ବରଗଡ଼

ବରଗଡ଼ରେ ଜମି ମାଫିଆ ସକ୍ରିୟ: ମା’ ସମଲେଶ୍ୱରୀଙ୍କ ଭୂ-ସମ୍ପତ୍ତିକୁ କରିନେଲେ ହଡ଼ପ

ବରଗଡ଼ ଅଫିସ,୧୫।୩: ବରଗଡ଼ ଜିଲାରେ ଜମି ମାଫିଆମାନେ ସକ୍ରିୟ ହୋଇ ପଡିଛନ୍ତି। ବିଭାଗୀୟ ଅଧିକାରୀ, କର୍ମଚାରୀ ମାନଙ୍କୁ ମୋଟା ଅଙ୍କର ହାତଗୁଞ୍ଜା ଦେଇ କେତେବେଳେ ଅନୁସୂଚିତ ଜାତି, (ଏସସି) ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ଜମିକୁ ଉଚ୍ଚ ବର୍ଗର ଲୋକେ ହାତେଇ…

ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବି, ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୩: ବରଗଡ଼ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରର ରକ୍ତ ଭଣ୍ଡାର ପରିସରରେ ରହିଥିବା ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବିରେ ସୋମବାର ବରଗଡ଼ ଜିଲାପାଳ ଅଫିସ ଆଗରେ ଧାରଣା ଦିଆଯାଇଛି। ସାମାଜିକ ଅନୁଷ୍ଠାନ ନିଷ୍ଠା ପରିବାରର ସମସ୍ତ କର୍ମକର୍ତ୍ତା ଏବଂ ସଭ୍ୟବୃନ୍ଦ ଏଥିରେ…

ବରଗଡ଼ ଆକାଶବାଣୀ ଶ୍ରୋତା ସମ୍ମିଳନୀ ଉଦ୍‌ଘାଟିତ

ବରଗଡ଼ ଅଫିସ,୧୪।୩: ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ରବିବାର ଆକାଶବାଣୀ ଶ୍ରୋତା ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଆକାଶବାଣୀ ସମ୍ବଲପୁରର କାର୍ଯ୍ୟକ୍ରମ ମୁଖ୍ୟ ମନୋଜ ପୂଜାରୀ ମୁଖ୍ୟ ଅତିଥି, ଏଫ୍‌ଏମ୍‌…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ୍‌,୧୨।୩ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଭୋର୍‌ରୁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଭୋର୍‌ ୫ଟାରୁ ଝଡ଼ବର୍ଷା ହୋଇ ପ୍ରାୟ ୪୫ ମିନିଟ୍‌ ଧରି ଲାଗି ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ବରଗଡ଼ ସହର ଉପକଣ୍ଠ ଘୁଲିପାଲି…

ବସନ୍ତରେ ବୈଶାଖ ତାତି

ବରଗଡ଼ ଅଫିସ୍‌,୧୧।୩: ବସନ୍ତ ସରିନାହିଁ। ହେଲେ ବୈଶାଖର ତାତି ପରିଲକ୍ଷିତ ହେଲାଣି। ଦିନ ୧୧ଟାରୁ ତାତିର ପ୍ରକୋପ ଜଣାପଡୁଛି। ରାସ୍ତାଘାଟରେ ଲୋକଙ୍କ ଯାତାୟାତ କମିଯାଉଛି। ଗତପ୍ରାୟ ସପ୍ତାହକ ପୂର୍ବରୁ ବରଗଡ଼ ଜିଲାରେ ଏଭଳି ଅନୁଭୂତ ହେଉଛି। ତାତି ଯୋଗୁ ଲୋକେ ମୁଣ୍ଡରେ…

ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଆନନ୍ଦ ପ୍ରଧାନ(୩୫)ଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚନାମା ରିପୋର୍ଟରେ…

ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଜୀବନଗଲା

ବରଗଡ଼ ଅଫିସ୍‌,୭।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଏକ ନିଛାଟିଆ ସ୍ଥାନରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଚଢ଼ାଉ ବେଳେ ଭୟରେ ଦୌଡି ପଲାଉଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଅଞ୍ଚଳରେ…

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ ସୀମାନ୍ତ…

ସନ୍ଥବାବାଙ୍କୁ ହତ୍ୟା ଘଟଣା: ଅର୍ଥଲୋଭରେ ମାରିଥିଲେ ଅଭିଯୁକ୍ତ

ଅତାବିରା,୫।୩: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ଜଣେ ସନ୍ଥବାବା ସ୍ବାମୀ ଦାମୋଦର ସଦା ବାବା(୭୫)ଙ୍କୁ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି । ପୋଲିସ ଏହି ମାମଲାରେ ଜଣେ…

ଡେଥ୍‌ ସାର୍ଟିଫିକେଟ ପିଛା ୬୦୦ ଟଙ୍କା ଦାବି କରୁଥିଲେ କିରାଣି

ବରଗଡ଼ ଅଫିସ୍‌,୪।୩: ବରଗଡ଼ ବ୍ଲକ ଅଧୀନ କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ଭି.ଏସ୍‌(ଭାଇଟାଲ ଷ୍ଟାଟିଷ୍ଟିକ୍‌) କିରାଣି ଭାବେ କାର୍ଯ୍ୟରତ ମନୋଜ କୁମାର ସ୍ବାଇଁ ଗୁରୁବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁକାଳୀନ ପ୍ରମାଣପତ୍ର (ଡେଥ୍‌ ସାର୍ଟିଫିକେଟ୍‌) ଦେବା…

ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ

ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି ଆଦି ସୀମାନ୍ତବର୍ତ୍ତୀ ଗାଁ ଗସ୍ତ କରିଥିଲେ। ଏହି ଅବସରରେ ଜିଲାପାଳ ସୀମାନ୍ତବାସୀଙ୍କୁ ଭେଟି ବିଭିନ୍ନ…

ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ

ବରଗଡ଼ ଅଫିସ୍‌,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦି ସେବା ଠିକ୍‌ ଭାବେ ମିଳିପାରୁନାହିଁ। ଏଭଳି ଅଭିଯୋଗ ନେଇ ବାରମ୍ବାର ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?