କୃଷି ଆଇନକୁ ବିରୋଧ, ଉଲଗୁଲାନ୍ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ
ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଦିବସ ଅବସରରେ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତିର ନେତୃତ୍ୱରେ…
କାଳିଆ ପରେ ବଳରାମ ଯୋଜନାରେ ମିଳିବ ଟଙ୍କା
ବରଗଡ଼ ଅଫିସ୍,୨୫।୨: ରାଜ୍ୟ ସରକାରଙ୍କ ବଳରାମ ଯୋଜନା ଗୁରୁବାର ବରଗଡ଼ ଜିଲାରେ ଆରମ୍ଭ ହୋଇଛି। ଅତାବିରା ସମବାୟ କେନ୍ଦ୍ର ବ୍ୟାଙ୍କ ଶାଖାରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଅତାବିରା ବ୍ଳକ ଅନ୍ତର୍ଗତ ମନାପଡ଼ା ଗ୍ରାମର ମହାଲକ୍ଷ୍ମୀ ଯୁଗ୍ମଦେୟ ଗୋଷ୍ଠିକୁ ୧ ଲକ୍ଷ ୬୦…
ଧାନ ବିକ୍ରି ସମସ୍ୟା, ଜିଲାପାଳଙ୍କୁ ଫେରାଦ ହେଲା ଏଏପି
ବରଗଡ ଅଫିସ,୨୫।୨: ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ତୁଟି ନାହିଁ। ଅନ୍ୟପଟେ ୧୫ ଦିନ ହେଲା, ଧାନ ଉଠାଣ ଦାବିରେ ପଦ୍ମପୁରରେ ଚାଷୀ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନ ଯୋଗୁ ପଦ୍ମପୁର ଉପଜିଲାପାଳ, ତହସିଲ, ବ୍ଲକ ଆଦି…
ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା
ବରଗଡ଼ ଅଫିସ୍,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ ଜଣେ ଯୁବକ ଗ୍ରାମର ଜଣେ ବୃଦ୍ଧାଙ୍କୁ ନୃଶଂସ ଭାବେ ହତ୍ୟା କରିଛନ୍ତି । ମୃତ…
ଧାନ ବିକି ପାରିଲେନି, ହୃଦ୍ଘାତରେ ଚାଷୀଙ୍କ ଜୀବନ ଗଲା
ପଦ୍ମପୁର,୨୩।୨(ଡି.ଏନ୍.ଏ.): ଧାନ ଅମଳ କରିଥିଲେ । ଅମଳ ଧାନକୁ ବିକ୍ରି ପାଇଁ ମଣ୍ଡିକୁ ଆଣିଥିଲେ। ତାହା ବିକ୍ରି ନ ହେବାରୁ ଧାନ ଉଠାଣ ଦାବିରେ ବରଗଡ଼ ଜିଲା ପଦ୍ମପୁରରେ ଚାଲିଥିବା ଚାଷୀ ଆନ୍ଦୋଳନରେ ମଧ୍ୟ ସାମିଲ ହୋଇ ଆସୁଥିଲେ। ତଥାପି ଧାନ…
ଆଶ୍ରମରେ ସନ୍ଥଙ୍କୁ ଗଳାକାଟି ହତ୍ୟା
ଅତାବିରା,୨୨।୨: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ରେଙ୍ଗାଲି କ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ମାତାଡ଼େରା ଶିବବାଳା ଯୋଗେଶ୍ୱରୀ ଦେବୀ ଆଶ୍ରମରେ ଜଣେ ସନ୍ଥଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ସେ…
ଆଶ୍ରମରୁ ବାବାଙ୍କ ମୃତଦେହ ଜବତ, ହତ୍ୟା ସନ୍ଦେହ
ଅତାବିରା,୨୨।୨(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ସୋମବାର ଜଣେ ସାଧୁସନ୍ଥଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ତେବେ ବାହାରେ ତାଲା…
ମଣ୍ଡିରୁ ଉଠୁନି ଧାନ, ସରକାରୀ ଅଫିସକୁ ଅଚଳ କଲେ ଚାଷୀ
ପଦ୍ମପୁର,୨୨।୨(ଡି.ଏନ୍.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ୩ ମାସ ବିତିଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁ ନାହିଁ। ଚାଷୀମାନେ ଧାନ ବିକ୍ରି କରିସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ…
ଯନ୍ତ୍ରୀଙ୍କ କାର୍ ଧକ୍କାରେ ବାଇକ୍ ଆରୋହୀଙ୍କ ଜୀବନ ଗଲା
ବରଗଡ଼ ଅଫିସ, ୨୦।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା କଣ୍ଠିପାଲି ମୁଖ୍ୟ ରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ କାର୍ (ନଂ.ଓଆର୧୭ଜେ/୫୪୨୪) ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅମ୍ବାଭୋନା ଥାନା ଭୁକ୍ତା ନିବାସୀ ସୁଦର୍ଶନ ପାତିକାର(୪୭)। କ୍ଷତିପୂରଣ…
ଆଖି ବୁଜିଲେ ପେଟ ବାହାରେ ପାକସ୍ଥଳୀ ଥିବା ଶିଶୁ
ବରଗଡ଼ ଅଫିସ,୨୦।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପେଟ ବାହାରେ ପାକସ୍ଥଳୀ ରହିଥିବା ଅବସ୍ଥାରେ ଜନ୍ମ ନେଇଥିବା ନବଜାତ ଶିଶୁପୁତ୍ରଙ୍କ ଶନିବାର ସକାଳୁ କଟକ ଶିଶୁଭବନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ପରିବାର ଲୋକେ ମୃତ ଶିଶୁପୁତ୍ରକୁ ଧରି…
ଧାନ ଉଠାଣ ଦାବିରେ ତାତିଲେ ଚାଷୀ
ପଦ୍ମପୁର,୨୦।୨(ଡି.ଏନ୍.ଏ.): ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତି ଯାଇଛି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ…
ନବଜାତ ଶିଶୁର ପେଟ ବାହାରେ ପାକସ୍ଥଳୀ
ବରଗଡ଼ ଅଫିସ,୧୯।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଏକ ଅଦ୍ଭୁତ ଶିଶୁପୁତ୍ର ଜନ୍ମ ନେଇଛି। ଶିଶୁପୁତ୍ରର ପେଟ ବାହାରେ ପାକସ୍ଥଳୀ ରହିଥିବା ଜଣାପଡ଼ିଛି। ଶିଶୁକୁ ପ୍ରଥମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ଏବଂ ପରେ ଭୀମସାର୍, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର…

