ବରଗଡ଼

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ପ୍ଲାଜମା ଦାନ କରିଥିବା ୨ଜଣଙ୍କୁ କରାଗଲା ସମ୍ବର୍ଦ୍ଧନା

ବରଗଡ଼ ଅଫିସ,୧୫।୮: ବରଗଡ ଜିଲା ଜର୍ଜ ହାଇସ୍କୁଲ ପଡିଆରେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଜାତୀୟ ପତାକା ଉତ୍ତୋଳନ ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ। ସହିଦ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ ସହିତ କରୋନା…

ବରଗଡ଼ରେ ପୁଣି ୫୬ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୭ଶହ

ବରଗଡ଼ ଅଫିସ୍‌,୧୧।୮: ବରଗଡ଼ ଜିଲାରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ଜିଲାରେ ପୁଣି ୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରପରିଷଦରେ ସର୍ବାଧିକ ୩୦ଜଣ ରହିଛନ୍ତି । ସେହିପରି ବରଗଡ଼ ବ୍ଲକ,…

ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ ବ୍ଲକର ଚାଷୀମାନେ ୨୦୧୯ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ପାଇ ପାରି ନାହାନ୍ତି ।…

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆର ୨, ବରଗଡ଼ ପୌର ପରିଷଦ ଅଧୀନ ୭…

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା। ମାତ୍ର…

ନୂଆଁଖାଇରେ କୋଭିଡ୍‌ କଟକଣା କୋହଳ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ପଶ୍ଚିମ ଓ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ କୋଭିଡ୍‌ କଟକଣା କୋହଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ସେହି ଚିଠିରେ ଏମ୍‌ପି ଉଲ୍ଲେଖ କରିଛନ୍ତି ଯେ, ନୂଆଁଖାଇ…

ଗନ୍ଧମାର୍ଦ୍ଧନରେ ଯବାନ-ମାଓବାଦୀ ଗୁଳି ବିନିମୟ: ୪ ମାଓବାଦୀ କ୍ୟାମ୍ପ ଠାବ

ବରଗଡ଼ ଅଫିସ,୯।୮: ବରଗଡ଼ ଜିଲା ପାଇକମାଳ ନିକଟ ଗନ୍ଧମାର୍ଦ୍ଧନ ସଂରକ୍ଷିତ ଜଙ୍ଗଲରେ ଶନିବାର ଯବାନ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ତେବେ ଏଥିରେ କେହି ମୃତାହତ ହୋଇଥିବା ଏଯାବତ୍‌ ଜଣାପଡି ନାହିଁ। ଅନ୍ୟପକ୍ଷରେ ଗନ୍ଧମାର୍ଦ୍ଧନରୁ ୪ଟି ମାଓବାଦୀ କ୍ୟାମ୍ପ ଠାବ…

ବରଗଡ଼ ଏମ୍‌ପିଙ୍କୁ କରୋନା

ବରଗଡ଼ ଅଫିସ,୮।୮: ବରଗଡ଼ ଏମ୍‌ପି ତଥା ଭାଜପା ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କୋଭିଡ-୧୯ ଲକ୍ଷଣ ନ ଥାଇ ମଧ୍ୟ ସେ ଶୁକ୍ରବାର ନିଜର ପରୀକ୍ଷା କରାଇଥିଲେ। ଶନିବାର…

ବରଗଡ଼ରେ ପୁଣି ୮ କରୋନା ପଜିଟିଭ୍‌: ୫୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୭।୮: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରପରିଷଦ ଅଧୀନ ୱାର୍ଡ ନଂ-୨ ବାଲିଟିକ୍ରା ରାସ୍ତା ପାର୍ଶ୍ବର ଜଣେ, ୱାର୍ଡ ନଂ-୮ ଭଟଲି ଛକସ୍ଥିତ ବ୍ୟାଙ୍କ ଅଫ…

ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍‌: ଜାଣନ୍ତୁ କେଉଁ ବ୍ଲକରୁ କେତେ

ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୩୨ ଆକ୍ରାନ୍ତ ରହିଛନ୍ତି। ସେହିପରି ସୋହେଲାରୁ ୪, ଭେଡ଼େନରୁ ୩,…

୩ ଦିନ ବୈରଖପାଲି ପଞ୍ଚାୟତ ଶଟଡାଉନ

ବିଜେପୁର,୪।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ପଞ୍ଚାୟତର ସାଧୁପାଲିରେ ଜଣେ ୪୦ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସରପଞ୍ଚ ଟଙ୍କଧର ସାହୁ ମଙ୍ଗଳବାରରୁ ଶୁକ୍ରବାର ସକାଳ ୬ଟା ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରିଛନ୍ତି।

ବରଗଡ଼ରେ କୋହଳ ହେଲା କଟକଣା

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ମଙ୍ଗଳବାରରୁ କରୋନା କଟକଣାକୁ କୋହଳ କରାଯାଇଛି। ଏ ନେଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଉକ୍ତ ବିଜ୍ଞପ୍ତି ଅନୁଯାୟୀ, ଏଣିକି ଜିଲାର ସମସ୍ତ ବ୍ୟବସାହିକ ପ୍ରତିଷ୍ଠାନ ଅର୍ଥାତ୍‌ ଦୋକାନ, ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?