ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣା: ୨ ଜଣଙ୍କୁ ଅଟକ ରଖିଲା ପୋଲିସ
ବରଗଡ଼, ୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ନାବାଳିକା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ୨ ଅଟକଙ୍କୁ ପୋଲିସ ଅଟକ ରଖିଛି। ଗାଏସିଲେଟ ଥାନାରେ ୨ ଜଣଙ୍କୁ ଅଟକ ରଖିଲା ପୋଲିସ। ସଂପର୍କୀୟ ଅଜା ଓ ଜଣେ ଦୋକାନୀଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।...
ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା, ପରିବାର ଲୋକଙ୍କ ବୟାନ ରେକର୍ଡ ବେଳେ ଜଣାପଡିଲା…
ବରଗଡ଼ ,୧୧।୮: ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା ହୋଇଛି। IG ହିମାଂଶୁ ଲାଲ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି। ପାରିବାରିକ କଳହ ଘଟଣାରୁ ଏହା ଘଟିଛି ବୋଲି କହିଛନ୍ତି ହିମାଂଶୁ ଲାଲ। ପୀଡ଼ିତାଙ୍କ...
ଆଖି ବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା, ଏସ୍ପି କହିଲେ…
ବରଗଡ଼,୧୧ା୮(ପ୍ରେମାନନ୍ଦ ଖମାରୀ): ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସ୍ପି ଅଭିଳାଷ. ଜୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଛନ୍ତି ଭାରପ୍ରାପ୍ତ...
ବରଗଡ଼ରେ ପୁଣି ମାଡ଼ିଲା ବୁଲଡୋଜର
ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ସରିବା ପରେ ଗାନ୍ଧିଛକରୁ କେନାଲ ଛକ ରାସ୍ତାପାର୍ଶ୍ୱରୁ ଜବରଦଖଲ ହଟାଯିବା ରବିବାରରୁ...
ବରଗଡ଼ରେ ଆଉ ଏକ ବଳଙ୍ଗା କାଣ୍ଡ: ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ, ଖେଳପଡ଼ିଆରୁ ମିଳିଲା…
ବରଗଡ଼,୧୧ା୮(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଜଣେ ୧୩ ବର୍ଷୀୟା ନାବାଳିକା ଘରଠାରୁ ଅନତିଦୂରରେ ରହିଥିବା...
ବରଗଡ଼ରେ ଅଭିନବ ପ୍ରତିବାଦ: କାର୍ଡବୋର୍ଡ ଧରି ମୁଖ୍ୟ ଡାକ୍ତରଖାନାରେ ପହଞ୍ଚିଲା ଛାତ୍ର କଂଗ୍ରେସ
ବରଗଡ଼, ୧୦।୮(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କୁ କାର୍ଡବୋର୍ଡ (ବୁଢାପଟ୍ଟା)ରେ ଚିକିତ୍ସା ଚର୍ଚ୍ଚାର ବିଷୟ ହୋଇଛି। ଏହାର ପ୍ରତିବାଦରେ ରବିବାର ଜିଲା ଛାତ୍ର କଂଗ୍ରେସର କର୍ମକର୍ତ୍ତା ଏବଂ କର୍ମୀବୃନ୍ଦ କାର୍ଡବୋର୍ଡ ଧରି ଜିଲା ମୁଖ୍ୟ ଡାକ୍ତରଖାନାରେ...
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ଟ୍ୟାଙ୍କର
ଅତାବିରା,୧୦ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ସମ୍ବଲପୁର ୫୩ ନଂ ଜାତୀୟ ରାଜପଥ ଉପରେ ହୁତୁହୁତୁ ହୋଇ ଜଳିଗଲା ଆଲୁମିନିୟମ ବୋଝେଇ ଟ୍ୟାଙ୍କର। ରବିବାର ସକାଳୁ ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ସରଣ୍ଡା ଛକରେ ଏକ ବଡ଼ ଅଘଟଣ ଦେଖିବାକୁ ମିଳିଛି...
କାର୍ଡବୋର୍ଡରେ ଚାଲିଛି ଚିକିତ୍ସା: ଜାଣିନାହାନ୍ତି ସିଡିଏମ୍ଓ, ମନ୍ତ୍ରୀ ବି ନୀରବ, ଫଟୋ-ଭିଡିଓ ଭାଇରାଲ ପରେ…
ବରଗଡ଼,୯ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ସମସ୍ୟା ଅସମାହିତ ହୋଇପଡ଼ିଥିବାବେଳେ ଏଠାରେ ରୋଗୀଙ୍କୁ ମୌଳିକ ସ୍ବାସ୍ଥ୍ୟସେବା ମଧ୍ୟ ମିଳିପାରୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଡାକ୍ତରଖାନାରେ ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ସ୍ଲାବ୍ କିମ୍ବା ପ୍ଲାଷ୍ଟର...
ରକ୍ତ ଭଣ୍ଡାର ଦାବି, ସିଡିଏମ୍ଓଙ୍କୁ ଫେରାଦ
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତ ଭଣ୍ଡାର ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଫଳରେ ରୋଗୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହାକୁ ନେଇ ଅସନ୍ତୋଷ ଲାଗି ରହିଛି। ଶୁକ୍ରବାର ବରଗଡ଼ର...
ବରଗଡ଼ରେ ବଢି ଚାଲିଛି ନିଶା କାରବାର
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢି ଚାଲିଛି ନିଶା କାରବାର। ବେଆଇନ ନିଶା କାରବାର ରୋକିବା ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ପୋଲିସ ଏବଂ ଅବକାରୀ ମଧ୍ୟ ଚିରାଚରିତ ଢଙ୍ଗରେ ବିଭିନ୍ନ ସମୟରେ ଚଢାଉ କରୁଛନ୍ତି। କିନ୍ତୁ ଜିଲାରେ...
ଛିଡ଼ା ହୋଇଥିବା ହାଇଓ୍ବାକୁ ପଛରୁ ପିଟିଲା ବାଇକ୍, ଚାଲିଗଲା ଚାଳକଙ୍କ ଜୀବନ
ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ବରଗଡ ଭଟଲି ରାସ୍ତାର ପିପଲମୁଣ୍ଡା ବୁଲାଣି ନିକଟରେ ବୁଧବାର ରାତି ପ୍ରାୟ ୮ ଟା ୩୦ମିନିଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଚାଳକ ମୃତ୍ୟୁ ବରଣ କରିଛନ୍ତି...
ପେନ୍ସନ୍, ଚାକିରି ସର୍ତ୍ତାବଳୀ ଦାବିରେ ଗର୍ଜିଲା ୬୬୨ ବର୍ଗ କଲେଜ ସଂଘ
ବରଗଡ଼,୬ା୮(ପ୍ରେମାନନ୍ଦ ଖମାରୀ): ପେନ୍ସନ୍ ଓ ଚାକିରି ସର୍ତ୍ତାବଳୀ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ୬୬୨ ବର୍ଗ କଲେଜ ସଂଘ। ବରଗଡ଼ ଜିଲା ୬୬୨ ବର୍ଗ ଅନ୍ତର୍ଗତ ମହାବିଦ୍ୟାଳୟଗୁଡ଼ିକର ଅଧ୍ୟାପକ ଓ କର୍ମଚାରୀମାନେ ବୁଧବାର ସ୍ଥାନୀୟ ବରଗଡ଼ ଗାନ୍ଧୀଛକ ନିକଟରୁ ଏକ ଶୋଭାଯାତ୍ରାରେ...
Archives


