ବରଗଡ଼

ପୋଲିସ ଏସ୍‌ଆଇଙ୍କ ବିରୋଧରେ ବଳାତ୍କାର ମାମଲା

ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍‌ଇନ୍ସପେକ୍ଟର(ଏସ୍‌ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍‌ଆଇ ରବୀନ୍ଦ୍ର ହେମ୍ବ୍ରମ। ପଦ୍ମପୁର ଥାନାରେ କାର୍ଯ୍ୟରତ ଥିବାବେଳେ ସେ ଜଣେ ଯୁବତୀଙ୍କୁ ବଳାତ୍କାର...

ଟୋକନରେ ତ୍ରୁଟି, ଧାନ ବିକ୍ରି ହୋଇପାରୁନି

ବରଗଡ଼ ଅଫିସ୍‌,୧୬ା୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ନାନା ଅବ୍ୟବସ୍ଥା ଯୋଗୁ ଚାଷୀମାନେ ଧାନ ବିକ୍ରି କରି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟୋକନରେ ତ୍ରୁଟି ଏବେ ଚାଷୀଙ୍କ ପାଇଁ...

ସତ୍ୟସାଇ ସେବା ସଙ୍ଗଠନର ସଫେଇ କାର୍ଯ୍ୟକ୍ରମ

ପାଇକମାଳ,୧୩।୫(ଡି.ଏନ.ଏ.): ବରଗଡ ଜିଲା ପାଇକମାଳ ସତ୍ୟସାଇ ସେବା ସଙ୍ଗଠନ ତରଫରୁ ନୃସିଂହନାଥ ପରିସରରେ ସଫେଇ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନ ସଦସ୍ୟମାନେ କପିଳ ମୁନି ଆଶ୍ରମ ପରିସରରେ ସତ୍ୟସାଇଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପୂଜା...

କପଡ଼ା ବଜାର ଉଚ୍ଛେଦକୁ ନେଇ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୦।୫: ବରଗଡ଼ ବ୍ଲକ ଅଧୀନ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ ସମ୍ବଲପୁରୀ କପଡ଼ା ବଜାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ ବଜାର ଉପରେ ନିର୍ଭରଶୀଳ ବୁଣାକାରଙ୍କୁ ନୋଟିସ୍‌ କରିଥିବା ସୂଚନା ମିଳିଛି...

ସଂକୀର୍ତ୍ତନ କଳାକାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୩୨ ଆହତ

ବରଗଡ଼ ଅଫିସ,୮।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ପିପଲମୁଣ୍ଡା ନିକଟରେ ସୋମବାର ସଂକୀର୍ତ୍ତନ କଳାକାରଙ୍କୁ ଧରି ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡିରେ ଥିବା ୩୨ଜଣ କଳାକାର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲା...

ଅନିଶ୍ଚିତତାରେ ରବି ଧାନ ସଂଗ୍ରହ

ପଦ୍ମପୁର,୮।୫(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ରବିଧାନ ସଂଗ୍ରହ କେବେ ହେବ ସେ ନେଇ ପ୍ରଶାସନିକ ସ୍ତରରେ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଧିଷ୍ଟ ତାରିଖ ଘୋଷଣା ହୋଇନାହିଁ। ଫଳରେ ଚାଷୀମାନେ ଧାନ ଅମଳ କରି ମଣ୍ଡିକୁ ଅପେକ୍ଷା କରିରହିଛନ୍ତି। ପଦ୍ମପୁର, ପାଇକମାଳ,...

ମଣ୍ଡି ଖୋଲିଲାନି, ରାସ୍ତା ଉପରେ ଧାନ

ବରଗଡ଼ ଅଫିସ୍‌/ ଭେଡ଼େନ, ୭ା୫: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡି ଗୁଡ଼ିକ ଖୋଲିଥାନ୍ତା ଏବଂ ଧାନ ସଂଗ୍ରହ ଆରମ୍ଭ ହୋଇଥାନ୍ତି। ତେବେ...

ନାବାଳିକାଙ୍କୁ ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ବରଗଡ଼ ଅଫିସ,୫।୫: ୨୦୨୨ ଜୁନ ମାସରେ ବରଗଡ଼ ପୌରାଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଗତ ୧ତାରିଖରେ ଏହି ମାମଲାର ଶୁଣାଣି କରି ବରଗଡ଼ ଅତିରିକ୍ତ ଜିଲା ଜଜ୍‌, ସେସନ ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ...

ମେଡିକାଲ ପାଇଖାନାରେ ଜନ୍ମନେଲେ ଶିଶୁକନ୍ୟା, ଗୁରୁତର ଅବସ୍ଥାରେ ଉଦ୍ଧାର

ବରଗଡ଼ ଅଫିସ,୫ା୫: ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଇଛନ୍ତି। ଗର୍ଭବତୀ, ପ୍ରସୂତି କିମ୍ବା ନବଜାତ ଶିଶୁର ଚିକିତ୍ସାରେ ଆଦୌ ଅବହେଳା ନ କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ମାତ୍ର ଅନେକ...

ରବିଧାନ ସଂଗ୍ରହ ଠିକ୍‌ ଭାବେ କର

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଆସନ୍ତା ମେ’ ୬ରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡିଗୁଡ଼ିକରୁ ପ୍ରଥମେ ଏହା ଚାଲିବ। ତେବେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା...

ନୃସିଂହନାଥ ବୈଶାଖ ମେଳା ପ୍ରସ୍ତୁତି ଶେଷ

ପାଇକମାଳ,୩୦।୪(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପାଇକମାଳର ନୃସିଂହନାଥ ପୀଠରେ ସୋମବାରଠାରୁ ବୈଶାଖ ମେଳା ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ପାଇଁ ନୃସିଂହନାଥ ପୀଠ ଚଳଚଞ୍ଚଳ ହୋଇପଡିଛି...

ରହସ୍ୟରୁ ହଟୁନି ପରଦା

ଭେଡ଼େନ,୨୯।୪(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଋଷୁଡ଼ା ଫାଣ୍ଡି ଅନ୍ତର୍ଗତ ଆଖିଫୁଟା ଗ୍ରାମରେ ଗତ ୧୭ ତାରିଖରେ ସଙ୍ଗଠିତ ଟ୍ରିପଲ ମର୍ଡର ଘଟଣାକୁ ୧୧ଦିନ ବିତିଥିଲେ ମଧ୍ୟ ପୋଲିସ ହାତ ଖାଲି ରହିଛି। ପୋଲିସର ତଦନ୍ତ ମୃତକମାନଙ୍କ ସମ୍ପର୍କୀୟଙ୍କୁ ଥାନାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri