ବରଗଡ଼

ଜୋର୍‌ ଧରିଲା ଧାନ ଅମଳ, ବସିନି ସଂଗ୍ରହ କମିଟି ବୈଠକ

ବରଗଡ଼,୧୧।୧୧(ପ୍ରେମାନନ୍ଦ ଖମାରୀ): ସର୍ବାଧିକ ଧାନ ଅମଳ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। କିନ୍ତୁ ଧାନ ଅମଳ କରୁଥିବା ଜିଲାର ଚାଷୀଙ୍କ ଦୁଃଖ ଅସମାହିତ ରହି ଯାଇଛି। ଧାନ ସଂଗ୍ରହରେ କେବଳ ଅଭାବିବିକ୍ରି ନୁହେଁ, ଧାନ କିଣାବିକା ସମୟରେ ହଟହଟା…

ରାସ୍ତାକାମ ଆରମ୍ଭରୁ ଶାସକ-ବିରୋଧୀଙ୍କ ବାକ୍‌ଯୁଦ୍ଧ: ଶ୍ରେୟ ନେବାକୁ ଟଣାଓଟଣରା

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼-ସମ୍ବଲପୁର ରାସ୍ତାର ଅତାବିରା ବ୍ଲକ ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପରୁ ଭାୟା ପପଙ୍ଗା ଦେଇ ବାଘପାଲିକୁ ସଂଯୋଗ କରୁଥିବା ରାସ୍ତା ଅଞ୍ଚଳବାସୀଙ୍କ ଜୀବନରେଖା। ୫୩ ନମ୍ବର ଜାତୀୟ ରାଜପଥରୁ ବାହାରିଥିବା ଏହି ରାସ୍ତା ଉପରେ ଅଞ୍ଚଳ ଛାତ୍ରୀଛାତ୍ର, କୃଷକ ଏବଂ ସାଧାରଣ ଲୋକେ…

ଚାଲିଥିଲା ବ୍ରାଉନ ସୁଗାର କାରବାର, ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସୋମବାର ବ୍ରାଉନ ସୁଗାର କାରବାର ଅଭିଯୋଗରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ୱାର୍ଡ଼ ନଂ- ୧୪ ସୁବାସ ନଗର ନିବାସୀ ମହମ୍ମଦ ଅନୱାର(୨୭),…

ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…

ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫) ଓ ରିଙ୍କୁ ବର୍ଗେ (୨୫) ଜାଲରେ ଛନ୍ଦି ହୋଇ ପାଣିରେ ବୁଡ଼ି ଯିବାରୁ…

ମାଛ ମାରିବାକୁ ଯାଇ ଆଉ ଫେରିଲେନି….

ଅତାବିରା,୭।୧୧(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗା(ଗମ୍ଭାଟିକ୍ରା) ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ମାଛ ମାରିବାକୁ ଯାଇଥିବାବେଳେ ପୋଖରୀରେ ବୁଡ଼ି ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ରମେଶ ମହାକୁର(୫୫) ଏବଂ…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏହା ସହିତ ଏକ ଅଟୋ (ନଂ-ଓଡି୧୭ଏସ୍ ୫୨୨୭) ସହିତ ଜଣେ…

ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ: କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଏମପି ପ୍ରଦୀପ ପୁରୋହିତ

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଧାନ ଉଠାଣ ଓ ମିଲର୍ସଙ୍କ ଦ୍ୱାରା କଷ୍ଟମ ମିଲ୍ଡ ରାଇସ୍ (ସିଏମଆର) ଜମାରେ ହେଉଥିବା ବିଳମ୍ବକୁ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ…

ଖତଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର, କୋଳକୁ ନେଲେ ନିଃସନ୍ତାନ ଦମ୍ପତ୍ତି: ଆଉ ତା’ପରେ ଘଟିଲା…

ଭେଡେନ,୪।୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରିଡ଼ା ପଞ୍ଚାୟତ ଅନ୍ତର୍ଗତ ଝରାପାଲି ଗ୍ରାମର ଶେଷ ମୁଣ୍ଡରେ ଥିବା ଏକ ଖତଗଦାରୁ ମଙ୍ଗଳବାର ଭୋରରେ ନବଜାତ ଶିଶୁପୁତ୍ର ଉଦ୍ଧାର ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଖତଗଦାରୁ ଶିଶୁପୁତ୍ର…

ଗାଁ ପାଖରେ ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ: ବନ ବିଭାଗର ତଦନ୍ତ ଜାରି

ବରଗଡ଼,୪।୧୧(ପ୍ରେମାନନ୍ଦ ଖମାରୀ): ବାରପାହାଡ ପାଦଦେଶ ନିକଟ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କଣ୍ଡପଲା ପଞ୍ଚାୟତ ରମ୍ପେଲା ଗ୍ରାମ ପାଖରେ ଏକ ବାଘ ବୁଲୁଥିବା ନେଇ ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଗ୍ରାମବାସୀ ଗାଁ ପାଖରେ ବାଘ ପାଦଚିହ୍ନ ଦେଖି ଆତଙ୍କିତ ହୋଇ ପଡିଛନ୍ତି।…

ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ଖବର ପାଇବା ପରେ ଚାଇଲ୍ଡ ଲାଇନର ଏକ ଟିମ୍‌ ନବଜାତ ଶିଶୁକନ୍ୟାକୁ…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଅତାବିରା ଓଡ଼ିଶା…

ବାତ୍ୟାରେ ଉଜୁଡିଗଲା ମକା ଫସଲ

ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବାତ୍ୟାରେ ଜିଲାରେ ହୋଇଥିବା ମକାଚାଷ ସମ୍ପୂର୍ଣ୍ଣ ଉଜୁଡି ଯାଇଛି। ଫଳରେ ଚାଷୀଙ୍କ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?