ବରଗଡ଼

ଡୁଙ୍ଗୁରି ଖଣିରେ ଶ୍ରମିକ ଅଶାନ୍ତି

ବରଗଡ଼ ଅଫିସ୍‌,୪।୫: ଏସିସି ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଅଧୀନ ଡୁଙ୍ଗୁରି ଖଣିରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ଲକ୍‌ ଡାଉନ୍‌ ଅବଧିରେ କାର୍ଯ୍ୟ କରିଥିଲେ ସୁଦ୍ଧା ସେମାନଙ୍କୁ ସେମାନଙ୍କ ପାରିଶ୍ରମିକ ଦେଇ ନ ଥିବା ଖଣିର କେତେକ ଶ୍ରମିକ...

ସାଇକେଲରେ ବିହାର ଗଲେ ୧୦ ଶ୍ରମିକ

ବରଗଡ଼ ଅଫିସ୍‌,୨।୫ ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଚିନ୍ତା ବଢ଼ିଯାଇଛି । ରୋଜଗାର ବନ୍ଦ ହୋଇ ପଡ଼ିଥିବାବେଳେ ସେମାନେ ଘରକୁ ଫେରିପାରୁ ନାହାନ୍ତି । ଅନ୍ୟପଟେ ସେମାନେ ଯେଉଁ ସ୍ଥାନରେ ଅଛନ୍ତି ସେଠାରେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି...

୨୧୧ ଅମାନିଆ ଗଣିଲେ ୪୨,୭୦୦ ଟଙ୍କା

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଥିବାବେଳେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି । ମାତ୍ର କେତେକ ସ୍ଥଳେ ଲୋକେ ଏହାକୁ ଉଲ୍ଲଂଘନ...

ଗରିବ, ଅସହାୟଙ୍କୁ ମାସ୍କ

ବରଗଡ଼ ଅଫିସ୍‌,୨।୫: ଭାରତ ସ୍କାଉଟ୍‌ ଆଣ୍ଡ୍‌ ଗାଇଡ୍‌ର ବରଗଡ଼ ଶାଖା ଗରିବ, ଅସହାୟଙ୍କୁ ମାସ୍କ ବାଣ୍ଟିଛି । ଭାଗୀରଥି ମହାରଣାଙ୍କ ତତ୍ତ୍ବାବଧାନରେ ସ୍ଥାନୀୟ ଗାନ୍ଧୀଛକ, କଚେରୀ ଛକ, ଭଟଲି ରୋଡ୍‌ ଛକ, ରାଣାପ୍ରତାପ ସ୍କୁଲ ସମ୍ମୁଖ ଆଦି ସ୍ଥାନରେ ୨ହଜାର...

ଅଭାବ ଦୂର କଲା ୩୨ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ଶନିବାର ବରଗଡ଼ର...

ବରଗଡ଼ର ୩୫ ଶ୍ରମିକଙ୍କୁ ପଞ୍ଚାୟତ ଅଫିସରେ ଆଶ୍ରୟ ଦେଲା ପୁରୀ ଜିଲା ପ୍ରଶାସନ

ବରଗଡ଼ ଅଫିସ୍‌,୨।୫: ପୁରୀ ଜିଲା କୋଣାର୍କ ନିକଟ ଅଚ୍ୟୁତପୁରରେ ଇଟାଭାଟିରେ କାମ କରୁଥିବା କେତେକ ଶ୍ରମିକଙ୍କୁ ସେଠାକାର ଜିଲା ପ୍ରଶାସନ ସହଯୋଗ କରିଛି। ଏହି ଶ୍ରମିକମାନଙ୍କ ଘର ପଶ୍ଚିମ ଓଡ଼ିଶାର ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁରେ। ଏହି...

ଟ୍ରକ୍‌ ଚାଳକ, ଅସହାୟଙ୍କୁ ରନ୍ଧା ଖାଦ୍ୟ ଦେବାବେଳେ ପୋଲିସ ବାବୁ ଦୁର୍ବ୍ୟବହାର କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର ସଭ୍ୟମାନେ ସ୍ଥାନୀୟ ବିକାଶ ଛକରେ ଅସହାୟ, ଟ୍ରକ୍‌ ଚାଳକମାନଙ୍କୁ ରନ୍ଧାଖାଦ୍ୟ ବିତରଣ କରୁଥିବାବେଳେ ଶୁକ୍ରବାର ଜଣେ ପୋଲିସ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ...

ରକ୍ତ ଭଣ୍ଡାରର ଅଭାବ ଦୂର କରିବାରେ ସାହାଯ୍ୟ କଲା ୨୭ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୧।୫: ଲକ୍‌ ଡାଉନ୍‌ ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି । ଏହି କ୍ରମରେ ବରଗଡ଼ ଜିଲା ଭାଜପା ପକ୍ଷରୁ ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଶିବିରରେ ୨୭ୟୁନିଟ୍‌...

ରାଜସ୍ଥାନରୁ ବସ୍‌ରେ ଫେରୁଛନ୍ତି ଛାତ୍ରୀଛାତ୍ର

ବରଗଡ଼ ଅଫିସ୍‌,୧।୫: ରାଜସ୍ଥାନର କୋଟା ଅନ୍ତର୍ଗତ ଆଲେନ୍‌ ଇନଷ୍ଟିଚ୍ୟୁଟ୍‌ର ଛାତ୍ରୀଛାତ୍ର ଶୁକ୍ରବାର ସ୍ବତନ୍ତ୍ର ବସ୍‌ ଯୋଗେ ବରଗଡ଼ ଅଭିମୁଖେ ବାହାରିଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ୧୯ ଏବଂ ଝାରସୁଗୁଡ଼ା ଜିଲାର ୬ ଛାତ୍ରୀଛାତ୍ର ଅଛନ୍ତି । ବରଗଡ଼...

ଶ୍ରମିକ ଦିବସରେ ରକ୍ତଦାନ କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ଓଶ୍ରୁ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି । ଏହି ଅବସରରେ ଓଶ୍ରୁ ଭବନରେ ବରିଷ୍ଠ ସଭ୍ୟ ଶରତ କୁମାର ବେହେରା ଝଣ୍ଡା ଉତ୍ତୋଳନ କରିଥିବାବେଳେ ଦିବଂଗତ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ...

ଧାନ ଅମଳରେ ପଞ୍ଜୀକୃତ ଶ୍ରମିକଙ୍କୁ ନିୟୋଜନ ଦାବିକଲା ଚାଷୀ ସଂଗଠନ

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଧାନ ଅମଳ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ଧାନ ଅମଳରେ କୃଷି ଶ୍ରମିକଙ୍କ ଅଭାବ ପରିଲକ୍ଷିତ ହୋଇଛି । ଏଥିପାଇଁ ଚାଷୀ ଧାନ ଅମଳ କରି ନ...

ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ

ବରଗଡ଼ ଅଫିସ୍‌,୧।୫- ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି । ସେ ବର୍ତ୍ତମାନ କଟକ ଏସ୍‌ସିବି ମେଡ଼ିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri