ଆରମ୍ଭରୁ ସାର ଅଭାବ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲାରେ ରବି ଚାଷକାମ ଜୋର୍ ଧରିଛି। ଅଧିକାଂଶ ସ୍ଥାନରେ ଚାଷୀମାନେ ତଳିପକା, ଧାନ ବୁଣା ସାରିଦେଲେଣି। କେତେକ ସ୍ଥାନରେ ରୁଆକାର୍ଯ୍ୟ ମଧ୍ୟ ଶେଷ ହୋଇଛି। ବର୍ତ୍ତମାନ ସମୟରେ ଧାନ ଫସଲ ପାଇଁ ୟୁରିଆ ସାରର ଆବଶ୍ୟକତା ରହିଛି।…
ଧାନ ଉଠାଣ ଦାବିରେ ଭାଜପାର ଚକାଜାମ ଆନ୍ଦୋଳନ
ବରଗଡ଼ ଅଫିସ,୧୩।୨: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତିଯାଇଛି। ମାତ୍ର ପଶ୍ଚିମ ଓଡ଼ିଶାର ବରଗଡ଼ ସମେତ ବିଭିନ୍ନ ଜିଲାରେ ଧାନ କିଣାବିକା ନେଇ ସମସ୍ୟା ତୁଟି ନାହିଁ। ବହୁସଂଖ୍ୟକ ଚାଷୀଙ୍କ ପାଖରେ ଲକ୍ଷ, ଲକ୍ଷ ବସ୍ତା ଧାନ ବିକ୍ରି…
ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ପରିବାରକୁ ଜଣାଇଲେ ସମବେଦନା
ସରଣ୍ଡା,୧୩।୨(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୁଣମଣି କର୍ମୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ କର୍ମୀଙ୍କ ପୁତ୍ର ବୁଲୁ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଫୋନ ଯୋଗେ ସମବେଦନା ଜଣାଇଥିଲେ। ସ୍ବର୍ଗତ ଗୁଣମଣି ବିଜୁ…
ଧାନ ବୋଝେଇ ଟ୍ରାକ୍ଟର ରଖି ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ
ପଦ୍ମପୁର,୧୧।୨(ଡି.ଏନ୍.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ ମାସ ବିତି ଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି।…
ମଣ୍ଡିରୁ ଉଠୁନି ଧାନ, ବ୍ଲକ ଅଫିସରେ ଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୯।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ତିନି ମାସ ବିତି ଗଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ କରି…
ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ
ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିବା ଶ୍ରମିକ (ହେମାଲି)ମାନେ ବେରୋଜଗାରକ୍ଷମ ହୋଇ ପଡିଛନ୍ତି। ଏ ନେଇ ସେମାନେ ଓଡ଼ିଶା ରାଜ୍ୟ…
ଫ୍ରିଜର ପୋଡି ସଂଗୃହିତ ୧୦ ୟୁନିଟ୍ ରକ୍ତ ନଷ୍ଟ
ବରଗଡ଼ ଅଫିସ୍,୭।୨: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ସଂରକ୍ଷଣ ବିଭାଗର ଫ୍ରିଜରରେ ରହିଥିବା ୧୦ ୟୁନିଟ୍ ସଂଗୃହିତ ରକ୍ତ ନଷ୍ଟ ହୋଇଛି। କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ଫ୍ରିଜର ଖରାପ ହେବାରୁ ଏଭଳି ହୋଇଥିବା ବିଭାଗୀୟ କର୍ତ୍ତୃପକ୍ଷ ସଫେଇ ଦେଇଛନ୍ତି।…
ଆରପିଏଫ୍ କର୍ମଚାରୀଙ୍କ ବଦାନ୍ୟତା: ରେଳଯାତ୍ରୀଙ୍କୁ ଫେରାଇଲେ ହଜିଲା ଭାନିଟି ବ୍ୟାଗ୍
ବରଗଡ଼ ଅଫିସ୍,୭।୨: ବରଗଡ଼ ଆର୍ପିଏଫ୍ କର୍ମଚାରୀ ଶନିବାର ଜଣେ ରେଳଯାତ୍ରୀଙ୍କ ହଜିଲା ଭାନିଟି ବ୍ୟାଗକୁ ସମ୍ପୃକ୍ତ ଯାତ୍ରୀଙ୍କୁ ଫେରାଇଛନ୍ତି। ଶେଖ୍ ଅଜିଜୁର ରେହମନ ନାମକ ଜଣେ ଯାତ୍ରୀ ତାଙ୍କର ସ୍ତ୍ରୀଙ୍କ ସହିତ ପୁରୀ-ଦୁର୍ଗ ଏକ୍ସପ୍ରେସରେ କଟକରୁ ବରଗଡ଼ ଆସିଥିଲେ। ଶନିବାର ଭୋର୍…
ଚକାଜାମ କଲେ ଚାଷୀ: ବରଗଡ଼ର ୮ଟି ସ୍ଥାନରେ ଚାଲିଛି ଆନ୍ଦୋଳନ
ବରଗଡ଼ ଅଫିସ,୬।୨: ଅଖିଳ ଭାରତୀୟ କିଷାନ ସଂଘର୍ଷ ସମନ୍ବୟ ସମିତି ଆହ୍ବାନ କ୍ରମେ ଶନିବାର ବରଗଡ଼ ଜିଲାରେ ଏକାଧିକ ଚାଷୀ ସଂଗଠନ ନେତୃତ୍ୱରେ ସ୍ବତଃସ୍ଫୁର୍ତ୍ତଭାବେ ଚାଷୀମାନେ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବି ତଥା…
ବରଗଡ଼ ଜିଲାପାଳ, ଏସ୍ପି ନେଲେ କୋଭିଡ ଟିକା
ବରଗଡ଼ ଅଫିସ,୬।୨: ବରଗଡ଼ ଜିଲାରେ ଶନିବାର କୋଭିଡ ଟିକାକରଣ ଚାଲିଛି। ଜିଲାପାଳଙ୍କ ଅଫିସ ପରିସରରେ ଅନୁଷ୍ଠିତ ଏହି ଟିକାକରଣ କାର୍ଯ୍ୟକ୍ରମରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରଥମେ ଟିକା ନେଇଥିଲେ। ସେହିପରି ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଏସ୍ପି ପଦ୍ମିନୀ…
ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ଗୁପ୍ତ ଏଜେଣ୍ଡା ସରକାର ପ୍ରକାଶ କରନ୍ତୁ: ପ୍ରଦୀପ ପୁରୋହିତ
ବରଗଡ଼ ଅଫିସ,୪।୨: ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ବୁଧବାର ତୋଫାନୀ ଗସ୍ତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର ପରିଦର୍ଶନରେ ଆସିଥିଲେ। ଏହି ଗସ୍ତର କିଛି ଗୁପ୍ତ ଏଜେଣ୍ତା ରହିଛି କି ବୋଲି…
‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’
ବରଗଡ଼ ଅଫିସ୍/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ୫-ଟି ସଚିବ ଭି.କେ.ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣା ବୁଧବାର ବରଗଡ଼…

