ଗାଡ଼ିପାସ୍ କାମ ଦେଲାନି, ବାଲେଶ୍ୱର ଫେରିଗଲେ ୨ଜଣ
ବରଗଡ଼ ଅଫିସ୍/ଅତାବିରା, ୨୦ା୪: ବରଗଡ଼ ଜିଲା ଅତାବିରା ବ୍ଲକ ଦୁଲମପୁରରୁ ଆନ୍ଧ୍ରପ୍ରଦେଶକୁ ଯିବା ପାଇଁ ଦିଆଯାଇଥିବା ଗାଡ଼ିପାସ୍ରେ ଲକ୍ ଡାଉନ କଟକଣା ଉଲ୍ଲଂଘନ ଘଟଣାକୁ ନେଇ ଚର୍ଚ୍ଚା ଥମିନାହିଁ । ଅନ୍ୟପକ୍ଷେ ଗାଡ଼ିପାସ୍ କାମ ନ ଦେବାରୁ ରବିବାର ବରଗଡ଼...
ଲକ୍ ଡାଉନ୍ ବେଳେ ଦେଶୀ ମଦ ଜବତ: ୧୧ ଗିରଫ
ପାଇକମାଲ, ୧୯।୪ (ଡି.ଏନ.ଏ.)- ପାଇକମାଲ ପୋଲିସ ୩ଟି ସ୍ଥାନରୁ ଚଢ଼ାଉ କରି ୧୭୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି । ଏହି ଘଟଣାରେ ୧୧ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପାଇକମାଲ ଥାନା ନିଲାଥର ଗ୍ରାମର...
୪୩୦ କି.ମି.ଚାଲି ପାଇକମାଳରେ ପହଞ୍ଚିଲେ ୨୦ ଶ୍ରମିକଙ୍କ ପରିବାର
ପାଇକମାଲ, ୧୯।୪ (ଡି.ଏନ.ଏ.)-ଗଞ୍ଜାମ ଜିଲା ଆସିକାର ଏକ ଇଟାଭାଟିରେ କାମ କରୁଥିବା ୨୦ ଦାଦନ ଶ୍ରମିକଙ୍କ ପରିବାରର ମୋଟ ୨୮ ସଦସ୍ୟ ଶନିବାର ପାଇକମାଲ ବ୍ଲକ କାଂସଡା ପଞ୍ଚାୟତରେ ପହଞ୍ଚିଛନ୍ତି । ଲକ୍ ଡାଉନ କଟକଣା ସତ୍ତ୍ବେ ସେମାନେ ୪୩୦...
ଖବର ପ୍ରକାଶ ପରେ ଚେତିଲା ପ୍ରଶାସନ
ବିଜେପୁର,୧୯।୪(ଡି.ଏନ.ଏ.)-ବରଗଡ ଜିଲା ବିଜେପୁର ବ୍ଲକ ଚାରପାଲି ପଞ୍ଚାୟତରେ ଲକ୍ ଡାଉନ ବେଳେ ନିରାଶ୍ରିତଙ୍କୁ ରନ୍ଧା ଖାଦ୍ୟ ନ ମିଳିବା ଘଟଣାର ରବିବାର ପ୍ରଶାସନିକ ତଦନ୍ତ ହୋଇଛି । ବିଡିଓ ପଦ୍ମନାଭ ସାମନ୍ତରାୟ ଚାରପାଲିକୁ ଯାଇ ଏହାର ତଦନ୍ତ କରିଥିଲେ। ସ୍ଥାନୀୟ...
କରୋନା ମୁକାବିଲା ସ୍ଥିତି ପରଖିଲେ ଜିଲାପାଳ
ବରଗଡ଼ ଅଫିସ୍,୧୯।୪: ଘାତକ କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣ ସଭିଁଙ୍କ ଚିିନ୍ତା ବଢ଼ାଇ ଦେଇଛି । ଏଥିପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁହୋଇ ଥିବାବେଳେ ସଚେତନତା, ସତର୍କତା ଏବଂ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ତେବେ ଏଭଳି ସ୍ଥଳେ...
ଅସହାୟଙ୍କ ଦେବଦୂତ ସାଜିଲେ ଦୁଇବନ୍ଧୁ
ବରଗଡ଼ ଅଫିସ୍,୧୯।୪-କରୋନା ବିପର୍ଯ୍ୟୟ ସମୟରେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲସ୍ତଲା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବୈଲୋଚନ ପ୍ରଧାନ ଏବଂ ଜୀବନ ବୀମା ନିଗମ(ଏଲଆଇସି)ରେ କାମ କରୁଥିବା ତାଙ୍କ ଜଣେ ବନ୍ଧୁ ଶେଷଦେବ ଗିରି ଅସହାୟଙ୍କୁ ସହଯୋଗର ହାତ...
କୋଭିଡ୍ ଯୋଦ୍ଧାଙ୍କୁ ସାଧୁବାଦ
ବିଜେପୁର,୧୯ା୪(ଡି.ଏନ୍.ଏ.): କୋଭିଡ୍-୧୯କୁ ପ୍ରତିହତ କରିବାକୁ ଡାକ୍ତର, ନର୍ସ, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ ନିଜ ଜୀବନକୁ ବାଜି ଲଗାଇ ଦିନରାତି କର୍ମ ସଂପାଦନ କରୁଛନ୍ତି। ତେଣୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ କ୍ରମେ ବରଗଡ଼ ଜିଲା ବିଜେପୁର ଭାଜପା ପକ୍ଷରୁ ରବିବାର ସଂପୃକ୍ତ...
ସାନିଟାଇଜର ମେଶିନ ତିଆରି କଲେ ଯୁବ ଇଞ୍ଜିନିୟର
ବରଗଡ଼ ଅଫିସ୍,୧୯।୪: ଲକ୍ ଡାଉନ ସମୟରେ ଘରେ ବସି ନିଜର ଇଚ୍ଛାଶକ୍ତି, ପ୍ରୟାସରେ ଏକ ସାନିଟାଇଜର୍ ମେଶିନ ତିଆରି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ବରଗଡ଼ ଜିଲା କଲାପାଣି ଗ୍ରାମର ଚାଷୀ ତଥା ଯୁବ ଇଞ୍ଜିନିୟର ସିଏଚ୍. କଲ୍ୟାଣ...
ଏକକାଳୀନ ପରିବାରର ୬ଜଣ କଲେ ରକ୍ତଦାନ
ବରଗଡ଼ ଅଫିସ୍,୧୯।୪- ଘାତକ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ୍ କଟକଣା ଲାଗୁ କରାଯାଇଛି। ଏଭଳି ସ୍ଥଳେ ରକ୍ତ ଭଣ୍ଡାରଗୁଡ଼ିକରେ ରକ୍ତାଭାବ ଦେଖାଯାଇଛି। ଏହା ଜାଣିବା ପରେ ବରଗଡ଼ ଟ୍ରଷ୍ଟଫଣ୍ଡ୍ କଲେଜ ଗଳିର ହୁସେନ ମଞ୍ଜିଲରେ...
ସଚେତନ କରୁଛି ରାପିଡ୍ ରେସପନ୍ସ ଟିମ୍
ବରଗଡ଼ ଅଫିସ୍,୧୮।୪: କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁ କରାଯାଇଛି । ସେହିପରି ସାମାଜିକ ଦୂରତ୍ୱ, ସତର୍କତା ଏବଂ...
କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା
ବରଗଡ଼ ଅଫିସ୍,୧୮।୪: ଘାତକ କରୋନା(କୋଭିଡ୍-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି କ୍ରମରେ ବରଗଡ଼ର ଲକ୍ଷ୍ମୀ ଏସଏଚଜି ଗ୍ରୁପ ପକ୍ଷରୁ କନବାର...
ବରଗଡ଼ସ୍ଥିତ କୋଭିଡ-୧୯ ହସ୍ପିଟାଲ ପରିଦର୍ଶନ କଲେ ୫ଟି ସଚିବ
ବରଗଡ଼ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କୋଭିଡ-୧୯ ହସପିଟାଲ ସ୍ଥାପନ କରାଯାଇଛି। ଏହି କ୍ରମରେ ବରଗଡ଼ ସହର ଉପକଣ୍ଠ ଖେଦାପାଲି (ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଏକ କୋଭିଡ-୧୯ ହସ୍ପିଟାଲ ସ୍ଥାପିତ ହୋଇଛି।...
Archives


