ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ
ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ ୧୨ଟି ବାଇକ୍, ନଗଦ ୧୫ ହଜାର ୮୧୦ ଟଙ୍କା ଜବତ କରିଛି। ଏହା ସହିତ…
ବରଗଡ଼ରେ ୧୩୭ ନୂଆ କରୋନା ପଜିଟିଭ୍: ଭେଡେନ୍ରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ
ବରଗଡ଼ ଅଫିସ,୨୮।୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଭେଡେନ୍ ବ୍ଲକର ସର୍ବାଧିକ ୩୨ ଜଣ ରହିଛନ୍ତି । ସେହିପରି ବରଗଡ଼…
ବରଗଡ଼ରେ ପୁଣି ୧୫୪ ଜଣଙ୍କୁ କରୋନା, ଆକ୍ରାନ୍ତଙ୍କ ସଂଖ୍ୟା ୬ହଜାର ଟପିଲା
ବରଗଡ଼ ଅଫିସ,୨୭।୯: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଗତ କିଛିଦିନ ହେଲା, ପ୍ରତିଦିନ ଶହେରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ଏବଂ ଏହା ଜିଲାବାସୀଙ୍କ ପାଇଁ ଚିନ୍ତାଜନକ ହୋଇ ପଡିଛି। ରବିବାର ଜିଲାରେ ୧୫୪…
ବରଗଡ଼ରେ ପୁଣି ୧୦୬ ଜଣଙ୍କୁ କରୋନା: ସଂକ୍ରମଣ ଅଣାୟତ୍ତ
ବରଗଡ଼ ଅଫିସ,୨୬।୯: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଗତ କିଛିଦିନ ହେଲା, ପ୍ରତିଦିନ ଶହେରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ଏବଂ ଏହା ଜିଲାବାସୀଙ୍କ ପାଇଁ ଚିନ୍ତାଜନକ ହୋଇ ପଡିଛି। ଶନିବାର ଜିଲାରେ ୧୦୬…
କରୋନା ଟିକା ପ୍ରସ୍ତୁତ କରିଥିବା ଦାବିକଲେ ଯୁବକ: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଖୋଳତାଡ଼ ଆରମ୍ଭ
ବରଗଡ଼ ଅଫିସ,୨୬।୯: ବିଶ୍ୱରେ କରୋନା(କୋଭିଡ-୧୯) ସଂକ୍ରମଣ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ କିମ୍ବା ଭ୍ୟାକସିନ୍ ବାହାରି ପାରି ନାହିଁ। ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ( ଡବ୍ଲୁଏଚ୍ଓ) ତଥା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିନରାତି…
ମୋଦି, ନବୀନଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ
ବରଗଡ଼ ଅଫିସ,୨୫ା୯: କୃଷି ବିଲ୍କୁ ବରଗଡ଼ ଜିଲାର ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଏହି କ୍ରମରେ ଶୁକ୍ରବାର ଚାଷୀମାନେ ରାସ୍ତାକୁ ଓହ୍ଲାଇ ଥିବାବେଳେ ଚାଷୀ ମାରଣ ନୀତିରେ ଉଭୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ…
କୃଷି ବିଲ୍କୁ ବିରୋଧ: ବରଗଡ଼ରେ ରାସ୍ତାକୁ ଓହ୍ଲାଇଲେ ଚାଷୀ
ବରଗଡ଼ ଅଫିସ,୨୫ା୯: କୃଷି ବିଲ୍କୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ବିରୋଧର ତାତି ବଢ଼ି ଚାଲିଛି। ଶୁକ୍ରବାର ଜିଲାର ଚାଷୀ ପ୍ରତିନିଧିମାନେ ସଂଗଠିତ ହୋଇ ବରଗଡ଼ ଗାନ୍ଧୀଛକରେ ରାସ୍ତାକୁ ଓହ୍ଲାଇଛନ୍ତି। କୃଷି ବିଲ୍ ଦ୍ବାରା…
ଖାଲିପଡ଼ିଛି ମଙ୍ଗାଶାଳ
ବରଗଡ଼ ଅଫିସ୍, ୨୫ା୯: ସମ୍ବଲପୁରୀ ବସ୍ତ୍ର ତିଆରି ପାଇଁ ବରଗଡ଼ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଦେଶ ତଥା ଦେଶ ବାହାରେ ଏଠାରେ ପ୍ରସ୍ତୁତ ସମ୍ବଲପୁରୀ ଶାଢ଼ିଠାରୁ ଆରମ୍ଭ କରି ଅନ୍ୟ ପୋଷାକ, ପରିଚ୍ଛଦର ଚାହିଦା ମଧ୍ୟ ଅଧିକ ।…
ରୋଗପୋକ ଉପଦ୍ରବରେ ଉଜୁଡ଼ିଲା ଧାନଫସଲ, ଚିନ୍ତାରେ ବରଗଡ଼ ଜିଲାର ଚାଷୀ
ବରଗଡ଼ ଅଫିସ,୨୪।୯- ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲା ଚାଷୀଙ୍କ ପିଛା ଛାଡୁ ନାହିଁ ସମସ୍ୟା। ଏବେ ଧାନ ଫସଲରେ ନାନା ରୋଗପୋକର ଉପଦ୍ରବ ଜିଲାର ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। ଜିଲାର ଲହଣ୍ଡା, କଲାପାଣି ସମେତ ବିଭିନ୍ନ ଅଞ୍ଚଳର ଅଧିକାଂଶ…
ବରଗଡ଼ରେ ପୁଣି ୧୨୧ ନୂଆ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୦ ଟପିଲା
ବରଗଡ଼ ଅଫିସ,୨୩ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୧୨୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ବ୍ଲକର ୧୬, ପୌରାଞ୍ଚଳର ୩୬, ଅତାବିରା ବ୍ଲକର ୧୩, ଭେଡେନ ବ୍ଲକର…
କୋଭିଡ ମୁକାବିଲା : ଇନ୍ଦ୍ରମଣି ତ୍ରିପାଠୀ ବରଗଡ଼ ନୋଡାଲ ଅଫିସର ଭାବେ ନିଯୁକ୍ତ
ବରଗଡ଼ ଅଫିସ,୨୩।୯: ବରଗଡ଼ ଜିଲାରେ କରୋନା (କୋଭିଡ୍-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ଅତିରିକ୍ତ ସଚିବ (ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ) ଇନ୍ଦ୍ରମଣି ତ୍ରିପାଠୀ ଜିଲାର ନୋଡାଲ ଅଫିସର ଭାବେ ନିଯୁକ୍ତ ହୋଇଛନ୍ତି। ସେ ପୂର୍ବରୁ ବରଗଡ଼ ଜିଲାପାଳ ଭାବେ…
ମିଳିନି କ୍ଷତିପୂରଣ, ଉପଜିଲାପାଳ ଅଫିସ ଘେରିଲେ ଚାଷୀ
ବରଗଡ ଅଫିସ,୨୩।୯- ଚଳିତ ଖରିଫ ଚାଷ ପ୍ରାୟ ଅଧେ ସରିଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକର ଲଖମରା, ଭେଙ୍ଗରାଜପୁର, ବାଦିକଟା ପଞ୍ଚାୟତ ସମେତ ଆଖପାଖ ବିଭିନ୍ନ ଅଞ୍ଚଳର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ୨୦୧୯ ଖରିଫ ଫସଲ…
Archives


