ବରଗଡ଼

ସ୍ଲଟ୍‌ ବୁକିଂ କଲେ ବରଗଡ଼ର ଯୁବତୀ, ଟିକା ନେଲେ ଉତ୍ତରପ୍ରଦେଶ ଲୋକ

ବରଗଡ଼ ଅଫିସ୍‌,୨୩।୧୦: ଦେଶରେ ଶହେ କୋଟି କୋଭିଡ୍‌ ଟିକାକରଣ ନେଇ ସରକାର ଡିଣ୍ଡିମ ପିଟୁଛନ୍ତି । ହେଲେ କୋଭିଡ୍‌ ଟିକା ନେଇ ନ ଥିବା ଲୋକଙ୍କୁ ମିଳିଛି ଭୁଲ ଟିକାକରଣ ପ୍ରମାଣପତ୍ର। ଏଭଳି ଘଟଣା ଘଟିଛି ବରଗଡ଼ର ଯୁବତୀ ଯଶୋବନ୍ତୀ ସାହୁଙ୍କ…

ବିବାହରେ ବିଫଳ ହେବାରୁ ଜୀବନ ହାରିଲେ ନାବାଳିକା

ପଦ୍ମପୁର,୨୩।୧୦(ଡି.ଏନ.ଏ): ପ୍ରେମରେ ବିଫଳ ହେବା ପରେ ପ୍ରେମୀ ଯୁଗଳ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏଥିରେ ପ୍ରେମିକାଙ୍କ ମୃତ୍ୟୁ ଘଟିଛି। ମାତ୍ର ପ୍ରେମିକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପରେ ସେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏଭଳି ଏକ…

ସ୍ବାମୀଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କଲେ ସ୍ତ୍ରୀ

ଝାରବନ୍ଧ,୧୮ା୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ କୁସୁମଦର୍ହା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ସମାରୀ ବରିହା(୩୨) ଘରେ ସ୍ବାମୀ ସଦାଶିବଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ବଚସାରୁ ଯୁବକଙ୍କୁ କରିଥିଲେ ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

ବରଗଡ଼ ଅଫିସ୍‌,୧୬।୧୦: ବରଗଡ଼ ସହରର ୱାର୍ଡ଼ ନଂ-୫ ବିଚ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତ୍ରିରେ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ବରଗଡ଼ କେଶବ…

ବରଗଡ଼ରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ହତ୍ୟା

ବରଗଡ଼ ଅଫିସ,୧୫।୧୦: ବରଗଡ଼ ସହର ବିଚ ରାସ୍ତା ଉପରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ପାରିପାଶର୍‌ବିକ ସ୍ଥିତିରୁ ଅନୁମାନ କରାଯାଉଛି। ତେବେ ମୃତ ଯୁବକଙ୍କ ପରିଚୟ ମିଳି ପାରି…

ଭୁଶୁଡ଼ିଲା ବନ୍ଧ: ଚାଷ ଜମିରେ ମାଡ଼ିଗଲା ପାଣି; ଏକର ଏକର ଫସଲ ନଷ୍ଟ

ବରଗଡ଼ ଅଫିସ,୧୫।୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜମରତଲା ପଞ୍ଚାୟତ ଅନ୍ତର୍ଗତ କଣ୍ଠେଶ୍ୱରପୁର ମାଟିବନ୍ଧ ପ୍ରକଳ୍ପ ଗୁରୁବାର ବିଳମ୍ବିତ ରାତ୍ରିରେ ଭୁଶୁଡ଼ି ପଡ଼ିଛି। ରକ୍ଷଣାବେକ୍ଷଣ ଅଭାବରୁ ମାଟିବନ୍ଧ ଡ୍ୟାମ ଭାଙ୍ଗି ପଡିଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାଦ୍ବାରା ବ୍ୟାପକ ଫସଲକ୍ଷତି ହୋଇଛି।…

ବରଗଡ଼ରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୧୧।୧୦: ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। କିନ୍ତୁ ଏହି ଜିଲାର ଚାଷୀମାନେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଛନ୍ତି। ଏହାସତ୍ତ୍ବେ କେନ୍ଦ୍ର କିମ୍ବା ରାଜ୍ୟ ସରକାର ଚାଷୀଙ୍କ ହିତ ପାଇଁ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି…

ଦୋକାନରେ ପଶିଲା ଗାଡ଼ି

ବରଗଡ଼ ଅଫିସ୍‌,୧୦।୧୦ ବରଗଡ଼ ସହର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ବେପରୁଆ ଗାଡ଼ି ଚାଳନା ଯୋଗୁ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ରବିବାର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବ୍ଲକ ଅଫିସ ନିକଟରେ ଏକ ଦୁର୍ଘଟଣା ଘଟିଥିଲା। ଏକ ଗାଡ଼ି…

ବିସ୍ଥାପିତ ହେବେ ୪୧୦ ପରିବାର

ଅମ୍ବାଭୋନା,୯।୧୦(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ କୁରୁମକେଲ ଗ୍ରାମରେ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପୁନର୍ବାସ ଯୋଜନା ଅନୁଯାୟୀ ଶୁକ୍ରବାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ହୀରାକୁଦ ବନ୍ୟପ୍ରାଣୀ ସଂରକ୍ଷଣ ଡିଏଫ୍‌ଓ ଅଂଶୁପ୍ରଭା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ପୋଲିସ ହେପାଜାତରେ ଯୁବକଙ୍କ ମୃତ୍ୟୁ ଘଟଣା: ବହୁଜନ ମିଳିତ ମଞ୍ଚର ବିକ୍ଷୋଭ

ବରଗଡ଼ ଅଫିସ,୮।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡ଼ାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କର ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଅଭିଯୁକ୍ତ…

ଗହଣା ଦୋକାନରେ ଜିଏସ୍‌ଟି ଚଢାଉ

ବରଗଡ଼ ଅଫିସ,୪।୧୦: ବରଗଡ଼ ସହରରେ ରହିଥିବା ଏକ ସୁନା ଗହଣା ଦୋକାନ ହରି ଜୁଏଲର୍ସରେ ସୋମବାର ଜିଏସ୍‌ଟି ଚଢାଉ ଚାଲିଛି। ଜିଏସ୍‌ଟିର ଏକ ୫ଜଣିଆ ଟିମ୍‌ ଏହି ଚଢାଉରେ ନିୟୋଜିତ ରହିଛନ୍ତି। ଚଢାଉ ଜାରି ରହିଥିବା ଯୋଗୁ ସେମାନେ ବର୍ତ୍ତମାନ କିଛି…

ଚାଷ ଜମିକୁ ଯାଇ ଫେରିଲେନି ନବବିବାହିତ

ବରଗଡ଼ ଅଫିସ୍‌,୨।୧୦: ବଜ୍ରପାତ ଯୋଗୁ ଶନିବାର ବରଗଡ଼ ବ୍ଲକ କଲାପାଣି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ଏଗାର ଓରଫ ଗୌର ଭୁଏ(୪୦)। ସୂଚନା ମୁତାବକ, ଗୌର ଜମିକୁ କାମ କରିବାକୁ ଯାଇଥିଲେ। କାମ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?