ବରଗଡ଼

ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଧୀନ ଜାମସେଠ ନିକଟ ଛିନ୍ଦେକେଲା ଧାନ ମଣ୍ଡିରେ ଗୁରୁବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାଇକମାଲ ବ୍ଳକ ଝାରବନ୍ଧ ପଞ୍ଚାୟତ ଟେମରିମାଲ ଗ୍ରାମର ପ୍ରହଲ୍ଲାଦ ରାଉତ(୭୫)। ସୂଚନା…

ଜିଲାପାଳଙ୍କ ଅଫିସ ଘେରିଲେ ଚାଷୀ

ବରଗଡ଼ ଅଫିସ,୧୫।୧୨: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଚଳିତବର୍ଷ ମରୁଡ଼ି ପରିସ୍ଥିତି ଉପୁଜିଛି। ମାତ୍ର ଏଭଳି ସ୍ଥିତିରେ ବୀମା କମ୍ପାନୀ ଚାଷୀଙ୍କୁ ବୀମା ସହାୟତାରୁ ବଞ୍ଚିତ କରିବା ପାଇଁ ନାନା ଆଳ ଦେଖାଇବା ଆରମ୍ଭ କରି ଦେଇଛି । ବୀମା କମ୍ପାନୀ…

ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ

ବରଗଡ଼ ଅଫିସ୍‌,୧୪।୧୨: ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମାଣ୍ଡୋସିଲ ଧାନ କ୍ରୟକେନ୍ଦ୍ର(ମଣ୍ଡି)ରୁ ମଙ୍ଗଳବାର ଯୋଗାଣ ବିଭାଗ ୮୧ ପକେଟ୍‌ ଧାନ ଜବତ କରିଛି। ଜବତ ଧାନର ପରିମାଣ ୩୨ କୁଇଣ୍ଟାଲ ୯୦କିଗ୍ରା ରହିଛି । ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) କର୍ମଚାରୀ…

ଏସ୍‌ପି ଅଫିସ ଆଗରେ ଗର୍ଜିଲା କଂଗ୍ରେସ

ବରଗଡ଼ ଅଫିସ,୧୪।୧୨: ବରଗଡ଼ ଜିଲା କଂଗ୍ରେସ ମଙ୍ଗଳବାର ଆନ୍ଦୋଳନକୁ ଓହ୍ଲାଇଛି। କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ମମିତା ମେହେର ଏବଂ ଜିଲା ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ କରି ନ୍ୟାୟ ପ୍ରଦାନ ଦାବି କରିଛି ଜିଲା କଂଗ୍ରେସ…

ଅନୁସନ୍ଧାନୀ କୁକୁରର ମୃତଦେହ ସତ୍କାର କଲା ପୋଲିସ

ବରଗଡ ଅଫିସ,୧୩।୧୨: ବରଗଡ ଜିଲା ପୋଲିସକୁ ସହଯୋଗ କରି ଆସୁଥିବା ଅନୁସନ୍ଧାନୀ କୁକୁର ଜ୍ୟୋତିର ସୋମବାର ମୃତ୍ୟୁ ହୋଇଛି । ଦୀର୍ଘ ୧୩ ବର୍ଷ ଧରି ମୃତ ଅନୁସନ୍ଧାନୀ କୁକୁର ବରଗଡ ଜିଲା ପୋଲିସକୁ ସହଯୋଗ କରି ଆସୁଥିଲା। ତେବେ ଏହି…

ଏସିଡ୍‌ ମାଡ଼ରେ ୫ ଗୁରୁତର

ବରଗଡ଼ ଅଫିସ,୧୧ା୧୨: ବରଗଡ଼ ପୌର ପରିଷଦ ଅଧୀନ ୧୧ ନଂ ଓ୍ବାର୍ଡ ନୂଆପଡ଼ାରେ ଶନିବାର ଏସିଡ୍‌ ମାଡ଼ ହୋଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି। ଏମାନେ ହେଲେ ହରିହର ଭୋଇ(୩୦), ମନୋଜ ସୋନି(୩୦), ପବନ ସୋନି, ଗୀତା ଦେବୀ(୪୦) ଏବଂ…

ବରଗଡ଼ ଧନୁଯାତ୍ରା ସ୍ଥଗିତ

ବରଗଡ଼ ଅଫିସ୍‌,୧୦।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନକୁ ଦୃଷ୍ଟିରେ ରଖି ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଧନୁଯାତ୍ରା ମହୋତ୍ସବ ସମିତି ଅଧ୍ୟକ୍ଷ ତଥା ଜିଲାପାଳ ମୋନିଷା…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ମନେ ପଡ଼ିଲା ଚିନିକଳ କଥା

ବରଗଡ଼ ଅଫିସ୍‌,୭।୧୨: ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଏବଂ ଅନ୍ୟ ଶିଳ୍ପ ପ୍ରତିଷ୍ଠା ପାଇଁ ମଙ୍ଗଳବାର ବିଧାନସଭା ରୁମ ନଂ-୫୪ରେ ଏକ ଉଚ୍ଚସ୍ତରୀୟ ଆଲୋଚନା ହୋଇଛି । ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ…

୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍‌(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ ଟିମ୍‌…

ପରିବା କିଣିବା ବେଳେ ଧାରୁଆ ଅସ୍ତ୍ରରେ ଆକ୍ରମଣ

ପାଇକମାଳ,୨୦।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ ସାପ୍ତାହିକ ବଜାରରେ ଜଣେ ପୂର୍ବତନ ହୋମଗାର୍ଡଙ୍କୁୁ ମରାଣାନ୍ତକ ଆକ୍ରମଣ ହୋଇଛି। ଶନିବାର ସାପ୍ତାହିକ ବଜାରରେ ଜର୍ଜଗଡ ଗ୍ରାମର ହୋମଗାର୍ଡ ଗୋପାଳ ସା ପନିପରିବା କିଣୁ ଥିବା ସମୟରେ ମାଣ୍ଡିଆଢିପା ଗ୍ରାମର ଜୟ ସାହୁ ନାମକ ଜଣେ…

ଶିବ ମନ୍ଦିର ଦାନବାକ୍ସ ଭାଙ୍ଗି ଲୁଟିଲେ

ସରଣ୍ଡା,୧୮ା୧୧(ଡି.ଏନ.ଏ.): ବରଗଡ ଜିଲା ଅତାବିରା ଥାନା ଅଧୀନ ସରଣ୍ଡା ବିଶ୍ୱେଶ୍ୱର ବାବା ଶିବ ମନ୍ଦିର ଦାନବାକ୍ସ ଭାଙ୍ଗି ବୁଧବାର ରାତିରେ ଦୁର୍ବୃତ୍ତ ଦାନ ଅର୍ଥ ଲୁଟି ନେଇଛନ୍ତି। ସବୁଦିନ ଭଳି ରାତିରେ ପୂଜକ ପବିତ୍ର ନାଏକ ତାଲା ପକାଇ ଘରକୁ ଯାଇଥିଲେ।…

ଶବଦାହ ପାଇଁ ମିଳୁନି କାଠ, ମୃତଦେହ ରଖି ଧାରଣା

ବରଗଡ଼ ଅଫିସ,୧୮ା୧୧: ଶବଦାହ ପାଇଁ ବରଗଡ଼ ସହରରେ କାଠ ଅଭାବ ଦେଖାଦେଇଛି। ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର ସ୍ଥାନୀୟ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଏବଂ ଅନ୍ୟ ବିଭାଗୀୟ କର୍ମଚାରୀଙ୍କୁ ବାରମ୍ବାର ଅବଗତ କଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?