ବରଗଡ଼

ଫସଲକ୍ଷତି ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୨୭।୫-ବରଗଡ଼ ଜିଲା ଭେଡ଼େନ ବ୍ଲକ ରୁଷୁଡ଼ା ପଞ୍ଚାୟତ ଅଧିନ ଧାତୁକପାଲି, ଘିଚାପାଲି, ହାଟଗାଁ, ରୁଷୁଡ଼ା, ଭୁତାପାଲି ଆଦି ଅଞ୍ଚଳରେ ଗତ କିଛିଦିନ ତଳେ ହୋଇଥିବା କାଳବୈଶାଖୀରେ ଧାନ ଫସଲ ନଷ୍ଟ ହୋଇଥିଲା । ଅଞ୍ଚଳର ଚାଷୀମାନେ ଏ ନେଇ ବିଭାଗୀୟ…

ପୋଲିସ-ମାଓବାଦୀ ଗୁଳି ବିନିମୟ: କ୍ୟାମ୍ପ ଠାବ, ଖବରଦାତା ସମ୍ମିଳନୀରେ ଏସ୍‌ପିଙ୍କ ସୂଚନା

ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ମାଓବାଦୀ ଗତିବିଧି ପୁଣି ପରିଲକ୍ଷିତ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଜିଲାର ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସୁକଲତେର୍ମା ନିକଟରେ ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିଛି। ତେବେ ସେହି କ୍ୟାମ୍ପ ଆଡ଼କୁ ଅଗ୍ରସର ହେଉଥିବା…

ଜୀବିକା ଛଡ଼ାଇ ନେଇଛି କରୋନା: ସରକାରୀ ସହାୟତା ଦାବି କଲା ବରଗଡ଼ ଫଟୋଗ୍ରାଫର ଆସୋସିଏଶନ

ବରଗଡ଼ ଅଫିସ,୨୭।୫- ଘାତକ କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ସରକାରଙ୍କ ଏହି କଟକଣା ଯୋଗୁ ଫଟୋଗ୍ରାଫରଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ବିଭିନ୍ନ ବିବାହ, ବ୍ରତ, ଜନ୍ମଦିନ ପାଳନରେ ଫଟୋ ଉଠାଇ ସେମାନେ…

କ୍ବାରାଣ୍ଟାଇନ ସେଣ୍ଟରରେ ଶିଶୁକନ୍ୟାର ଜୀବନ ଗଲା

ସରଣ୍ଡା,୨୭।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଅନ୍ତର୍ଗତ ଖଇରପାଲା କ୍ବାରାଣ୍ଟାଇନ ସେଣ୍ଟରରେ ପରିବାରସହ ରହୁଥିବା ଏକ ଶିଶୁକନ୍ୟାର ବୁଧବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଖବର ପାଇ କ୍ବାରାଣ୍ଟାଇନ ସେଣ୍ଟରକୁ ପ୍ରଶାସନିକ ଅଧିକାରୀ ଏବଂ…

ବରଗଡ଼ ଜିଲାପାଳ-ଏସ୍‌ପିଙ୍କ ନାମରେ ଜାଲ ଫେସବୁକ୍‌ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା

ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍‌ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍‌ପି ପଦ୍ମିନୀ ସାହୁଙ୍କ ନାମରେ ଜାଲ ଫେସବୁକ ଆକାଉଣ୍ଟ ଖୋଲିବା ପୋଲିସ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇପଡିଛି।…

CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ

ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସ୍ବାବ୍ ନମୁନା ପଜିଟିଭ୍ ଆସିଥିବା ଜିଲା  ପ୍ରଶାସନ…

ଯାତ୍ରୀବାହୀ ଗାଡ଼ିରେ ଗଲେଣି ୩୫ ହଜାର ପ୍ରବାସୀ

ବରଗଡ଼ ଅଫିସ୍‌,୨୩।୫-କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉନାହିଁ। ଅନ୍ୟପଟେ ପ୍ରବାସୀ ଶ୍ରମିକମାନେ ଫେରୁଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଚାଲିଛି । ଏହି ଦୃଷ୍ଟିରୁ ସଂକ୍ରମଣକୁ ପ୍ରତିହତ କରିବା ସହିତ ପ୍ରବାସୀ ଶ୍ରମିକମାନେ ଯେଭଳି ହଟହଟାର ସମ୍ମୁଖୀନ ନ…

୩.୪୮ଲକ୍ଷ ଜମିରେ ହେବ ଖରିଫ ଫସଲ

ବରଗଡ଼ ଅଫିସ୍‌,୨୦ା୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା(ଡିଆରଡିଏ) ସମ୍ମିଳନୀ କକ୍ଷରେ ବୁଧବାର ଖରିଫ ୨୦୨୦ ପାଇଁ କୃଷି କୌଶଳ ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଖରିଫ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ: ଚେକ୍‌ ଇସ୍ୟୁ କରିବା ପାଇଁ ୧୪ ହଜାର ଲାଞ୍ଚ ମାଗିଥିଲେ

ବରଗଡ଼ ଅଫିସ, ୧୯।୫: ବରଗଡ଼ ଜିଲା ବିଜେପୁର ଏନ୍‌ଏସି ଅଫିସରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ମାନସ କୁମାର ଦାଶ ମଙ୍ଗଳବାର ସମ୍ବଲପୁର ଡିଭିଜନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏନ୍‌ଏସି ଅଫିସରେ ଭଡ଼ାରେ ଲାଗିଥିବା ଏକ ବୋଲେରୋ ଗାଡିର ବକେୟା ଦେୟ ବାବଦକୁ ଏକ…

ଗୋପପୁର ହରାଇଲା ପୁରୁଖା କଳାକାର

ବରଗଡ଼ ଅଫିସ୍‌,୧୮।୫: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁର ଯାତ୍ରା ଅନ୍ୟତମ । ତେବେ ଗୋପପୁର(ଅମ୍ବାପାଲି) ସୋମବାର ଜଣେ ପୁରୁଖା କଳାକାର କାର୍ତ୍ତିକ ବୁଡ଼େକଙ୍କୁ ହରାଇଛି । ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି ।…

ସିଡ଼ିଏମଓଙ୍କୁ ସ୍ବାସ୍ଥ୍ୟକର୍ମୀ ଦେଲେ ଦାବିପତ୍ର

ବରଗଡ଼ ଅଫିସ୍‌,୧୮।୫: ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ଅଭିହିତ କରିଛନ୍ତି । ଏହା ସହିତ ଅଗ୍ରୀମ ଦରମା ପ୍ରଦାନ ପାଇଁ ମଧ୍ୟ ଘୋଷଣା ହୋଇଛି । ମାତ୍ର କରୋନା ମୁକାବିଲା ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗରୁ ବଞ୍ଚିତ କରାଯାଉଛି…

ପ୍ରବାସୀ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପୋଲିସ

ବରଗଡ଼ ଅଫିସ୍‌,୧୮।୫: ଆନ୍ଧ୍ରପ୍ରଦେଶର ରାଜମୁନ୍ଦ୍ରିରୁ ଚାଲି ଚାଲି ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ୨୦ ଜଣ ପ୍ରବାସୀ ଶ୍ରମିକଙ୍କୁ ରବିବାର ରାତିରେ ବରଗଡ଼ ଜିଲା ପୋଲିସ ଏକ ବସ୍‌ରେ ପଠାଇଛି । ସମ୍ପୃକ୍ତ ଶ୍ରମିକମାନେ ଗତ ୩ତାରିଖରୁ ଚାଲି ଚାଲି ରାଜମୁନ୍ଦ୍ରିରୁ ଝାଡ଼ଖଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri