ବରଗଡ଼

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଭକ୍ତ ଓ ଭଗବାନଙ୍କ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ ନିଷ୍ପତି ନେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ…

ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’ ଭାବେ ପରିଚିତ ଡା. ଶଙ୍କର ରାମଚନ୍ଦାନୀ ପୁଣିଥରେ ମାନବିକତାର ଏକ ଅନନ୍ୟ ଦୃଷ୍ଟାନ୍ତ…

ହିତାଧିକାରୀଙ୍କୁ ପ୍ରାପ୍ୟ ନ ମିଳିଲେ ଆନ୍ଦୋଳନ: ସାଧୁ ନେପାକଙ୍କ ଧମକ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକରେ ସରକାର ଘୋଷଣା କରିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖକୁ ଠିକ୍‌ ଭାବେ ପହଞ୍ଚିପାରୁନାହିଁ। ଏଭଳି ଅଭିଯୋଗ ନେଇ ସୋମବାର ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ସ୍ଥାନୀୟ ବିଡିଓ ବେର୍ସିଅସ୍‌ ଡୁଙ୍ଗଡୁଙ୍ଗଙ୍କୁ ସାକ୍ଷାତ କରି ଆଲୋଚନା…

ରାଜରାସ୍ତାରେ ରାହାଜାନି, ଲୋକଙ୍କୁ ସୁରକ୍ଷା ଚିନ୍ତା

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଅପରାଧ ଅନିୟନ୍ତ୍ରିତ ହୋଇପଡ଼ିଛି। ଅପରାଧୀମାନେ ସକ୍ରିୟ ହୋଇ ପଡ଼ିଛନ୍ତି। ପୋଲିସକୁ ମଧ୍ୟ ସେମାନଙ୍କର ଭୟ ନାହିଁ। ରାଜରାସ୍ତାରେ ରାହାଜାନି, ଲୁଟ୍‌ପାଟ୍‌ କରୁଛନ୍ତି। କେବଳ ସନ୍ଧ୍ୟା କିମ୍ବା ରାତିରେ ନୁହେଁ, ଦିନ ଦ୍ୱିପ୍ରହରରେ ଏଭଳି ଅପରାଧ ଘଟୁଛି। କଥା…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ ସମୟରେ ଭାଜପା ଦେଇଥିବା ୩୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ପ୍ରତିଶ୍ରୁତିିକୁ ସେ ଉଦ୍‌ଘାଟନୀ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ ଓ ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ତେବେ ବରଗଡ଼ ଏମପି…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌ ସବଷ୍ଟେଶନ ଲୋକାର୍ପଣ କରିଛନ୍ତି। ଏହି ଗ୍ରୀଡ୍‌ ଡିଜିଟାଲ ଏବଂ କୌଣସି ସ୍ଥାନରେ କିଛି…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ବିଭିନ୍ନ ମଣ୍ଡିରେ…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଉଛନ୍ତି ସେହି…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର ଓ ଯୁବ ବିଜେଡି ପକ୍ଷରୁ ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ କରାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?