ବରଗଡ଼

ଜନ୍ମଦିନରେ ଅସହାୟଙ୍କୁ ବାଣ୍ଟିଲେ ରାଶନ ସାମଗ୍ରୀ

ବରଗଡ଼ ଅଫିସ୍‌,୨୪।୪: ଅସହାୟଙ୍କୁ ସହାୟତା ପ୍ରଦାନରେ ସାମାଜିକ ଗଣମାଧ୍ୟମରେ ଜଣାଶୁଣା ବରଗଡ଼ ଜିଲା ପାଇକମାଲ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ଶୁକ୍ରବାର ନିଆରା ଢ଼ଙ୍ଗରେ ନିଜ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ସେ ନିଜ…

ବରଗଡ଼ରେ ପୁଣି କରାମାଡ଼

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲାରେ କ୍ରମାଗତ କାଳବୈଶାଖୀର ତାଣ୍ଡବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ ଦୁଇଦିନ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବୃଷ୍ଟି(କରାମାଡ଼), ବର୍ଷାରେ ଅଞ୍ଚଳର ବହୁ ପରିମାଣରେ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । ତେବେ ସେହି…

ସଂକଳ୍ପ ପରିବାର ସହିତ ସାମିଲ ହେଲା ପୋଲିସ

ବରଗଡ଼ ଅଫିସ୍‌,୨୪।୪: ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ଦିନଠାରୁ ବରଗଡ଼ ବ୍ଲକ ବରଡ଼ୋଲର ସ୍ବେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଅମୃତ ଆହାର, ଭୋକିଲା ପେଟକୁ ମୁଠାଏ ଅନ୍ନ ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନରେ ଏଠାରେ ରହିଥିବା…

ଲକ୍‌ଡାଉନ୍‌ ଉଲ୍ଲଂଘନ: ୬ ଗିରଫ, ୧୫୦ ଲିଟର ମଦ ଜବତ

ଭଟଲି,୨୪ା୪(ଡି.ଏନ୍‌.ଏ.): କାରୋନା (କୋଭିଡ-୧୯) ମୁକାବିଲା ଲାଗି ସମଗ୍ର ଭାରତରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରି ସ୍ଥଳେ ଲକ୍‌ଡାଉନକୁ ଉଲ୍ଲଂଘନ କରି କେତେକ ଅସାଧୁ ବ୍ୟବସାୟୀ ଜଙ୍ଗଲ ତଥା ନିଜ ଘରେ ମହୁଲ ପୋଚକୁ ବ୍ୟବହାର କରି ଦେଶୀ ରନ୍ଧା ମଦ ପ୍ରସ୍ତୁତ…

କରୋନା ଲଢେଇ ପାଇଁ ସହାୟତା

ସୋହେଲା,୨୩ା୪(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ପେଟୁପାଲି ସରପଞ୍ଚ ଘୋଷାମଣୀ ବାଗ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ୧୦ହଜାର ଟଙ୍କାର ଚେକ୍‌ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ପ୍ରଦାନ କରିଛନ୍ତି ା ସେହିପରି ସୋହେଲା ବ୍ଲକ ଅବସରପ୍ରାପ୍ତ କର୍ମଚାରୀ…

ମନ୍ଦିରକୁ ବିଦ୍ୟୁତ୍‌ ସଂଯୋଗ କରିବାକୁ ଯାଇଥିଲେ: ଜୀବନ ଗଲା

ବରଗଡ଼ ଅଫିସ୍‌,୨୩।୪: ବରଗଡ଼ ବ୍ଲକ ଖଣ୍ଡହଥା ନିକଟ ନୂଆଗଡ଼ ଗ୍ରାମରେ ବିଦ୍ୟୁତ ଆଘାତରେ ଗୁରୁବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଏହି ଗ୍ରାମର ଅନିଲ ସାହୁ। ସେ ଗାଁ ପାଖ ତେଲିଟିକ୍ରାରେ ରହିଥିବା ଏକ ମନ୍ଦିରକୁ ବିଦ୍ୟୁତ୍‌…

ଭିଡ଼ିଓ କନଫେରେନ୍ସିଂରେ ଧାନ ସଂଗ୍ରହ କମିଟି ବୈଠକ: ମେ ପହିଲାରୁ ମଣ୍ଡି ଖୋଲିବାକୁ ଦାବି କଲେ ଚାଷୀ ପ୍ରତିନିଧି

ବରଗଡ଼ ଅଫିସ୍‌,୨୩।୪-ରବିଋତୁ ଧାନ ସଂଗ୍ରହ ପାଇଁ ଗୁରୁବାର ବରଗଡ଼ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ନୀତି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବରଗଡ଼, ଅତାବିରା, ପଦ୍ମପୁର, ବରପାଲି, ବିଜେପୁର ଆଦି ସ୍ଥାନର ଓସୱାନ ହଲ ଗୁଡ଼ିକରେ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଏହ…

ପୁଅ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ଗୋଟିଏ ପରିବାରର ୫ ସଦସ୍ୟ

ବିଜେପୁର,୨୩ା୪(ଡି.ଏନ୍‌.ଏ.) : କୋଭିଡ-୧୯ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଏଭଳି ସମୟରେ ପୁଅ ପାଇଁ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଗ୍ରାମରେ ମା’ଙ୍କ ସମେତ ୫ଜଣ ସଦସ୍ୟ ହୋମ୍‌ କ୍ବାରାଣ୍ଟାଇନରେ ରହିବାକୁ ପଡ଼ିବା ଅଞ୍ଚଳରେ ଚର୍ଚ୍ଚାର…

୩ ବ୍ଲକରେ ୯୩୨୬ ହେକ୍ଟର ଫସଲ କ୍ଷତି

ବରଗଡ଼ ଅଫିସ୍‌,୨୨ା୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ କରାମାଡ଼ ହୋଇଥିଲା। ଏଥିରେ ବରଗଡ଼, ବରପାଲି ଏବଂ ଅତାବିରା ବ୍ଲକର ୯୩୨୬ ହେକ୍ଟର ଜମିରେ ଧାନ ଫସଲ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ପ୍ରଭାବିତ ହୋଇଥିବା କୃଷିବିଭାଗ ଆକଳନରୁ ଜଣାପଡ଼ିଛି। ବରଗଡ଼ ବ୍ଲକର ଖଣ୍ଡହଥା,…

ଫସଲ କ୍ଷତି ଅନୁଧ୍ୟାନ ବେଳେ ସାମାଜିକ ଦୂରତ୍ୱକୁ ବେଖାତିର

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଯେଉଁଠି ସାମାଜିକ ଦୂରତ୍ୱକୁ ବେଖାତିର କରାଯାଉଛି, ସେଠାରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉଛି। ମାତ୍ର ବୁଧବାର ବରଗଡ଼ରେ ସ୍ଥାନୀୟ ଜନ…

ଭିଡ଼ିଓ କନଫେରେନ୍ସିଂରେ ସରପଞ୍ଚଙ୍କ ସହିତ କଥାହେଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୨।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସରପଞ୍ଚମାନଙ୍କ ସହିତ ଭିଡ଼ିଓ କନଫେରେନ୍ସିଂ ଜରିଆରେ କଥାବାର୍ତ୍ତା କରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଲକ୍‌ ଡାଉନ କଟକଣା ଯୋଗୁ ରାଜ୍ୟ ବାହାରେ ରହିଥିବା ଲୋକଙ୍କୁ ନିଜ ଅଞ୍ଚଳକୁ ଫେରାଇ ଆଣିବା ପାଇଁ ପଞ୍ଚାୟତସ୍ତରରେ…

ନିମ୍ନମାନର ଚାଉଳ ଦେଇ ଫସିଲା ଯୋଗାଣକାରୀ ସଂସ୍ଥା

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ନେଇ ସଂକ୍ରମିତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ଏହାକୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନକୁ ଏଥିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri