ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଥିବା ଜଣାପଡିଛି। ସେଗୁଡିକ ହେଉଛି ବଜାର ଦର…
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ୧୯୪୭ରେ ଭାରତର…
ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ
ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ ଚାଷୀଙ୍କ ପାଖକୁ ଟୋକନ ପହଞ୍ଚତ୍ଛି ଟୋକନରେ ବିକ୍ରି ଧାନ ପରିମାଣ କମାଇ ଦିଆଯାଇଥିବା ବେଳେ…
ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ସଭଁଏ ବିଶ୍ୱପ୍ରସିଦ୍ଧ କହିଆସୁଛନ୍ତି। ଏଥିରେ ଦ୍ୱିରୁକ୍ତି ମଧ୍ୟ ନାହିଁ। ତଥାପି…
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ। ଏହି ମହୋତ୍ସବରେ ୧୧ଦିନ ବ୍ୟାପୀ ବରଗଡ଼ରେ ଚାଲିବ କଂସ ରାଜୁତି। ବରଗଡ଼ ସହର ମଥୁରାନଗରୀ…
ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର
ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍ଏଚ୍ ୫୩ ଗୋଡ଼ଭଗାଠାରେ ୩ଘଣ୍ଟା ଧରି ଧାନ ରଖି ଆନ୍ଦୋଳନ କରିଥିଲା। ପ୍ରଶାସନ ପକ୍ଷରୁ ଉପଜିଲାପାଳ…
ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ
ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ l ଜିଲାର ୧ଲକ୍ଷ ୬୮ହଜାରରୁ ଊର୍ଦ୍ଧ୍ୱ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ…
ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ
ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏଥର ଯେଭଳି ପ୍ରସ୍ତୁତି ଚାଲିଛି, ସେଥିରୁ ଏବେଠାରୁ…
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା ଏମ୍ପି…
୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି। ପୋଲିସ ଏହି ଘଟଣାରେ ୨ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଗାଇସୀମା ଗ୍ରାମର…
ଧାନରେ ଇନ୍ପୁଟ୍ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସ୍ବାଭାବିକ ହୋଇପାରି ନାହିଁ। ଜିଲାର ମଣ୍ଡିକୁ ବିକ୍ରି ପାଇଁ ଯେଉଁ ହାରରେ…
ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ
ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ କର୍ମଚାରୀଙ୍କୁ ରୋଜଗାର ଦେଇ ୧୫ଟି ପରିବାର ଚଳାଉଛନ୍ତି ଦୀନେଶ। ମୁଣ୍ଡ ଝାଳ ତୁଣ୍ଡରେ ମାରି…
Archives


