ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଏସଡ଼ିସିସି ବ୍ୟାଙ୍କ ଦେଲା ୫ଲକ୍ଷ ଟଙ୍କା
ବରଗଡ଼ ଅଫିସ୍,୩୧।୩-ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏ ନେଇ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଗୁରୁକୃଷ୍ଣ ଦାଶ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ଚେକ୍ ପ୍ରଦାନ…
ଥାନାରେ ବିବାହ କଲେ ପ୍ରେମୀଯୁଗଳ
ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ପରିସରରେ ମଙ୍ଗଳବାର ନିରାଡ଼ମ୍ବର ଭାବେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୭ ନଦୀପଡ଼ାର ପବିତ୍ର ସାହୁ ଅମ୍ବାପାଲିର ଲକ୍ଷ୍ମୀ ମେହେରଙ୍କୁ ଜୀବନସାଥୀଭାବେ ଗ୍ରହଣ କରିଛନ୍ତି । ବିବାହ…
କରୋନା ପ୍ରତିହତ ପାଇଁ ସହରରେ ସାନିଟାଇଜର ସ୍ପ୍ରେ କଲା ଏନ୍ଏସି
ବିଜେପୁର, ୩୧।୩(ଡି.ଏନ୍.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବ୍ୟକ୍ତିଗତ ସଚେତନତା ହିଁ ଏକମାତ୍ର ବିକଳ୍ପ। ତେଣୁ ସରକାର ଲକ୍ଡାଉନ ଘୋଷଣା କରି ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସଚେତନତା ସୃଷ୍ଟି କରୁଛନ୍ତି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ସରକାର ବିଭିନ୍ନ…
ଶଯ୍ୟାଶାୟୀ ମଧୁମେହ ରୋଗୀଙ୍କୁ ଉଦ୍ଧାର କଲା ପ୍ରଶାସନ
ବିଜେପୁର, ୩୦।୩ (ଡି.ଏନ.ଏ.)-କରୋନା ପ୍ରତିହତ ପାଇଁ ରାଜ୍ୟର ସମସ୍ତ ଜିଲା ଲକ୍ ଡାଉନ ରହିଛି । ଦିନ ମଜୁରିଆ ହାତବାନ୍ଧି ବସି ରହିବାକୁ ବାଧ୍ୟ ହେଉଛନ୍ତି । ପେଟକୁ ଦାନା ଯୋଗାଡ କରିବା କଷ୍ଟକର ହେଉଛି। ଅର୍ଥାଭାବରୁ ଚିକିତ୍ସିତ ହୋଇ ନ…
ରକ୍ତଦାନ କରି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି
ବରଗଡ଼ ଅଫିସ୍,୩୦।୩- ବରଗଡ଼ ବ୍ଲକ ଖଣ୍ଡହଥା ଗ୍ରାମର ଶହୀଦ୍ ରଞ୍ଜନ ଦାଶଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। ନିଷ୍ଠା ପରିବାର ପକ୍ଷରୁ ହୋଇଥିବା ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀ ଏବଂ ଶହୀଦଙ୍କ ପରିବାର ଲୋକେ ଶହୀଦ୍ ସ୍ମାରକୀପୀଠକୁ ଆସି ଶ୍ରଦ୍ଧାଞ୍ଜଳି ଅର୍ପଣ…
ଛତିଶଗଡ଼ ସୀମାନ୍ତ ରାସ୍ତାକୁ ସିଲ୍ କଲେ ଗ୍ରାମବାସୀ
ବରଗଡ଼ ଅଫିସ୍,୩୦।୩-କରୋନା ସଂକ୍ରମଣକୁ ପ୍ରତିହତ ଉଦ୍ଦେଶ୍ୟରେ ସାମାଜିକ ଦୂରତା ବଜାୟ ରଖିବାରେ ଜନ ଚେତନା ବଢ଼ିବାରେ ଲାଗିଛି । ଏହି କ୍ରମରେ ବାହ୍ୟ ଅଞ୍ଚଳରୁ ନିଜ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକରେ ପ୍ରବେଶ ଅବରୋଧ କରୁଛନ୍ତି । ସୋମବାର ବରଗଡ଼…
ବାହାର ଲୋକଙ୍କୁ ସରଣ୍ଡା ମନା: ୩ଟି ରାସ୍ତା ସିଲ୍କଲେ ଗ୍ରାମବାସୀ
ସରଣ୍ଡା,୩୦।୩(ଡି.ଏନ୍.ଏ.): କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ପଞ୍ଚାୟତ ବରଗଡ଼ ଜିଲା ସରଣ୍ଡା ଗ୍ରାମବାସୀ ସୋମବାରଠାରୁ ଗ୍ରାମକୁ ସଂଯୋଗ କରୁଥିବା ୩ଟି ପ୍ରବେଶପଥକୁ ବନ୍ଦ କରିଛନ୍ତି। ସରଣ୍ଡା ସମେତ କଟାପାଲି, ଚକୁଳି ଗ୍ରାମବାସୀ ମଧ୍ୟ…
ଆମ୍ବଗଛ ମୂଳେ ୪ ପରିବାର
ବରଗଡ଼ ଅଫିସ୍,୨୯।୩-ଠାକୁରାଣୀ(ସରମଙ୍ଗଳା)ଙ୍କୁ ଧରି ସପରିବାର ଗାଁ ଗହଳିକୁ ଯାଇ ଦୁଇ ପଇସା ରୋଜଗାର କରନ୍ତି । ସେଥିରୁ ସେମାନଙ୍କ ପରିବାର ଗୁଜୁରାଣ ମେଣ୍ଟିଥାଏ । ମାତ୍ର ଲକ୍ ଡାଉନ୍ ଯୋଗୁ ରୋଜଗାର ତ ଦୂରର କଥା, ଗ୍ରାମଠାରୁ ବହୁଦୂର ପଦ୍ମପୁର ଉପଖଣ୍ଡ…
ସାଇକେଲରେ ଘରକୁ ଫେରିଲେ ବାହାର ରାଜ୍ୟ ଟ୍ରକ୍ ଚାଳକ
ବରଗଡ଼ ଅଫିସ୍,୨୯।୩-ମାଲ୍ ପରିବହନ କାମ ପାଇଁ ବରଗଡ଼ ସହର ଉପକଣ୍ଠ ସିମେଣ୍ଟ କାରଖାନାକୁ ଆସିଥିବା ବାହ୍ୟ ରାଜ୍ୟର କେତେକ ଟ୍ରକ୍ ଚାଳକ ହଇରାଣ ହୋଇଛନ୍ତି। ଲକ୍ ଡାଉନ୍ ପରେ ନୂଆ ସାଇକେଲ କିଣି ସେଥିରେ ନିଜ ଗ୍ରାମକୁ ଫେରଛନ୍ତି। କାରଖାନା କର୍ତ୍ତୃପକ୍ଷଙ୍କଠାରୁ…
ଦୁର୍ଗା ମନ୍ଦିରକୁ ସିଲ୍ କରିଦେଲା ପ୍ରଶାସନ
ସରଣ୍ଡା,୨୯।୩(ଡି.ଏନ.ଏ)-ବରଗଡ଼ ଜିଲା ଅତାବିରାରେ ରହିଥିବା ଦୁର୍ଗା ମନ୍ଦିରକୁ ଶନିବାର ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି। ସେଠାକୁ ପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ଅଧିକାରୀମାନେ ସେଠାକୁ ପହଞ୍ଚି ସିଲ୍ କରିଥିଲେ। କରୋନା…
ରାସ୍ତାରେ ଢାଲିଦେଲେ ଟମାଟର୍
ବରଗଡ଼ ଅଫିସ୍,୨୯।୩- ଘାତକ କରୋନା ଭୂତାଣୁ(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ ପାଇଁ ହୋଇଥିବା ଲକ୍ ଡାଉନ୍ କଟକଣାର ପ୍ରଭାବ ପରିବା ଚାଷୀଙ୍କ ଉପରେ ମଧ୍ୟ ପଡ଼ିଛି । ଚାଷୀମାନେ ନିଜ କିଆରୀରୁ ଅମଳ ପରିବା ବିକ୍ରି ପାଇଁ ବଜାରକୁ ଯାଇପାରୁ ନଥିବାବେଳେ ବାହାରୁ…
କରୋନା ଲାଗି ବୈରଖପାଲି ଗାଁ ରାସ୍ତା ସିଲ୍ କଲେ ଓ୍ବାର୍ଡସଭ୍ୟ
ବିଜେପୁର,୨୯।୩(ଡି.ଏନ୍.ଏ.): କରୋନା ବିଶ୍ବବାସୀଙ୍କ ନିଦ ହଜାଇ ଦେଇଛି। ଏହାର ମୁକାବିଲା ଲାଗି ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ଗାଁ ରାସ୍ତାକୁ ଓ୍ବାର୍ଡସଭ୍ୟଗଣ ରବିବାର ସିଲ୍ କରି ଦେଇଛନ୍ତି। ଉକ୍ତ ଗ୍ରାମର…
Archives


