ବରଗଡ଼

ବିବାହ ଫସର ଫାଟିଲା: ବରବେଶରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ

ବରଗଡ଼ ଅଫିସ୍‌,୯।୫: ବରଗଡ଼ ଜିଲା ଭଟଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗଭର୍ବତୀ କରିବା ଅଭିଯୋଗରେ ଗତ ୨୦୧୭ ମସିହାରୁ ଫେରାର ଥିବା ଅଭିଯୁକ୍ତଙ୍କୁ ସୋମବାର ବରବେଶରେ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଭଟଲି ଥାନା କେଲେଣ୍ଡାପାଲି…

ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ନାବାଳିକା, ମିଳିଲା ମୃତଦେହ

ବରଗଡ଼ ଅଫିସ,୯।୫: ବରଗଡ଼ ରେଳ ଷ୍ଟେଶନ ନିକଟ ବିଜୟ ନାମକ ଏକ ହୋଟେଲରେ ସୋମବାର ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ବରଗଡ଼ ଜିଲା ଗାଇସିଲେଟ ଥାନା ଭେଲୁଆପଦର ଗ୍ରାମର ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା…

ଯୁବତୀଙ୍କୁ ହତ୍ୟା କରି ଫିଙ୍ଗିଦେଲେ

ବରପାଲି, ୮।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ବରପାଲି ଥାନା ଭଟିଗାଁ ଗ୍ରାମ ନିକଟ ରାନିଯୋର ବ୍ରିଜ୍‌ ତଳୁ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ମୃତଦେହକୁ ପୋଲିସ ଜବତ କରିଛି । ବ୍ରିଜ୍‌ ତଳେ ଜଣେ ଯୁବତୀଙ୍କ ମୃତଦେହ ପଡିଥିବା ବରପାଲି ପୋଲିସକୁ ଖବର…

କାଳବୈଶାଖୀରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୭।୫: ବରଗଡ଼ ଜିଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ତୋଫାନ ସାଙ୍ଗକୁ ବର୍ଷା ଯୋଗୁ ବିଶେଷକରି ବରଗଡ଼ ସହରରେ ଏହାର ପ୍ରଭାବ ଅଧିକ ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ସହରରେ ରହିଥିବା ବହୁ ଗଛ ଡାଳ ଭାଙ୍ଗି ଯାଇଛି।…

ବରଗଡ଼ରେ ଯୋଗ ଦେଲେ ନୂଆ ଏସ୍‌ପି

ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ନୂତନ ଏସ୍‌ପି ଭାବେ ଶୁକ୍ରବାର ପରମାର୍‌ ସ୍ମିତ୍‌ ପୁରୁଷୋତ୍ତମ ଦାଶ ଯୋଗଦାନ କରିଛନ୍ତି। ୨୦୧୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ପରମାର୍‌ ଏହା ପୂର୍ବରୁ ନବରଙ୍ଗପୁର ଏସ୍‌ପି ଭାବେ କାର୍ଯ୍ୟରତ ଥିଲେ। ବରଗଡ଼ ଜିଲାରେ ଶାନ୍ତିଶୃଙ୍ଖଳା ରକ୍ଷା…

ଝୁଲନ୍ତା ଅବସ୍ଥାରେ ମିଳିଲା ସିଆର୍‌ପିଏଫ୍‌ ଯବାନଙ୍କ ମୃତଦେହ

ବରଗଡ଼ ଅଫିସ,୧।୫: ବରଗଡ଼ ସହର ଉପକଣ୍ଠ ଗୋବିନ୍ଦପୁର ସ୍ଥିତ ରିଜର୍ଭ ପୋଲିସ କାର୍ଯ୍ୟାଳୟ ପରିସରରେ ଏକ ଅଘଟଣ ଘଟିଛି। ରବିବାର କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ୧୮୯ ବାଟାଲିଆନର ଜଣେ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ…

ଅଜଣା ରୋଗରେ ପୀଡିତ, ଚିକିତ୍ସା ପାଇଁ ନାହିଁ ଅର୍ଥ

ଜାମଟିକ୍ରା,୧ା୫(ଡି.ଏନ୍‌.ଏ.): ବରଗଡ ଜିଲା ଅତାବିରା ବ୍ଲକ ମନାପଡା ପଞ୍ଚାୟତ ଲୁରୁପାଲି ଗ୍ରାମର ମଳୟ ପଧାନ(୪୧) ବର୍ତ୍ତମାନ ଅଜଣା ରୋଗରେ ପୀଡିତ ହୋଇଛନ୍ତି। ଅଭାବ ଅନଟନ ଯୋଗୁ ତାଙ୍କର ଉପଯୁକ୍ତ ଚିକିତ୍ସା ହୋଇପାରୁନାହିଁ। ଫଳରେ ସେ ଭାଗ୍ୟକୁ ଆଦରି ଘରେ ପଡିରହିଛନ୍ତି। ମଳୟ…

ଡାକ୍ତରଖାନା ପଛପଟ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ

ବରଗଡ଼ ଅଫିସ,୨୯।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନା ପଛପଟେ ରହିଥିବା ଟୁକୁର୍ଲ୍ଲା ପୋଖରୀରେ ଶୁକ୍ରବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଶିଶୁକନ୍ୟାଟି କାହାର ଏବଂ କେଉଁ ପରିସ୍ଥିତିରେ କିଏ ତାକୁ ପୋଖରୀ ଭିତରକୁ…

ଟୋଲ୍‌ପ୍ଲାଜା ବିରୋଧରେ ତାତିଲେ ଲୋକେ

ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ…

ପେଷି ହେଉଛନ୍ତି ଚାଷୀ

ବରଗଡ଼ ଅଫିସ୍‌,୨୭ା୪: ଓଡ଼ିଶାର ଚାଷୀମାନେ ଗତ ୧୦ବର୍ଷ ମଧ୍ୟରେ ଅଧିକରୁ ଅଧିକ ଧାନ ଉତ୍ପାଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର କ୍ରମାଗତ କୃଷି କର୍ମଣ ପୁରସ୍କାର ପାଇଛନ୍ତି। ମାତ୍ର ଧାନ ବିକ୍ରି ସମସ୍ୟାକୁ ନେଇ କେନ୍ଦ୍ର-ରାଜ୍ୟ ସରକାର ପରସ୍ପର ଦୋଷ ଲଦାଲଦି…

ଶୀତଳଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରପାଲି,୨୬।୪: ବରଗଡ଼ ଜିଲା ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ। ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ…

କେନ୍ଦ୍ର,ରାଜ୍ୟ ସରକାର ବିରୋଧରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୬।୪: ବରଗଡ଼ ଜିଲାରେ ଆସନ୍ତା ୫ ତାରିଖରୁ ରବିଧାନ କିଣାବିକା ଆରମ୍ଭ ହେବ। ତେବେ ବିଗତ ବର୍ଷର ଧାନ କିଣାବିକା ସମସ୍ୟାକୁ ଉପଲବ୍ଧି କରି ଏଥର ଯେଭଳି ପୂର୍ବବର୍ଷ ସମସ୍ୟାର ପୁନରାବୃତ୍ତି ନ ହୁଏ, ସେଥିପାଇଁ ଏବେଠାରୁ ଚାଷୀ ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?