ବରଗଡ଼

ବରଗଡ଼ରେ ଥମୁନି କରୋନା: ଆଜି ୯୯ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୦, ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୧, ବରଗଡ଼ ବ୍ଲକର…

ବରଗଡ଼ରେ ୯୨ ନୂଆ ପଜିଟିଭ୍‌, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧୧ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ ମହିଳା ଓ ୫୫ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ…

ବରଗଡ଼ରୁ ୯୫ ନୂଆ କରୋନା ପଜିଟିଭ୍‌: ରହିଛନ୍ତି ୩ ଶିଶୁ

ବରଗଡ଼ ଅଫିସ,୧୦।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶନିବାର ଜିଲାରେ ପୁଣି ୯୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୧ଜଣ ମହିଳା ଓ ୭୪ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ ଆକ୍ରାନ୍ତ…

ବରଗଡ଼ରେ କମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୬ ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ,୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନି। ଶୁକ୍ରବାର ଜିଲାରେ ପୁଣି ୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ସର୍ବାଧିକ ୧୪ଜଣ ରହିଥିବା ବେଳେ ଭେଡେନ ବ୍ଲକର ୧୨,…

ବରଗଡ଼ରେ ଆଜି ୯୩ ନୂଆ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୦୭୮ରେ ପହଞ୍ଚିଲା

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ପୁଣି ୯୩ ଜଣ ନୂଆ ଆକ୍ରାନ୍ତ ଜିଲାରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୨୦ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର…

ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ…

ପରଲୋକରେ ଅତାବିରା ବ୍ଲକ ବିଜେଡି ସଭାପତି

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲା ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ଆକସ୍ମିକ ବିୟୋଗରେ ଅତାବିରା ନିିର୍ବାଚନ ମଣ୍ଡଳୀ ସମେତ ସମଗ୍ର ବରଗଡ଼ ଜିଲା ସ୍ତବ୍ଧ ହୋଇପଡ଼ଛି। ଉଚ୍ଚଶିକ୍ଷା ଲାଭ…

ଧରିତ୍ରୀ ଖବର ଦେଖି ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସାମାଜିକ କର୍ମୀ

ବରଗଡ ଅଫିସ,୬।୧୦- ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ରାଇଶୋଭା ଗ୍ରାମର ମଙ୍ଗଳୁ ଭରାସାଗରଙ୍କ ସାଢେ ୪ମାସର ଶିଶୁପୁତ୍ର ସରୋଜଙ୍କ ଅଣ୍ଟାରେ ଜନ୍ମରୁ ଏକ ମାଂସ ପିଣ୍ଡୁଳା ବଢି ଚାଲିଛି। ମାଂସ ପିଣ୍ଡୁଳାଟି ଯେଭଳି ବଢୁଛି, ଶିଶୁପୁତ୍ରର ଯନ୍ତ୍ରଣା ମଧ୍ୟ ସେଭଳି…

ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା

ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର…

ଘରୋଇକରଣର ପ୍ରତିବାଦ: କଳାବ୍ୟାଜ ପିନ୍ଧିଲେ ବିଦ୍ୟୁତ୍‌ କର୍ମଚାରୀ

ବରଗଡ଼ ଅଫିସ,୫।୧୦: ରାଜ୍ୟର ବିଦ୍ୟୁତ ବିତରଣ ସଂସ୍ଥାଗୁଡିକୁ ଘରୋଇକରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ବିରୋଧ ବଢିବାରେ ଲାଗିଛି। ସୋମବାର ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ, କର୍ମଚାରୀ ଏକତା ମଞ୍ଚ, ବରଗଡ଼ ଜିଲାର ସମସ୍ତ କର୍ମକର୍ତ୍ତା,…

ପ୍ଲାଜମା ଦାନ କଲେ ୨ ଟୋଲପ୍ଲାଜା କର୍ମଚାରୀ

ବରଗଡ଼ ଅଫିସ, ୫।୧୦: ବରଗଡ଼-ସମ୍ବଲପୁର ରାସ୍ତାର ବରାହଗୋଡା ଟୋଲପ୍ଲାଜା (ଟୋଲ୍‌ଗେଟ)ର ୨କର୍ମଚାରୀ ଶୁଭମ ଦେ(୨୮) ଏବଂ ଅଭିଜିତ୍‌ଦାଶ(୨୭) ସୋମବାର ଭୀମସାର, ବୁର୍ଲା ଯାଇ ପ୍ଲାଜମା ଦାନ କରିଛନ୍ତି। ଏକ ମାସ ପୂର୍ବରୁ ଉଭୟେ କରୋନା (କୋଭିଡ-୧୯)ସଂକ୍ରମିତ ହୋଇଥିଲେ। ଚିକିତ୍ସା ପରେ ସେମାନେ…

ବରଗଡରେ ୧୪୮ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୬୯୧୭ରେ ପହଞ୍ଚିଲା

ବରଗଡ ଅଫିସ,୫।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୪୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ ପୌରାଞ୍ଚଳର ସର୍ବାଧିକ ୨୬ ଜଣ ରହିଛନ୍ତି। ସେହିପରି ଭେଡେନ ବ୍ଲକର ୮, ବରଗଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri