ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ
ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ…
ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ
ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍ଏମ୍ଇଓ-ଓପି) ୨୦୨୬-୨୭ ଅଧୀନରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ରବିବାର ଭଟଲି ବ୍ଲକ ଅନ୍ତର୍ଗତ ନୂଆପାଲିରେ ଏକ…
ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଛି। ଏହି କ୍ରମରେ ବରଗଡ଼ସ୍ଥିତ ଇନଡୋର ଷ୍ଟାଡିୟମଠାରେ…
ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ: ପୂର୍ବତନ ଅବକାରୀ ନିରୀକ୍ଷକଙ୍କୁ ୩ବର୍ଷ କାରାଦଣ୍ଡାଦେଶ
ବରଗଡ଼, ୨୦।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ରେଞ୍ଜରେ କାର୍ଯ୍ୟରତ ପୂର୍ବତନ ଅବକାରୀ ନିରୀକ୍ଷକ ଇନ୍ଦ୍ରଜିତ ସାହୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡିଛି । ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତି ତାଙ୍କ ବିରୋଧରେ ଚାଲିଥିବା ଲାଞ୍ଚ ମାମଲାର ବିଚାର କରି ଶନିବାର ସାହୁଙ୍କୁ…
ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ବଢ଼ିଲା ଜନ ଅସନ୍ତୋଷ
ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି ଦିଆଯିବ। ଏ ନେଇ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ ଭାରତ ସରକାରଙ୍କ ଶ୍ରମ ଓ…
ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…
ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି ଦିଆଯିବ। ଏ ନେଇ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ ଭାରତ ସରକାରଙ୍କ ଶ୍ରମ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା
ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି । ଝାରବନ୍ଧ ଥାନା ଅଧିକାରୀ ସୁଶାନ୍ତ କୁମାର ପରିଡାଙ୍କ ସୂଚନା ଅନୁସାରେ ମୃତକ ତ୍ରିନାଥ…
ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ
ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ ବରଗଡ଼ ଜିଲା ଶିକ୍ଷା ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଅନ୍ୟପକ୍ଷରେ ଆସନ୍ତା…
୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ
ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପଦ୍ମପୁର ଉପଖଣ୍ଡରେ ଗତ ୧୧ ତାରିଖରୁ ଚାଲିଛି ରବିଋତୁର ଧାନ କିଣାବିକା। କିନ୍ତୁ…
ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ ବିକ୍ରି କରି ପାରି ନାହାନ୍ତି। ଏଭଳି ସ୍ଥିତିରେ ଚାଷୀଙ୍କ ଅମଳ ଧାନ କ୍ଷେତ,…
ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍ ନିର୍ମାଣ ଅନିୟମିତତା ଗୁମର
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ କର୍ତ୍ତବ୍ୟରେ ଘୋର ବିଶୃଙ୍ଖଳା…
ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍ ପଡ଼ି ଯାଇଛି। କେଉଁଠି ଅଧେ ଅଂଶ ଆଲୋକିତ ହୋଇଥିବାବେଳେ ଅଧେ ଅଂଶ ଦୀର୍ଘଦିନ ଧରି…

