କୃଷି ବିଲକୁ ବିରୋଧ: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ
ବରଗଡ଼ ଅଫିସ,୫।୧୧: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜିଛି। ଏହିକ୍ରମରେ ଗୁରୁବାର ଅଖିଳ ଭାରତୀୟ କିଶାନ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନରେ ଦେଶବ୍ୟାପୀ ଆନ୍ଦୋଳନ କରାଯାଇଛି। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ମଧ୍ୟ ଏହାର ତାତି ପରିଲକ୍ଷିତ…
ବ୍ୟବସାୟ ଆଳରେ ୩୨ଲକ୍ଷ ଠକେଇ
ବରଗଡ଼ ଅଫିସ୍,୪।୧୧: ବ୍ୟବସାୟିକ ପ୍ରଲୋଭନ ଦେଖାଇ ମୁମ୍ବାଇର ଏକ ସଂସ୍ଥା ବରଗଡ଼ର ୪ଜଣଙ୍କଠାରୁ ୩୧ଲକ୍ଷ ୬୬ହଜାର ୩୦୦ଟଙ୍କା ଠକି ନେଇଛି। ଏ ନେଇ ସମ୍ବଲପୁର ସାଇବର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା (ନଂ.୨୩/୨୦) ରୁଜୁ କରି ତଦନ୍ତ କରୁଛି…
ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ
ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର ୩, ଅତାବିରା ବ୍ଲକର ୧, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍ଏସିର ୯, ଭଟଲି…
ବରଗଡ଼ରେ ପୁଣି ୯୯ ନୂଆ କରୋନା ଆକ୍ରାନ୍ତ, ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ
ବରଗଡ଼ ଅଫିସ,୧ା୧୧: ବରଗଡ଼ ଜିଲାରେ ରବିବାର ପୁଣି ୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରେ ୬ ଶିଶୁଙ୍କ ସମେତ ୩୩ ମହିଳା ଓ ୬୬ ପୁରୁଷ ଅଛନ୍ତି। ନୂଆ ପଜିଟିଭ୍ଙ୍କୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…
ବରଗଡ଼ରୁ ପୁଣି ୬୧ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୬୩୦ରେ
ବରଗଡ଼ ଅଫିସ,୩୧।୧୦: ବରଗଡ ଜିଲାରେ ଶନିବାର ପୁଣି ୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୦ ମହିଳା ଏବଂ ୩୧ ପୁରୁଷ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୩୦ରେ ପହଞ୍ଚିଛି। ସେମାନଙ୍କ…
ବରଗଡରୁ ନୂଆ ୩୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୬୯କୁ ବୃଦ୍ଧି
ବରଗଡ଼ ଅଫିସ,୩୦।୧୦: ବରଗଡ ଜିଲାରେ ଶୁକ୍ରବାର ପୁଣି ୩୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୩ଜଣ ରହିଥିବା ବେଳେ ବରଗଡ଼ ବ୍ଲକର ୨, ଅତାବିରା ବ୍ଳକର ୩, ପଦ୍ମପୁର ବ୍ଲକର ୧,…
ପଦ୍ମପୁରରେ କୃଷି ବିଲ୍ ବିରୋଧରେ ଗର୍ଜିଲେ ଚାଷୀ
ବରଗଡ଼ ଅଫିସ,୩୦।୧୦: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ଉଠିଛି। ଏହି କ୍ରମରେ ଶୁକ୍ରବାର ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତି ଆହ୍ବାନରେ ବରଗଡ଼ ଜିଲା ପଦ୍ମପୁର ଗୋରୁ ମାର୍କେଟ ପରିସରରେ କୃଷକ ଚେତାବନୀ ବିକ୍ଷୋଭ ସମାବେଶ ଅନୁଷ୍ଠିତ…
ବରଗଡ଼ରେ ଖସୁଛି କରୋନା ଗ୍ରାଫ୍: ଆଜି ମାତ୍ର ୩୫ ପଜିଟିଭ୍ ଚିହ୍ନଟ, ୮୫୩୪ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ବରଗଡ଼ ଅଫିସ,୨୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗୁରୁବାର ଜିଲାରେ ମାତ୍ର ୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ଜଣେ, ବରଗଡ଼ ବ୍ଲକର ୨, ଅତାବିରା ବ୍ଲକର ୪, ପଦ୍ମପୁର ବ୍ଲକର…
ବରଗଡ଼ରୁ ୩୨ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୪୫୮ରେ ପହଞ୍ଚିଲା
ବରଗଡ଼ ଅଫିସ,୨୭।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗଡ଼ ବ୍ଲକର ୨, ଅତାବିରା ବ୍ଳକର ୩, ଅତାବିରା…
ବରଗଡ଼ରୁ ପୁଣି ୪୯ ଜଣଙ୍କୁ କରୋନା: ଆଜିବି ରହିଛନ୍ତି ଜଣେ ଶିଶୁ
ବରଗଡ଼ ଅଫିସ,୨୬।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସୋମବାର ଜିଲାରେ ପୁଣି ୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…
ତିନି ମହଲା ଛାତରୁ ପଡ଼ିଗଲେ ପାଇପ୍ କାରିଗର: ଚାଲିଗଲା ଜୀବନ
ବରଗଡ଼ ଅଫିସ,୨୬।୧୦: ବରଗଡ଼ ସହରର ଏକ ଆପାର୍ଟମେଣ୍ଟର ତିନି ମହଲା ଛାତ ଉପରୁ ପଡ଼ି ସୋମବାର ଜଣେ ପାଇପ୍ କାରିଗରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବରଗଡ଼ ପୌରପରିଷଦ ଅଧୀନ ୱାର୍ଡ ନଂ-୨ର ବିଜୟ ମଲ୍ଲିକ(୩୦)। ପ୍ରକାଶ ଯେ, ବିଜୟ ଉକ୍ତ…
ଗ୍ରୀସୁଲ ନଦୀ ବ୍ରିଜ ନିକଟରୁ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତଦେହ ଉଦ୍ଧାର
ବରଗଡ ଅଫିସ,୨୫।୧୦-ବରଗଡ ମୁଖ୍ୟ କେନାଲରେ ଗତ ଶୁକ୍ରବାର ଓ ଶନିବାର ୨ଜଣ ଭାସି ଯାଇଥିଲେ। ଶନିବାର ଭାସି ଯାଇଥିବା ବରଗଡ ତଳିପଡାର ଯୁବକ ଓମ ପ୍ରକାଶ ଭୋଇ(୨୨)ଙ୍କ ମୃତଦେହ ରବିବାର ସକାଳୁ ବରଗଡ଼ ମୁଖ୍ୟ କେନାଲର ଗୁଡେଶିରା ନିକଟରୁ ଉଦ୍ଧାର କରାଯାଇଥିଲା।…

