ବରଗଡ଼

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅରୁଣ କୁମାର ପାତ୍ରଙ୍କୁ…

ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି…

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି।…

ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ…

କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ

ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍‌ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼ ସହର ଉପକଣ୍ଠ ଜମୁର୍ଡା ନିକଟ କୁଷ୍ଠାଶ୍ରମକୁସେ ପହଞ୍ଚି ଅନ୍ତେବାସୀଙ୍କ ସହିତ ଭାବ ବିନିମୟ ଏବଂ…

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ସାହ୍ଲେପାଲି…

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ…

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଟୋକନରେ ତ୍ରୁଟି, ଟୋକନ ଅବଧି ହ୍ରାସ ଏବଂ ଟୋକନ ଅବଧି ଶେଷ…

ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼ ଅଫିସ୍‌,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି। ସେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶୌଚ ପାଇଁ ଖଜୁରକଟାକୁ ଯାଇଥିଲେ। ସେଠାରେ ବଜ୍ରପାତ…

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ…

ଡାକ୍ତରଖାନାରେ ମୃତଦେହ ପକାଇ ଖସିଗଲେ ଦୁର୍ବୃତ୍ତ

ବରଗଡ଼ ଅଫିସ୍‌,୨୯।୫: ବରଗଡ଼ ସଦର ଥାନା ଅଧୀନ ପଥର୍ଲା ଛକ ନିକଟରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପରେ ଦୁର୍ବୃତ୍ତମାନେ ମୃତଦେହକୁ ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?