ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର: କରୋନା ବିପର୍ଯ୍ୟୟ ସମୟରେ କେନ୍ଦୁପତ୍ର ଶ୍ରମିକଙ୍କୁ ଛଟେଇ
ବରଗଡ଼ ଅଫିସ,୧୮।୫: ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ଡାଉନ କଟକଣା ଲାଗୁ ହୋଇଛି। ଫଳରେ ଗରିବ ଶ୍ରମିକଙ୍କଠାରୁ ଆରମ୍ଭ କରି…
ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଫସିଲେ ପୁଅ
ସରଣ୍ଡା,୧୮ା୫(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ଫେରିଥିବା ଟୁପାପଡ଼ା ଗ୍ରାମର ଶ୍ରମିକ ଦମ୍ପତି ରହିଛନ୍ତି। ଏଠାକୁ…
ତେଲମହୁଲ ଗାଁକୁ ଦିନକ ପାଇଁ ସଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ବରଗଡ଼ ଅଫିସ,୧୭।୫- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ତେଲମହୁଲ ଗାଁକୁ ରବିବାର ସକାଳୁ ଦିନକ ପାଇଁ ସଟ ଘୋଷଣା କରାଯାଇଛି । ସ୍ଥାନୀୟ ସରପଞ୍ଚ ସୁନୀତା ବରିହା ଜିଲାପାଳ କ୍ଷମତା ପ୍ରୟୋଗ କରି ଏହି କଟକଣା ଲାଗୁ କରିଛନ୍ତି। ସୋମବାର…
୧୨୭୧ ସ୍ବାବ୍ ନମୁନା ରିପୋର୍ଟ ନେଗେଟିଭ୍
ବରଗଡ଼ ଅଫିସ୍,୧୬।୫: ବରଗଡ଼ ଜିଲାକୁ ବର୍ତ୍ତମାନ ସୁଦ୍ଧା କରୋନା(କୋଭିଡ୍-୧୯) ଭୂତାଣୁ ମାଡ଼ି ପାରି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ୧୪୩୮ଜଣଙ୍କ ସ୍ବାବ୍ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥି ମଧ୍ୟରୁ ଶନିବାର ସୁଦ୍ଧା…
କଳାକୃତିରେ କରୋନାର ବାସ୍ତବତା ପ୍ରତିଫଳିତ
ବରଗଡ଼ ଅଫିସ୍,୧୬।୫: କରୋନା (କୋଭିଡ୍-୧୯) ଭୂତାଣୁ ସଂକ୍ରମଣ ନେଇ ସମଗ୍ର ମାନବ ସମାଜ ଆଜି ଆତଙ୍କିତ । ଏହାର ସଫଳ ସମାଧାନର ବାଟ ଏପର୍ଯ୍ୟନ୍ତ ଫିଟି ପାରି ନାହିଁ । ଏଭଳିସ୍ଥଳେ ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ଭଟିଗାଁର ବୀରେନ୍ଦ୍ର…
ଯମ ଅଭିନୟରେ କରୋନା ସଚେତନତା କଲେ କଂସ ଅଭିନେତା ଭୁବନେଶ୍ବର
ବରଗଡ଼ ଅଫିସ,୧୬।୫: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ଡାଉନ କଟକଣା ଲାଗୁ ହୋଇଛି। ସେହିପରି ଏହି ସଂକ୍ରମଣକୁ ରୋକିବା ପାଇଁ…
ସହାୟତା ପାଇଁ ଫରଓ୍ବାର୍ଡ ବ୍ଲକ ଦେଲା ଦାବିପତ୍ର
ଭଟଲି,୧୫ା୫(ଡି.ଏନ.ଏ.): କରୋନା (କୋଭିଡ-୧୯) ପାଇଁ କଟକଣା ସାମାନ୍ୟ କୋହଳ ହୋଇଥିବାବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଯୋଗୁ ଶ୍ରମିକମାନେ କାମଧନ୍ଦା କରିବା ପାଇଁ ମଧ୍ୟ ଭୟ କରୁଛନ୍ତି । ଏଭଳି ପରିସ୍ଥିତିରେ ଯଦି ସେମାନେ କାମ…
ଗାଡ଼ି ଖରାପ ହୋଇଗଲା, ବରଗଡ଼ରେ ଅଟକିଲେ ପ୍ରବାସୀ ଶ୍ରମିକ
ବରଗଡ଼ ଅଫିସ୍,୧୫।୫: ଅଧାବାଟରେ ଗାଡ଼ି ଅଚଳ ହୋଇଯିବାରୁ ପ୍ରବାସୀ ଶ୍ରମିକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଶୁକ୍ରବାର ଏଭଳି ଏକ ଘଟଣା ଘଟିଛି । ମହାରାଷ୍ଟ୍ରର ବନ୍ଦରପୁରରେ କାମ କରୁଥିବା ପଶ୍ଚିମବଙ୍ଗ ମଲଦାର ୫୩ଜଣ…
ଶୁକ୍ରବାର ବଦଳରେ ସୋମବାର ବସିବ କପଡ଼ା ବଜାର
ବରଗଡ଼ ଅଫିସ୍,୧୪ା୫- ବରଗଡ଼ ବ୍ଲକ ଅନ୍ତର୍ଗତ ବେହେରା ମାର୍କେଟ୍ ୟାର୍ଡ଼ରେ ପ୍ରତି ସପ୍ତାହର ଶୁକ୍ରବାର ଉଭୟ କୃଷକ ବଜାର ଏବଂ କପଡ଼ା ବଜାର ବସୁଥିଲା। ତେବେ ବର୍ତ୍ତମାନ କରୋନା ସଂକ୍ରମଣ ଭୟ ରହିଥିବାବେଳେ ଉକ୍ତ ବଜାରରେ ଅସମ୍ଭାଳ ଭିଡ଼ ଯୋଗୁ ସାମାଜିକ…
ତାମିଲନାଡ଼ୁରେ ନିର୍ଯାତନା ଅଭିଯୋଗ ଆଣିଲେ ବରଗଡ଼ର ପ୍ରବାସୀ ଶ୍ରମିକ
ବରଗଡ଼ ଅଫିସ୍,୧୪।୫-: ଲକ୍ ଡାଉନ୍ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ଘରକୁ ଫେରିବା ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ି ଥିବାବେଳେ ଭୋକ, ଉପାସରେ ମଧ୍ୟ ରହିବାକୁ ପଡୁଛି। ଅନ୍ୟପଟେ ଏଭଳି ବିପର୍ଯ୍ୟୟ ସମୟରେ ସେମାନଙ୍କୁ ସହାୟତା ବଦଳରେ…
ଚିକିତ୍ସା ସହାୟତା ପାଇଁ ନିବେଦନ, ଧରିତ୍ରୀ ଖବରକୁ ଟୁଇଟ୍ କଲେ ସାମାଜିକ କର୍ମୀ
ବରଗଡ଼ ଅଫିସ୍,୧୩।୫: ବରଗଡ଼ ଜିଲା ପାଇକମାଲ ଥାନା ଯୋଗୀନ୍ଦ୍ରନାଥପୁର ଗ୍ରାମର ଭାନୁମତୀ ଓ ଉଦ୍ଧବ ଗୁଣ୍ଡିଙ୍କ ଏକବର୍ଷର ଶିଶୁକନ୍ୟା ନିକିତାଙ୍କ ଶରୀର ଦିନକୁ ଦିନ ବଙ୍କେଇ ଯାଉଛି । ପ୍ରବାସୀ ଶ୍ରମିକ ପରିବାର ହୋଇଥିବା ଯୋଗୁ ସେମାନେ ଶିଶୁକନ୍ୟାର ଚିକିତ୍ସା ପାଇଁ…
ଧାନବିକ୍ରି ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ
ବରଗଡ଼ ଅଫିସ୍,୧୩।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୫ଦିନ ବିତିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ଚାଷୀମାନଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି । କେତେକ ଚାଷୀଙ୍କୁ ଟୋକନ ମିଳି ନଥିବା ଯୋଗୁ ଧାନବିକ୍ରିରୁ ସେମାନେ…
Archives


