ବରଗଡ଼

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌: ସଂକ୍ରମିତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ମଙ୍ଗଳବାର ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୭ ବିଶିପଡ଼ାର ଜଣେ, ୱାର୍ଡ ନଂ-୨ ମେହେରପଡ଼ାର ୭ଜଣ, ବିଜେପୁର ବ୍ଲକ ସାଧୁପାଲି ଗ୍ରାମର ଜଣେ…

କଟାପାଲିର ୨ଯୁବକ କରିବେ ପ୍ଲାଜମା ଦାନ

ବରଗଡ଼ ଅଫିସ୍‌,୪।୮: କରୋନା(କୋଭିଡ୍‌-୧୯)ରୁ ଆରୋଗ୍ୟ ଲାଭକରି ମଙ୍ଗଳବାର ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଦୁଇଜଣ ଯୁବକ ପ୍ଲାଜମା ଦାନ କରିବେ। ସେମାନେ ହେଲେ, ରବୀନ୍ଦ୍ର ସାହୁ ଓ ଉମେଶ ଦାଶ । ଯୁବକମାନଙ୍କ ଏଭଳି ବଦାନ୍ୟତା ଯୋଗୁ ମଙ୍ଗଳବାର ସକାଳଳେ…

ଗଙ୍ଗାଧର ଥିଲେ ଅମୃତର କବି

ବରଗଡ଼ ଅଫିସ୍‌,୪।୮ ବରଗଡ଼ ଜିଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ଡିଜିଟାଲାଇଜେଶନ ମାଧ୍ୟମରେ ସୋମବାର ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମେହେରପଡ଼ାରେ ଥିବା ସ୍ବଭାବ କବିଙ୍କ ପ୍ରତିମୂର୍ତ୍ତିରେ ପରିଷଦ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା। ପରିଷଦ…

ବରଗଡ଼ରେ ୩୩ ନୂଆ ପଜିଟିଭ୍‌: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ରେ ପହଞ୍ଚିଲା

ବରଗଡ଼ ଅଫିସ,୩ା୮: ବରଗଡ଼ ଜିଲାରେ ସୋମବାର ପୁଣି ୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ଏବଂ ୧୮ ଜଣ ପୁରୁଷ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ…

ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼…

ଶିକୁଳିରେ ବନ୍ଧା ଜୀବନ

ବରଗଡ଼ ଅଫିସ୍‌,୨।୮: ବରଗଡ଼ ଜିଲା ଅମ୍ବାଭୋନାର ଦୟାସାଗର ପୁରୀ। ବୟସ ୨୭ବର୍ଷ ହେବ। ଗ୍ରାମର ରାମେଶ୍ୱର ଓ ତପସ୍ବିନୀଙ୍କ ସାନପୁଅ ଦୟାସାଗର ଗତ ପ୍ରାୟ ୮ବର୍ଷ ହେଲା ମାନସିକ ରୋଗରେ ଆକ୍ରାନ୍ତ। ଅମ୍ବାଭୋନା ହସ୍ପିଟାଲ ପାଖ ସାହିରେ ତାଙ୍କ ଘର। କିନ୍ତୁ…

ଜୁଲାଇରେ ୬୦ ପ୍ରତିଶତ କମ୍‌ ବର୍ଷା, ଅଟକିଛି ବିହୁଡା କାମ

ବିଜେପୁର,୨।୮ (ଡି.ଏନ.ଏ.) ଶ୍ରାବଣ ମାସ ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ହେଲେ ଆବଶ୍ୟକ ଅନୁଯାୟୀ ବର୍ଷା ହେଲା ନାହିଁ । ଏଥିଯୋଗୁ ଚାଷ କାମ ପଛେଇଛି। ଫଳରେ ବରଗଡ ଜିଲା ବିଜେପୁର ବ୍ଲକର ଚାଷୀମାନେ ଚିନ୍ତାରେ ପଡିଛନ୍ତି।…

ପ୍ରେମିକାଙ୍କୁ ବ୍ରିଜ୍‌ତଳକୁ ଠେଲି କ୍ବାରାଣ୍ଟାଇନରେ ପ୍ରେମିକ

ବରଗଡ଼ ଅଫିସ୍‌,୧।୮-ପ୍ରେମିକାଙ୍କୁ ବ୍ରିଜ୍‌ ତଳକୁ ଠେଲି ଦେଇ ଜଣେ ଯୁବକ ଏକ ଟିଏମ୍‌ସିରେ କ୍ବାରାଣ୍ଟାଇନରେ ରହିବା ଘଟଣା ଏବେ ବରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଗୁରୁତର ଅବସ୍ଥାରେ ସମ୍ପୃକ୍ତ ଯୁବତୀ ଜଣକ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୂଚନା ଅନୁଯାୟୀ,…

ପଦ୍ମପୁର ସବ୍‌ଜେଲରେ ପଶିଲା କରୋନା: ବିଚାରାଧୀନ କଏଦୀଙ୍କ ସମେତ ୪ ଆକ୍ରାନ୍ତ

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲାରେ ଶନିବାର ପୁଣି ୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଜିଲାରେ ପ୍ରଥମ ଥର ପାଇଁ ପଦ୍ମପୁର ସବ୍‌ଜେଲକୁ କରୋନା ପଶିଥିବା ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରେ ପଦ୍ମପୁର ସବ୍‌ଜେଲରେ ଥିବା ଜଣେ ବିଚାରାଧୀନ…

ବରଗଡ଼ରେ ନୂଆ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ପୌରାଞ୍ଚଳର

ବରଗଡ଼ ଅଫିସ,୩୦।୭: ବରଗଡ଼ ଜିଲାରେ ଗୁରୁବାର ପୁଣି ୧୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୧ ଜଣ ହୋଇଥିବା ବେଳେ ଅନ୍ୟ ଆକ୍ରାନ୍ତ ଜଣକ କଟାପାଲି ଗ୍ରାମର ଅଟନ୍ତି। ବରଗଡ଼…

ବରଗଡ଼ ଜିଲାର ୨ ଟପ୍ପର: ଜାଣନ୍ତୁ କ’ଣ ରହିଛି ଜୀବନର ଲକ୍ଷ୍ୟ

ବରଗଡ଼ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ସବୁ ଜିଲାକୁ ଫଛରେ ପକାଇ ବରଗଡ଼ ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ତେବେ ବରଗଡ଼ ସରସ୍ବତୀ ଶିଶୁ ବିଦ୍ୟା…

ବରଗଡ଼ରେ ୫ କରୋନା ପଜିଟିଭ ଚିହ୍ନଟ : ସମସ୍ତେ ସ୍ଥାନୀୟ ଆକ୍ରାନ୍ତ

ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାରେ ବୁଧବାର ପୁଣି ୫ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନେ ସମସ୍ତେ ସ୍ଥାନୀୟ ଆକ୍ରାନ୍ତ ଏବଂ ବରଗଡ଼ ପୌର ପରିଷଦ ଅଞ୍ଚଳର ଅଟନ୍ତି। ସେମାନଙ୍କ ମଧ୍ୟରୁ ୱାର୍ଡ ନଂ-୧୮ର ୩ଜଣ ଏବଂ ୱାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?