ବରଗଡ଼

ଭୋଟ୍‌ ବର୍ଜନ କରିବେ ଚିଟ୍‌ଫଣ୍ଡ ଜମାକରୀ

ବରଗଡ଼ ଅଫିସ୍‌,୧୭।୧: ଚିଟଫଣ୍ଡ୍‌ ସଂସ୍ଥାରେ କ୍ଷତିଗ୍ରସ୍ତ ଜମାକାରୀମାନେ ଏପର୍ଯ୍ୟନ୍ତ ସେମାନଙ୍କ ଜମାଟଙ୍କା ଫେରି ପାଇନାହାନ୍ତି। ଏହାକୁ ନେଇ ସମ୍ପୃକ୍ତ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଚିଟଫଣ୍ଡ୍‌ କ୍ଷତିଗ୍ରସ୍ତ ମିଳିତ ମଞ୍ଚ ବରଗଡ଼ ଜିଲା ଜିଲାପାଳ ଅଫିସ ଆଗରେ ଧାରଣା…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍‌ପାଟ

ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍‌ପାଟ୍‌ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର ପରିଷଦ…

ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଅମ୍ବାଭୋନା,୧୫ା୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ ସୁବାସିନୀ…

୪ ଦିନ ବନ୍ଦ ରହିବ ନୃସିଂହନାଥ ମନ୍ଦିର

ପାଇକମାଳ,୧୪।୧(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ୧୪ରୁ ୧୭ ତାରିଖ ଯାଏ ବନ୍ଦ ରହିବ। ମନ୍ଦିର କମିଟି ସଭାପତି ତଥା ବିଡିଓ ଉପଞ୍ଜଳି ମାଝି ଏହି ସୂଚନା ଦେଇଛନ୍ତି। କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି…

କାର୍ଯ୍ୟକ୍ଷମ ନ ହେଉଣୁ ନେଇଗଲେ

ବରଗଡ଼ ଅଫିସ୍‌,୧୧।୧: ବରଗଡ଼ ଜିଲାରେ କରୋନା ସଂକ୍ରମଣ ବଢ଼ି ଚାଲିଛି । ସଂକ୍ରମଣ ବୃଦ୍ଧି ଏବଂ ଅମ୍ଳଜାନ(ଅକ୍ସିଜେନ)ର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗତବର୍ଷ ଦ୍ୱିତୀୟ ଲହର ଚାଲିଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରାଯାଇଥିଲା ।…

ଆକଳନ ସରିନି, ଆଶଙ୍କାରେ କ୍ଷତିପୂରଣ

ବରଗଡ଼ ଅଫିସ୍‌,୮।୧: ବରଗଡ଼ ଜିଲାରେ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଥିରେ ବ୍ୟାପକ ଫସଲକ୍ଷତି ହୋଇଥିବା ସତ୍ତ୍ୱେ କୌଣସି ଅଧିକାରୀ କ୍ଷତିଗ୍ରସ୍ତ ଫସଲ ପରିଦର୍ଶନ କରିନାହାନ୍ତି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଜିଲାର ସୋହେଲା…

ମା’ କୋଳକୁ ଫେରିଲା ଅପହୃତ ଶିଶୁ

ବରଗଡ଼ ଅଫିସ,୩ା୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଅପହୃତ ଶିଶୁ (୯) ବିଳମ୍ବିତ ରାତିରେ ମା’ କୋଳକୁ ଫେରିଛି। ପୁଅକୁ ଦେଖି ପରିବାର ଲୋକେ ଖୁସିରେ କାନ୍ଦି ପକାଇଥିଲେ। ଅନ୍ୟପକ୍ଷରେ ଅପହର୍ତ୍ତାଙ୍କ କୌଣସି ଖୋଜଖବର ମିଳିନାହିଁ। ପୋଲିସ…

୧୦ ଲକ୍ଷ ନ ଦେଲେ ପୁଅ କଥା ଭୁଲିଯାଅ

ବରଗଡ଼ ଅଫିସ୍‌,୨।୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଜଣେ ଶିଶୁପୁତ୍ର(୫ବର୍ଷ)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁଟି ଖେଳୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି। ତେବେ ଅପହୃତ ଶିଶୁ ବରଗଡ଼ ସିମେଣ୍ଟ କାରଖାନାରେ…

ବର୍ଷା ସାଙ୍ଗକୁ କୁଆପଥର ମାଡ଼

ଅମ୍ବାଭୋନା,୨୮।୧୨(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭେନା ବ୍ଲକରେ ମଙ୍ଗଳବାର ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏଥିରେ ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି । କ୍ଷେତ, ଖଳାରେ ରହିଥିବା ଅମଳ ଧାନ ବର୍ଷା, କୁଆପଥର ମାଡ଼ ଯୋଗୁ ନଷ୍ଟ ହୋଇଛି…

ଉପାନ୍ତକୁ ଅଣଦେଖା: ମଣ୍ଡିରେ ପଡ଼ିଛି ଧାନ

ବରଗଡ଼ ଅଫିସ୍‌/ଝାରବନ୍ଧ/ ଅମ୍ବାଭୋନା,୨୭।୧୨: ଖରିଫ ଧାନ ସଂଗ୍ରହରେ ବରଗଡ଼ ଜିଲାର ଉପାନ୍ତ ଅଞ୍ଚଳଗୁଡ଼ିକୁ ଅଣଦେଖା କରାଯାଉଛି। ମଣ୍ଡିରେ ପଡ଼ିଥିବା ଧାନ ଉଠାଯାଉନାହିଁ। ଫଳରେ ଚାଷୀମାନେ ଶୀତ, କାକରରେ ଜଗି ରହିଛନ୍ତି। ଅନ୍ୟପଟେ ଧାନ ବିକ୍ରି ହୋଇ ନ ପାରିବାରୁ ଅମଳରେ ନିୟୋଜିତ…

ଜିଲାପାଳଙ୍କ ଦ୍ବାରସ୍ଥ ହେଲେ ପଡ଼ାବାସୀ

ବରଗଡ଼ ଅଫିସ,୨୨।୧୨: ବରଗଡ଼ ମ୍ୟୁନିସିପାଲିଟି ଅନ୍ତର୍ଗତ ନମ୍ବର ୧୩ ସ୍ମୃତି ନଗର ଅଞ୍ଚଳରେ ଡ୍ରେନ ନ ଥିବାରୁ ପଡାବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାଣି ନିଷ୍କାସନ ପାଇଁ କୈାଣସି ସୁବିଧା ନ ଥିବାରୁ ବର୍ଷ ବର୍ଷ ଧରି ଘରର…

ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଲେଖି ଜଣାଇଥିଲେ ସୁଦ୍ଧା କିଛି ପଦକ୍ଷେପ ନିଆଯାଉ ନ ଥିବା ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?