ବରଗଡ଼

ପଦ୍ମପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ

ବରଗଡ଼ ଅଫିସ, ୫।୧୨(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୧୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୨୯.୭୩ ପ୍ରତିଶତ ମତଦାନ…

ମତଦାନ କଲେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ

ପାଇକମାଳ, ୫।୧୧(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ପାଇକମାଳ ଛକସ୍ଥିତ ପ୍ରକଳ୍ପ ପ୍ରାଥମିକ…

ପଦ୍ମପୁର ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ

ବରଗଡ଼ ଅଫିସ, ୫।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୯ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୮.୫ ପ୍ରତିଶତ ମତଦାନ…

ଭୋଟ ଦେଲେ ବର୍ଷା ସିଂ ବରିହା

ପଦ୍ମପୁର,୫।୧୨(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ସକାଳୁ ଆସି ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ରଜାପଡା ସରକାରୀ…

ପଦ୍ମପୁର ଉପନିର୍ବାଚନ: ମତଦାନ ଆରମ୍ଭ

ବରଗଡ଼ ଅଫିସ୍‌/ପଦ୍ମପୁର,୫।୧୨(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ…

ପଦ୍ମପୁର ଉପନିର୍ବାଚନ, ଆଜି ମତଦାନ

ବରଗଡ଼ ଅଫିସ୍‌/ପଦ୍ମପୁର,୫।୧୨(ଡି.ଏନ.ଏ):ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ ଆରମ୍ଭ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର…

ଭାଜପା ପୂର୍ବତନ ବିଧାୟକ ଟଙ୍କା ବାଣ୍ଟୁଥିବା ଅଭିଯୋଗ ଆଣିଲା ବିଜେଡି

ପଦ୍ମପୁର ୪।୧୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଅନ୍ୟ ଜିଲାରୁ ଆସିଥିବା ରାଜନୈତିକ ଅତିଥି, ପ୍ରଚାରକଙ୍କୁ ଶନିବାର ଅପରାହ୍ନ ୪ଟା ସୁଦ୍ଧା ପଦ୍ମପୁର ଅଞ୍ଚଳ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏନେଇ ବହୁ ରାଜନୈତିକ…

ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍‌ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ବରଗଡ଼ ଅଫିସ୍‌/ପଦ୍ମପୁର,୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ…

ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର ଅପରାହ୍ନ ୪ଟାରୁ ପ୍ରଚାର ଶେଷ ହୋଇଛି। ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବରଗଡ଼…

ବରଗଡ଼ ଧନୁଯାତ୍ରା: ଗୋପପୁରରେ ଶୁଭଧ୍ବଜା ସ୍ଥାପିତ

ବରଗଡ ଅଫିସ,୩।୧୨: ବରଗଡ଼ ଧନୁଯାତ୍ରା ପାଇଁ ଗୋପପୁରରେ ଶୁଭଧ୍ୱଜା ସ୍ଥାପିତ ହୋଇଛି। ଶୁକ୍ରବାର ଅପରାହ୍ନ ୩ଟାରେ ଅମ୍ବାପାଲିର ଦେବୀ ମାଁ ସମଲେଶ୍ୱରୀଙ୍କଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବା ପରେ ଏକ ସାଂସ୍କୃତିକ ଶୋଭାଯାତ୍ରା ବାହାରି ଗୋପପୁର ଗାଁର ସମସ୍ତ ଛୋଟବଡ଼ ମନ୍ଦିରରେ…

ପଦ୍ମପୁର ଉପନିର୍ବାଚନ: ଆଜି ପ୍ରଚାର ଶେଷ

ପଦ୍ମପୁର,୩।୧୨(ଡି.ଏନ.ଏ.): ଆସନ୍ତା ୫ ତାରିଖରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନ ପାଇଁ ଶନିବାର ଶେଷ ପ୍ରଚାର ଥିବା ବେଳେ ରାଜନେତା ନିଜ ନିଜ ପ୍ରାର୍ଥୀଙ୍କ ସହ ପ୍ରଚାରକୁ ଜୋରଦାର କରିଛନ୍ତି। ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଚାଷୀଙ୍କୁ ନେଇ ବିଧାନସଭା ଘେରିଲା ଭାଜପା

ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଓଡ଼ିଶାର କୃଷକ ଓ କୃଷି ପ୍ରସଙ୍ଗରେ ଭାଜପାର ୧୫ଦିନ ଧରି ଚାଲିଥିବା ସତ୍ୟାଗ୍ରହ ଶୁକ୍ରବାର ଜୋର୍‌ଦାର ହୋଇଥିଲା। ଚାଷୀ ବିରୋଧୀ ରାଜ୍ୟ ସରକାରଙ୍କ ବିରୋଧରେ ହଜାର ହଜାର ଚାଷୀଙ୍କୁ ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ସମାବେଶ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?