, ଝିଅଙ୍କ…

ଆଶାସାଥୀଙ୍କୁ ଉପେକ୍ଷା: ଜିଲାପାଳଙ୍କୁ ହେଲେ ଫେରାଦ

ବରଗଡ଼ ଅଫିସ,୧୯।୧: ଆଶାସାଥୀଙ୍କ ପ୍ରତି ରାଜ୍ୟ ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ବରଗଡ଼ ଜିଲା ଆଶାସାଥୀ ସଂଘ ମଙ୍ଗଳବାର ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ…

ମିଳିନି ବୀମା କ୍ଷତିପୂରଣ: ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଲେ ଚାଷୀ

ବରଗଡ଼ ଅଫିସ,୧୯।୧: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗା ପଞ୍ଚାୟତର ଚାଷୀମାନଙ୍କୁ ଗତ ରବିଋତୁ ଫସଲକ୍ଷତି ବୀମା କ୍ଷତିପୂରଣ ଏପର୍ଯ୍ୟନ୍ତ ମିଳି ପାରି ନାହିଁ। ଏହା ସହିତ ଉକ୍ତ ପଞ୍ଚାୟତର ୪୪ ଜଣ କ୍ଷତିଗ୍ରସ୍ତ ଚାଷୀ ଗତ ୨୦୧୯ ଖରିଫ…

ତୁଟୁନି ବିକ୍ରି ସମସ୍ୟା: ଧାନ ଗଦାକରି ରାସ୍ତା ଅବରୋଧ କଲେ ଚାଷୀ

ପଦ୍ମପୁର,୧୮।୧(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ ଚାଷୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri