ପଦ୍ମପୁରରେ ବିଜେଡି ୧,୭୧୨ ଭୋଟ୍ରେ ଆଗୁଆ
ପଦ୍ମପୁର, ୮।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟଗଣତି ଜାରି ରହିଛି। ଗୁରୁବାର ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡିକୁ ୫,୫୦୧ ଭୋଟ ମିଳିଛି। ସେହିଭଳି ଭାଜପାକୁ ୩,୭୮୯, କଂଗ୍ରେସକୁ…
ପଦ୍ମପୁର ଉପନିର୍ବାଚନ: ଚାଲିଛି ଭୋଟ ଗଣତି
ପଦ୍ମପୁର, ୮।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆର୍ଏମ୍ସି ପରିସର ଭୋଟଗଣତି କେନ୍ଦ୍ରରେ ଏହା ଚାଲିଛି। ୧୪ ଟେବୁଲରେ ଗଣତି ଚାଲିଥିବାବେଳେ ୨୩ ରାଉଣ୍ଡରେ…
ଇଭିଏମ୍ ଅଦଳବଦଳ ଅଭିଯୋଗ: ଗଣତି ପୂର୍ବରୁ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାଜପା
ବରଗଡ଼ ଅଫିସ,୭ା୧୨: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୂର୍ବାହ୍ନ ୮ଟାରୁ ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହେବ। ଏହାର ଅବ୍ୟବହିତ ପୂର୍ବରୁ ମତଦାନ ହୋଇଥିବା କିଛି ଇଭିଏମ୍କୁ ନେଇ ଅଭିଯୋଗ ଉଠିଛି। ୧୧ ବୁଥ୍ରେ ଇଭିଏମ୍ ଅଦଳବଦଳ ହୋଇଥିବା…
ପଦ୍ମପୁର ଉପନିର୍ବାଚନ: ଗୁରୁବାର ଆସିବ ଫଳାଫଳ
ପଦ୍ମପୁର,୭।୧୨(ଡି.ଏନ୍.ଏ.): ପଦ୍ମପୁର ଉପନିର୍ବାଚନର ଫଳାଫଳ ଗୁରୁବାର ଆସିବ। ଏଥିପାଇଁ ଗୁରୁବାର ସକାଳ ୮ଟାରୁ ପଦ୍ମପୁର ଆର୍ଏମ୍ସି ଗୋଦାମରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଅନ୍ୟପଟେ ଫଳାଫଳକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଆଶା…
ଆନ୍ଦୋଳନରେ ଆଗୁଆ, ମତଦାନରେ ପଛୁଆ
ବରଗଡ଼ ଅଫିସ୍,୭।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଶେଷ ହୋଇଛି। ଏହି ନିର୍ବାଚନ ମଣ୍ଡଳୀରେ ଏଥର ରେକର୍ଡ଼ ସଂଖ୍ୟକ ମତଦାନ ହୋଇଛି। ବିଗତ ନିର୍ବାଚନକୁ ଦେଖିଲେ ଏଥର ୮୧.୨୯ ପ୍ରତିଶତ ମତଦାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କେବଳ…
ଝାରବନ୍ଧରେ ସର୍ବାଧିକ
ପଦ୍ମପୁର,୭।୧୨(ଡି.ଏନ.ଏ.): ବର୍ତ୍ତମାନ ସାରା ରାଜ୍ୟର ଆଖି ପଦ୍ମପୁର ଉପନିର୍ବାଚନ ଉପରେ କେନ୍ଦ୍ରୀଭୂତ ହୋଇରହିଛି। ବିଭିନ୍ନ ଦୃଷ୍ଟିରୁ ଏହି ଉପନିର୍ବାଚନ ନିଜର ପୁରୁଣା ରେକର୍ଡ ଭାଙ୍ଗିଛି। ଏଥର ଦୁଇ ନମ୍ବର ଉପନିର୍ବାଚନର ସମ୍ମୁଖୀନ ହୋଇଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀର ଭୋଟର ସର୍ବାଧିକ ୮୧.୨୯…
ସରିଲା ପଦ୍ମପୁର ଉପନିର୍ବାଚନ: ରେକର୍ଡ ୮୧.୨୯ ପ୍ରତିଶତ ମତଦାନ
ବରଗଡ ଅଫିସ, ୬।୧୨: ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ଶେଷ ହୋଇଛି । ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ଏହି ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର…
ଉତ୍ସାହ ବଢ଼ାଇଲା ମତଦାନ ହାର
ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଶେଷ ହୋଇଛି। ଗଲା ୧୦ଦିନ ଧରି ରାଜ୍ୟ ରାଜନୀତିର ଯେଉଁ ମୁଖ୍ୟ ଆଲୋଚନା ଥିଲା, ପଦ୍ମପୁର ଆସନ କାହା ହାତକୁ ଯିବ, ତାହା ଏବେ ଇଭିଏମ୍ ବାକ୍ସରେ ଆବଦ୍ଧ ହୋଇ ରହିଛି।…
ପଦ୍ମପୁର ଉପନିର୍ବାଚନ: ସନ୍ଧ୍ୟା ୬ଟା ସୁଦ୍ଧା ୮୦.୫ ପ୍ରତିଶତ ମତଦାନ
ବରଗଡ ଅଫିସ, ୫।୧୨: ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ୩୧୯ଟି ବୁଥ୍ରେ ଭୋଟ ଗ୍ରହଣ କରାଯାଉଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ୮୦.୫ ପ୍ରତିଶତ ମତଦାନ ହୋଇଥିବା ନେଇ ବରଗଡ ଜିଲାପାଳ ମନୀଷା ବାନାର୍ଜୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ଆଉ…
ପଦ୍ମପୁର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୬୫.୨୮ ପ୍ରତିଶତ ମତଦାନ
ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍ ୩୧୯ଟି ବୁଥ୍ରେ ଭୋଟ୍ ଗ୍ରହଣ ଚାଲିଛି। ତେବେ ଅପରାହ୍ନ ୩ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୬୫.୨୮ ପ୍ରତିଶତ ମତଦାନ ହୋଇଥିବା…
ପଦ୍ମପୁର ଉପନିର୍ବାଚନ: ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ
ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍ ୩୧୯ଟି ବୁଥ୍ରେ ଭୋଟ୍ ଗ୍ରହଣ ଚାଲିଛି। । ତେବେ ଅପରାହ୍ନ ୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୪୬.୯୬ ପ୍ରତିଶତ ମତଦାନ…
ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ
ପାଇକମାଳ,୫ା୧୨(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ତେବେ ଅନ୍ୟମାନଙ୍କ ପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ମାଣ୍ଡୋସିଲ…

