ବରଗଡ଼

ତୁରନ୍ତ ବିଦ୍ୟୁତ୍‌ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ

ବରଗଡ଼ ଅଫିସ,୧୧।୬: ବରଗଡ଼ ସହରରେ ବାରମ୍ବାର ବିଦ୍ୟୁତ୍‌ ସେବା ବ୍ୟାହତ ହେଉଛି। ବରଗଡ଼ ୱାର୍ଡ ନଂ-୧ ନିଗମାନନ୍ଦ ବିହାର ପଡ଼ାବାସୀ ବିଦ୍ୟୁତ୍‌ ସମସ୍ୟା ନେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପଡାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଉ…

ବ୍ୟାନର ଟାଙ୍ଗିଲେ ମାଓବାଦୀ, ରାଶନ ଦୋକାନୀଙ୍କୁ ଦେଲେ ଚେତାବନୀ

ପାଇକମାଳ,୨ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ପୁଣି ମାଓବାଦୀ ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର ବିଳମ୍ବିତ ରାତିରେ ପାଇକମାଳ ଥାନା ଅନ୍ତର୍ଗତ ଭୁଲିଆବନ୍ଧ ନିକଟରେ ମାଓବାଦୀମାନେ ବ୍ୟାନର ଟାଙ୍ଗିଛନ୍ତି। ଏଥିରେ କିଛି ରାଶନ ଦୋକାନୀ ପୋଲିସ ଇନ୍‌ଫର୍ମର ସାଜିଥିବା ତଥା…

ମିଲର୍ସଙ୍କ ମର୍ଜିରେ ମଣ୍ଡି

ବରଗଡ଼ ଅଫିସ୍‌,୧ା୬: ଦିନକ ପରେ ବରଗଡ଼ ଜିଲାରେ ରବିଧାନ ସଂଗ୍ରହକୁ ତିନି ସପ୍ତାହ ବିତିବ। ହେଲେ ଏଠାରେ ଧାନବିକ୍ରିକୁ ନେଇ ଦେଖାଯାଇଥିବା ଅବ୍ୟବସ୍ଥାରେ ସୁଧାର ଆସିପାରିନାହିଁ। ଧାନବିକ୍ରିରେ ଟୋକନ କଟକଣା ବାଧକ ସାଜିଛି। ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ଟୋକନରେ ତ୍ରୁଟି…

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ ଅଫିସରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୩୧।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ବିକ୍ରି ପାଇଁ ଚାଷୀମାନେ ଟୋକନ୍‌ ସହିତ ଧାନ ଆଣୁଥିଲେ ସୁଦ୍ଧା ତାହା ଉଠୁ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ମିଲର୍ସମାନେ ଧାନର ବିନା ଗୁଣମାନ…

ଆଇପିଏଲ୍‌ ବେଟିଂ: ୬ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ୫ ଅଭିଯୁକ୍ତ

ବରଗଡ଼ ଅଫିସ,୩୦।୫: ଆଇପିଏଲ୍‌ କ୍ରିକେଟକୁ ନେଇ ବରଗଡ଼ରେ ବେଟିଂ ଚାଲିଥିବା ଘଟଣାର ସୋମବାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ର ବିକି ମିତ୍ତଲ, ପ୍ରକାଶ ଅଗ୍ରୱାଲ, ଅର୍ଜୁନ ସେନାପତି, ବିମଳକାନ୍ତ ନାଗ…

ପଞ୍ଚାୟତ ଅଫିସରେ ତାଲା ପକାଇଲେ ଗ୍ରାମବାସୀ

ବରପାଲି,୩୦।୫(ଡି.ଏନ୍‌.ଏ .): ଗରିବଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି ହେଲେ କେତେକ ମୁନଫାଖୋର ସରକାରୀ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନାହିଁ । ଏପରି ଏକ ଘଟଣା ଘଟିଛି ବରଗଡ଼ ଜିଲା ବରପାଲି ବ୍ଲକ କୁମ୍ଭାରୀ…

ଆସିଲା ଉପନିର୍ବାଚନ ଫଳାଫଳ: ପ୍ରଫୁଲ୍ଲ, ସୁବ୍ରତ ହେଲେ ସରପଞ୍ଚ

ବରଗଡ଼ ଅଫିସ,୨୮ା୫: ବରଗଡ଼ ଜିଲା ବରଗଡ଼ ବ୍ଲକ ଅଧୀନ ଗୋବିନ୍ଦପୁର ଏବଂ ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ଫଳାଫଳ ସାମ୍ନାକୁ ଆସିଛି। ଗୋବିନ୍ଦପୁର ପଞ୍ଚାୟତରେ ପ୍ରଫୁଲ୍ଲ ନାଏକ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଦିପେଶ ପ୍ରଧାନଙ୍କୁ ୮୨୧ ଖଣ୍ଡ…

ହୋଟେଲରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୮।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡା ଛକରେ ଥିବା ଏକ ସାଉଥ୍‌ ଇଣ୍ଡିଆନ ହୋଟେଲରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ହୋଟେଲରେ ଲାଗିଥିବା ଏସି, କୁଲର ଆଦି ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି। ତେବେ ଅଗ୍ନିକାଣ୍ଡ କିଭଳି ଘଟିଲା, ତାହା…

ଆର୍‌ଡି ରାସ୍ତାରୁ ହଟିବ ଟୋଲଗେଟ୍‌

ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍‌ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍‌କୁ ହଟା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ…

ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ ମର୍ଜିରେ ଚାଲିଛି। କଟ୍‌ନିଛଟ୍‌ନି ନ ହେଲେ ଧାନ ଉଠାଇବାକୁ ସିଧାସଳଖ ମିଲର୍ସଙ୍କ ଏଜେଣ୍ଟମାନେ…

ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ

ସୋହେଲା,୨୭ା୫(ଡି.ଏନ୍‌.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ବରଗଡ଼…

ମାଛ ଧରିବା ବେଳେ ମିଳିଲା ନରକଙ୍କାଳ

ସୋହେଲା,୨୪।୫ (ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସୋହେଲା ଥାନା ପୋଲିସକୁ ଖବର ଦେଇଥିଲେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?