ବରଗଡ଼

ଅଢ଼େଇବର୍ଷ ବିତିଲା, ଗଡ଼ିଲାନି ବସ୍‌

ବରଗଡ଼ ଅଫିସ୍‌,୧୩।୭ – ଯାତ୍ରୀବାହୀ ବସ୍‌ ରହଣୀ ଏବଂ ଯାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ବରଗଡ଼-ଭେଡ଼େନ କେନାଲ ରାସ୍ତା ପାର୍ଶ୍ୱରେ ନୂତନ ଘରୋଇ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ଏହା ୨୦୧୮ ନଭେମ୍ବର ୨୫ରେ ଉଦଘାଟିତ ହୋଇଛି। ଇତିମଧ୍ୟରେ ଅଢ଼େଇ ବର୍ଷ ବିତିଯାଇ ଥିଲେ…

ରାତିରେ ଜବତ ହେଲା ଛତିଶଗଡ଼ରରୁ ଆସୁଥିବା ୪ ଧାନ ଗାଡ଼ି

ପଦ୍ମପୁର,୫।୭: ଛତିଶଗଡ଼ରୁ ବରଗଡ଼କୁ ଆସୁଥିବା ୪ଟି ଧାନ ବୋଝେଇ ଟ୍ରକ୍‌କୁ ପଦ୍ମପୁର ପୋଲିସ ସୋମବାର ରାତ୍ରିରେ ଜବତ କରିଛି। ସ୍ଥାନୀୟ ଯୋଗାଣ ନିରୀକ୍ଷକ ସୁନୀତା ନାହକଙ୍କ ଉପସ୍ଥିତିରେ ଟ୍ରକ୍‌ଗୁଡ଼ିକୁ ଏକ ରାଇସ୍‌ ମିଲରେ ଜିମା ଦିଆଯାଇଛି। ଛତିଶଗଡ଼ ପଟୁ ନଂ.ସିଜି୦୪ଜି ୫୯୦୩,…

ସମ୍ବଲପୁର, ବରଗଡ଼ରେ ୪ଦିନ ବିଦ୍ୟୁତ୍‌ କାଟ

ସମ୍ବଲପୁର,୫ା୭ (ବ୍ୟୁରୋ): ସମ୍ବଲପୁର ଚିପିଲିମା ପାୱାର ହାଉସ୍‌ରେ ମରାମତି କାମ ଯୋଗୁ ସମ୍ବଲପୁର ଓ ବରଗଡ ଜିଲାର ବିଭିନ୍ନ ଅଞ୍ଚଳକୁ ୪ଦିନ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ ହେବ। ଓଏଚ୍‌ପିସି ପକ୍ଷରୁ ଚିପିଲିମାରେ ପାୱାର ଟ୍ରାନ୍ସଫର୍ମରରେ ୧୨.୫ ଏମ୍‌ଭିଏ କ୍ଷମତାବିଶିଷ୍ଟ ନୂଆ ପାୱାର…

ଟିକ୍‌ଟକ୍‌ରୁ ପ୍ରେମ, ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ

ପାଇକମାଳ, ୩।୭: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଜାମସେଠ ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ କଟକରୁ ଗିରଫ କରିଛି।…

ବରଗଡ଼ରେ ଯୋଗଦେଲେ ନୂଆ ଜିଲାପାଳ ମୋନିଷା ବାନାର୍ଜୀ: ଧାନ ସଂଗ୍ରହ ଓ କୃଷିକୁ ଦେବେ ପ୍ରାଥମିକତା

ବରଗଡ଼ ଅଫିସ,୧।୭: ବରଗଡ଼ର ନୂଆ ଜିଲାପାଳଭାବେ ମୋନିଷା ବାନାର୍ଜୀ (ଆଇଏଏସ) ଗୁରୁବାର ଯୋଗଦାନ କରିଛନ୍ତି। ବରଗଡ଼ କୃଷି ପ୍ରାଧାନ୍ୟ ଜିଲା ହୋଇଥିବା ଯୋଗୁ ସେ ଧାନ ସଂଗ୍ରହକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି କୃଷି, ଅଣଧାନ ଚାଷକୁ ମଧ୍ୟ ଗୁରୁତ୍ୱ…

ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାନ ଗଦାକଲେ ଚାଷୀ

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହିଯାଇଛି। ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ ଦେଖାଇ…

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର ଜାତୀୟ…

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮ ନମ୍ବର ଥିବା ଏକ କାରକୁ ଅଟକାଇ ଥିଲା ପୋଲିସ। ଗାଡିର ତଲାସି ବେଳେ ମିଳିଥିଲା…

ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି

ବରଗଡ଼ ଅଫିସ୍‌,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା ଯୋଗୁ ବର୍ତ୍ତମାନ ସେଲୁନ, ବିୟୁଟି ପାର୍ଲର କର୍ମଚାରୀଙ୍କ ଜୀବନ ଦୁର୍ବିସହ ହୋଇପଡିଲାଣି। ବାରିକଙ୍କୁ କୌଣସି…

ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ

ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା ଓକିଲ ସଂଘ ଧାନ ଉଠାଣ ଏବଂ ଚାଷୀମାନଙ୍କୁ ଫସଲ କ୍ଷତି ଦାବିରେ ବରଗଡ଼ ଜିଲାପାଳ…

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି। ଜାଲିଆତି କରି ସାଢ଼େ ୩ କୋଟି ଟଙ୍କାର ସରକାରୀ ରିହାତି ତୋଷରପାତ କରିଥିବା ଅଭିଯୋଗରେ…

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?