ବର୍ଜ୍ୟବସ୍ତୁ ପରିଚାଳନା ଠପ୍, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ
ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ। ବରଗଡ଼ ପୌର ପରିଷଦରେ ଏହା ବର୍ତ୍ତମାନ ଏକ ବଡ଼ ସମସ୍ୟା ପାଲଟିଛି। ଏଭଳି…
ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….
ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ କଟନୀ ଛଟନୀ ଚାଷୀଙ୍କ ଦୁଃଖ ଦ୍ବିଗୁଣିତ କରିଛି । ତାହା ସତ୍ତ୍ୱେ ଯେତେବେଳେ…
ରାସ୍ତା ନିର୍ମାଣ ଦାବି, ଏକାଠି ହେଲେ ୩ ଗ୍ରାମବାସୀ: ବିକାଶ ପାଇଁ ଉଠିଲା ସ୍ବର
ପଦ୍ମପୁର,୧୦ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ଜମରତଲା ଗ୍ରାମପଞ୍ଚାୟତ ସରପଞ୍ଚ ବିଦୁ ଭୂଷଣ ଚାନ୍ଦ, ପୂର୍ବତନ ସରପଞ୍ଚ…
ଧାନରେ ମଣ୍ଡି ଭର୍ତ୍ତି, ମିଲରଙ୍କ ଦେଖାନାହିଁ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ବରଗଡ଼,୧୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉମାତ୍ର ୨ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସ୍ବାଭାବିକ ହୋଇପାରି ନାହିଁ। ମଣ୍ଡିକୁ ବିକ୍ରି ପାଇଁ ଯେଉଁ ପରିମାଣରେ ଧାନ ଆସୁଛି, ସେହି…
ବ୍ୟବସାୟୀଙ୍କ ସୁବିଧା ପାଇଁ ନୂଆ ପଦକ୍ଷେପ: ଆଧୁନିକ ଦୈନିକ ବଜାର ଉଦ୍ଘାଟିତ
ପଦ୍ମପୁର,୯।୬(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଅଧୀନରେ ନିର୍ମିତ ଆଧୁନିକ ଦୈନିକ ବଜାର ଆଜି ବିଧିବଦ୍ଧ ଭାବେ ଉଦ୍ଘାଟନ କରାଯାଇଛି। ବରଗଡ଼ ଏମ୍ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବଜାରର ଉଦ୍ଘାଟନ କରିଥିଲେ। ପଦ୍ମପୁର…
୩ ଇଞ୍ଜିନିୟର ସସ୍ପେଣ୍ଡ୍: ଜଳ ସମ୍ପଦ ବିଭାଗର ବଡ଼ କାର୍ଯ୍ୟନୁଷ୍ଠାନ, ବରଗଡର…
ବରଗଡ/ଭୁବନେଶ୍ୱର,୯।୬(ପ୍ରେମାନନ୍ଦ ଖମାରୀ): ଜଳ ସମ୍ପଦ ବିଭାଗର ୩ ଇଞ୍ଜିନିୟରଙ୍କୁ ସସ୍ପେଣ୍ଡ କରାଯାଇଛି। ବରଗଡ଼ ସୁପରିଟେଣ୍ଡେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ, ଭେଡେନ ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଂଜିନିୟର ରାଜ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଂଜିନିୟର ରଂଜନ ପଟେଲଙ୍କୁ କେନାଲ…
ଭାଜପା-ବିଜେଡି ମଧ୍ୟରେ ସୋସିଆଲ ୱାର: ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଅତାବିରା,୯ା୬(ଯୁଧିଷ୍ଠିର ମହାପାତ୍ର):ଗତ କିଛିଦିନ ହେଲା ଅତାବିରାରେ ଗ୍ରୀଷ୍ମ ଉତ୍ତାପରୁ ରାଜନୈତିକ ପାଗ ଉଷ୍ମତା ବଢିଯାଇଛି। ବାକ୍ଯୁଦ୍ଧ ସାଙ୍ଗକୁ ସୋସିଆଲ ମିଡିଆରେ ଚାଲିଛି ଘମାଘୋଟ ଶୀତଳ ଯୁଦ୍ଧ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭାଜପା ଓ ବିଜେଡି ମଧ୍ୟରେ ଚାଲିଛି ସୋସିଆଲ ୱାର, ଯାହାକୁ…
ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା
ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ ବରଗଡ଼ ସଦର ବ୍ଲକ ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଗୋଇସର ଗ୍ରାମରେ ପାନୀୟଜଳ ସଂକଟ…
ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….
ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ ସମସ୍ୟା ଓ ଜମି କିସମ ପରିବର୍ତ୍ତନ ଦୁଇ ଦଫା ଦାବିନେଇ ଗତ ୧ତାରିଖରୁ…
ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଜିଲା ଅତାବିରା ଥାନା ସିଂହପାଲି ଗ୍ରାମର ଟି. ରାମକୋଟି ରେଡ୍ଡି(୨୩),…
ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍
ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ପାନୀୟ ଜଳ ପାଇଁ ଲୋକେ ବିଭିନ୍ନ ସ୍ଥାନରେ ଡହକବିକଳ ହେଉଛନ୍ତି। ଏହି…
ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ
ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ କୌଣସି ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଯୋଗୁ ଏଥିରେ ପ୍ରଭାବିତ ଲୋକଙ୍କ…

