ବରଗଡ଼

ପଡ଼ା ଗାଁରେ ପୁଷ୍‌ପୁନି ଭେଟଘାଟ: କୁଇଜ, ନୃତ୍ୟଗୀତରେ ଦର୍ଶକ ବିଭୋର

ବରଗଡ, ୧୦।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପଡା ଗାଁରେ ପ୍ରକାଶ ସାଂସ୍କୃତିକ ସଂସଦ ପକ୍ଷରୁ ସ୍ଥାନୀୟ ଲକ୍ଷ୍ମୀ ଲୀଳା ମଣ୍ଡପରେ ପୁଷ୍‌ପୁନି ଭେଟଘାଟ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ମୁକ୍ତି ସଂଗ୍ରାମୀ ଭାଗୀରଥି ପଟ୍ଟନାୟକ, ଜମ୍ବୋବତୀ ପଟ୍ଟନାୟକ, ପ୍ରଫୁଲ୍ଲ ପଟ୍ଟନାୟକଙ୍କ…

ବରଗଡ଼ ଧନୁଯାତ୍ରା: ମଥୁରା ବୁଲିଲେ କୃଷ୍ଣ ବଳରାମ

ମଥୁରାନଗରୀ,୧୦।୧ – ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଦଶମ ଦିବସରେ ଅନ୍ୟ ଦିନ ଭଳି କଂସ ମହାରାଜା ମଥୁରା ନଗରୀ ପରିକ୍ରମା କରିଥିବାବେଳେ ଶ୍ରୀକୃଷ୍ଣ ଓ ବଳରାମଙ୍କ ମଥୁରା ପରିଭ୍ରମଣ ଅନ୍ୟତମ ଆକର୍ଷଣ ଥିଲା। ନିଜ ପାଖରେ ପାଇ ମଥୁରାବାସୀ ଘରେ…

ମଥୁରାରେ କୃଷ୍ଣ, ବଳରାମ

ମଥୁରାନଗରୀ/ଗୋପପୁର,୯ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ବୁଧବାର ନବମ ଦିବସରେ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ନନ୍ଦଭବନରୁ ବାହାରି ଥିଲେ। ନନ୍ଦରାଣୀ, ନନ୍ଦରାଜା ବେନିଭାଇଙ୍କ ଶୁଭ ମନାସୀ ଥିଲେ। ଶ୍ରୀକୃଷ୍ଣ, ବଳରାମ ଗୋପପୁର ପରିକ୍ରମା କରି ଗୋପ ମଣ୍ଡପରେ ପହଞ୍ଚିଥିଲେ। ଗୋପପୁର ପରିକ୍ରମା…

ସୁରେଖାକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଗଣ୍ଡତୁରୁମ, ୯ା୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ବ୍ରାହ୍ମଣତୁରୁମ ଗଁାର ସୁରେଖା ମେହେର(୪୫)। ସେ ଦୁଇ ବଛର ହେଲା ମେରୁହାଡ଼ ସମସିଆରେ ଖଟେ ପଡ଼ିରହିଛନ୍‌। ଇ ବାବ୍‌ଦେ ଗଲା ଡିସେମ୍ବର ୩୦ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ…

ସାଫ୍‌ସଫେଇ ଲାଗି ଅଁଟା ଭିଡ଼ଲେ ମହିଲା

ଗଣ୍ଡତୁରୁମ, ୯ା୧(ଡି.ଏନ୍‌.ଏ.)-  ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ଟିହିକିପାଲି ଗଁାର ସମ୍ପୂର୍ଣ୍ଣା ସ୍ବୟଂ ସହାୟକ ଦଲର ମହିଲାମାନେ ନିରୁଜ୍‌ ଆର ସାଫ୍‌ସୁତର ପରିବେଶ ଲାଗି ଅଁଟା ଭିଡ଼ିଛନ୍‌। ଦଲର ସଭାନେତ୍‌ରୀ ଇତିଶ୍ରୀ ଛୁରିଆ, ସମ୍ପାଦିକା ସୁବର୍ଣ୍ଣ ଛୁରିଆକଁର ମଂଗୁଆଲତିରେ ବୁଧବାର…

୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ଅଭିଯୋଗ: ସିମେଣ୍ଟ କାରଖାନା ସମ୍ମୁଖରେ ଉତ୍ତେଜନା

ବରଗଡ଼ ଅଫିସ,୮।୧: ବରଗଡ଼ ସିମେଣ୍ଟ କାରଖାନାର କେତେକ କର୍ମଚାରୀ ବିଶାଲଟିକ୍ରା ଗ୍ରାମର ୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବୁଧବାର କାରଖାନା ସମ୍ମୁଖରେ ଉତ୍ତେଜନା ପ୍ରକାଶ ପାଇଛି । ଶତାଧିକ ଗ୍ରାମବାସୀ କାରଖାନା ନିକଟକୁ ଆସି…

ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା

ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡରେ ପରିଲକ୍ଷିତ ହୋଇଛି। ଏହି କ୍ରମରେ ବରଗଡ ଶ୍ରମିକ ସମନ୍ବୟ…

ଚିକିଛା ଅଭାବୁ ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ବୁଲୁ: ମାଏକିନାର ଉପରେ ୫ ପରାନୀର ବୋଝ୍‌

ଗଣ୍ଡତୁରୁମ, ୮ା୧(ଡି.ଏନ୍‌.ଏ.)-ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଭାଙ୍ଗକୁଦ ଗଁାର ବୁଲୁ ହଂସ(୪୩)। ସେ ଆଏଜ୍‌କେ ୨ ବଛର ହେଲା ରୋଗ୍‌ ବେମାରୀରେ ଶଢ଼ୁଛନ୍‌। ପରିବାର ଲୋକ୍‌ ଲାଗ୍‌ବରମସ କରି ତାକର ଚିକିଛା କରେଇ ନିରାଶ ହେଇଛନ୍‌। ଏହେଦେ ଟଁକା…

ଚେକ୍‌ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲା: ୪ ଅଭିଯୁକ୍ତ ଗିରଫ

ବରଗଡ ଅଫିସ,୭।୧: ବରଗଡ ଜିଲା ଭଟ୍‌ଲିସ୍ଥିତ ଏସ୍‌ଡିସିସି ବ୍ୟାଙ୍କର ଜଣେ ଉପଭୋକ୍ତା ଅପରାଜିତା ମିଶ୍ରଙ୍କ ଆକାଉଣ୍ଟରୁ ଚେକ୍‌ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ ଟାଉନ ଥାନା…

ଶେଷ୍‌ ନିଶାସ୍‌ ଗନୁଛେ ଶୀତଲଭଣ୍ଡାର

  ବରପାଲି, ୭।୧ (ଡି.ଏନ.ଏ)- ବରଗଡ଼ ଜିଲା ବରପାଲିରେ ୧୯୬୨ରୁ ୧୯୬୬ ସାଲ ଭିତରେ ସେବେଲର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକକଁର ଚେଷ୍‌ଟାରେ ଇଠାନେ ବହୁତ୍‌ କଲକାରଖାନା ତିଆର ହେଇଥିଲା। ସେ ଭିତରେ ତେଲକଲ୍‌, ଚିନିକଲ୍‌, ଲୁହା କାରଖାନା, ବାଲ୍‌ଟି କାରଖାନା ଆର…

ଭଗବାନ ଭରସାରେ କ୍ୟାନସର ପୀଡ଼ିତ୍‌ ଧର୍ମରାଜ: ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

ଜାମଟିକ୍ରା, ୬ା୧(ଡି.ଏନ୍‌.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକୁ ମାହାଲିଆ ସୁଆସ୍‌ତିଅ ସେବା ଯୁଗେଇ ଦେବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ଏଭେ ରାଏଜ୍‌ ସରକାର ସୁଆସ୍‌ତିଅ ସେବାକେ ଅଧ୍‌କା ଗୁରୁତ୍‌ ଦେଇ ସେଟାକେ ୫-ଟି,…

ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିବସ: ମଥୁରାକୁ ଦହି ବିକିଗଲେ ଗୋପାଙ୍ଗନା

ବରଗଡ଼ ଅଫିସ,୪।୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ପଞ୍ଚମ ଦିବସ। ଏହି ଦିବସରୁ ଆରମ୍ଭ ହୋଇଛି ଗୋପୀ, ଗୋପାଙ୍ଗନାଙ୍କ ଦହି ବିକା ଦୃଶ୍ୟାଭିନୟ। ଚନ୍ଦ୍ରସେଣାଙ୍କ ସମେତ ଗୋପୀ,ଗୋପାଙ୍ଗନାମାନେ ଯମୁନା(ଜୀରାନଦୀ) ପାରି ହୋଇ ଗୋପପୁର(ଅମ୍ବାପାଲି)ରୁ ମଥୁରାନଗରୀ(ବରଗଡ଼)କୁ ପ୍ରବେଶ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri